ଆସନ୍ତା 25 ତାରିଖ ଦିନ ଅପରାହ୍ନ 5.30 ମିନଟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲକ୍ଷ୍ନୌ ବିଶ୍ଵବିଦ୍ୟାଳୟର ଶତବାର୍ଷିକୀ ସମାରୋହରେ ଭିଡିଓ କନଫରେନ୍ସ ଜରିଆରେ ଯୋଗଦେବେ । ଏହି ବିଶ୍ଵବିଦ୍ୟାଳୟ 1920ରେ ପ୍ରତିଷ୍ଠା ହୋଇଥିବା ବେଳେ ଏହା ନିଜର ଶତବାର୍ଷିକୀ ପାଳନ କରୁଛି ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ବିଶ୍ଵବିଦ୍ୟାଳୟର ଶତବାର୍ଷିକୀ ସ୍ମାରକୀ ମୁଦ୍ରା ଉନ୍ମୋଚନ କରିବେ । ଭାରତୀୟ ଡାକ ବିଭାଗ ଦ୍ଵାରା ପ୍ରସ୍ତୁତ ଏକ ସ୍ଵତନ୍ତ୍ର ସ୍ମାରକୀ ଡାକ ଟିକଟ ମଧ୍ୟ ଶ୍ରୀ ମୋଦୀ ଉନ୍ମୋଚନ କରିବେ । କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ, ଉତ୍ତରପ୍ରଦେଶ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଉପସ୍ଥିତ ରହିବେ ।

 

  • शिवकुमार गुप्ता February 10, 2022

    जय भारत
  • शिवकुमार गुप्ता February 10, 2022

    जय हिंद
  • शिवकुमार गुप्ता February 10, 2022

    जय श्री सीताराम
  • शिवकुमार गुप्ता February 10, 2022

    जय श्री राम
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
India Doubles GDP In 10 Years, Outpacing Major Economies: IMF Data

Media Coverage

India Doubles GDP In 10 Years, Outpacing Major Economies: IMF Data
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 23, 2025
March 23, 2025

Appreciation for PM Modi’s Effort in Driving Progressive Reforms towards Viksit Bharat