ଆସନ୍ତାକାଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଯୋଧ୍ୟାରେ ‘ଶ୍ରୀ ରାମ ଜନ୍ମଭୂମି ମନ୍ଦିର’ ଭିତ୍ତିପ୍ରସ୍ତର ସ୍ଥାପନ ସହିତ ସାଧାରଣ ସଭାରେ ଯୋଗଦେବେ ।

କାର୍ଯ୍ୟକ୍ରମ ପୂର୍ବରୁ ପ୍ରଧାନମନ୍ତ୍ରୀ ହନୁମାନଗରୀରେ ପୂଜା ଏବଂ ଦର୍ଶନ କରିବେ । ଏହା ପରେ ସେ ଶ୍ରୀ ରାମ ଜନ୍ମଭୂମି ସ୍ଥଳକୁ ଯାତ୍ରା କରିବେ ଯେଉଁଠାରେ ସେ ‘ଭଗବାନ୍ ଶ୍ରୀ ରାମଲାଲା ବିରାଜମାନ’ଙ୍କ ପୂଜା ଏବଂ ଦର୍ଶନ କରିବେ । ଏହାପରେ ସେ ଏକ ପାରିଜାତ ଚାରା ରୋପଣ କରିବେ ଏବଂ ପରବର୍ତ୍ତୀ ସମୟରେ ଭୂମି ପୂଜନ କରିବେ ।

ପ୍ରଧାନମନ୍ତ୍ରୀ ଭିତ୍ତିପ୍ରସ୍ତର ସ୍ଥାପନ କରିବା ପରେ ‘ଶ୍ରୀ ରାମ ଜନ୍ମଭୂମି ମନ୍ଦିର’ ଉପରେ ଏକ ସ୍ମାରକୀ ଡାକ ଟିକଟ ମଧ୍ୟ ଉନ୍ମୋଚନ କରିବେ ।

 

Explore More
ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି  : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ
How India’s ‘Digital Lifeline’ UPI Is Transforming Payments At Home & Abroad

Media Coverage

How India’s ‘Digital Lifeline’ UPI Is Transforming Payments At Home & Abroad
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 31, 2025
May 31, 2025

Appreciation from Citizens Heritage to High-Tech India Thrives Under PM Modi’s Transformative Governance