ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ 25, 2021 ମଧ୍ୟାହ୍ନ 12 ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର(ପିଏମଆରବିପି) ବିଜେତାଙ୍କ ସହ ମତ ବିନିମୟ କରିବେ । ଏହି ଅବସରରେ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ ।

ନବସୃଜନ, ଶିକ୍ଷା, କ୍ରୀଡା, କଳା ଓ ସଂସ୍କୃତି, ସାମାଜିକ ସେବା ଏବଂ ସାହସିକତା କ୍ଷେତ୍ରରେ ଅସାଧାରଣ ଦକ୍ଷତା ଓ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ପିଲାମାନଙ୍କୁ ଭାରତ ସରକାରଙ୍କ ତରଫରୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ଯୋଜନା ଅଧୀନରେ ବାଲ ଶକ୍ତି ପୁରସ୍କାର ପ୍ରଦାନ କରାଯାଉଛି । ଚଳିତ ବର୍ଷ, ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର – 2021 ପାଇଁ ବାଲ ଶକ୍ତି ପୁରସ୍କାରର ବିଭିନ୍ନ ବର୍ଗ ଲାଗି ଦେଶର 32 ଜଣ ଆବେଦନକାରୀଙ୍କୁ ଚୟନ କରାଯାଇଛି ।

Explore More
ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି  : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ
Pradhan Mantri Kisan Sampada Yojana boost: Centre clears Rs 6,520 crore for PMKSY expansion, 50 irradiation units and 100 food labs in pipeline

Media Coverage

Pradhan Mantri Kisan Sampada Yojana boost: Centre clears Rs 6,520 crore for PMKSY expansion, 50 irradiation units and 100 food labs in pipeline
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 01, 2025
August 01, 2025

Citizens Appreciate PM Modi’s Bold Reforms for a Stronger, Greener, and Connected India