Quoteଭାରତୀୟ ବିଜ୍ଞାନ କଂଗ୍ରେସର 106ତମ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ଘାଟନୀ ଅଭିଭାଷଣ
Quoteପଞ୍ଜାବର ଗୁରଦାସପୁରଠାରେ ଏକ ଜନସଭାକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଜାନୁଆରୀ 03, 2019ରେ ପଞ୍ଜାବ ଗସ୍ତ କରିବେ ।

ପଞ୍ଜାବର ଜଳନ୍ଧରଠାରେ ଭାରତୀୟ ବିଜ୍ଞାନ କଂଗ୍ରେସ-2019ର 106ତମ ସଂସ୍କରଣକୁ ଜାନୁଆରୀ 03, 2019ରେ ସେ ଉଦ୍ଘାଟନ କରିବେ । ଏହି ଅବସରରେ ସେ ଉଦ୍ଘାଟନୀ ଅଭିଭାଷଣ ପ୍ରଦାନ କରିବେ । ତା’ପରେ ପ୍ରଧାନମନ୍ତ୍ରୀ ପଞ୍ଜାବର ଗୁରଦାସପୁର ଅଭିମୁଖେ ଯିବେ ଏବଂ ସେଠାରେ ସେ ଏକ ସାଧାରଣ ସଭାକୁ ସମ୍ବୋଧନ କରିବେ ।

ପ୍ରଧାନମନ୍ତ୍ରୀଙ୍କ ଭବିଷ୍ୟଦୃଷ୍ଟି ଅନୁରୂପ ଦେଶବ୍ୟାପୀ ବିଜ୍ଞାନ, ପ୍ରଯୁକ୍ତି ଏବଂ ନବସୃଜନକୁ ବଳ ଦେବା ଲାଗି ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ପଞ୍ଚମ ଥର ପାଇଁ ଭାରତୀୟ ବିଜ୍ଞାନ କଂଗ୍ରେସକୁ ସମ୍ବୋଧନ କରିବାକୁ ଯାଉଛନ୍ତି । ପୂର୍ବରୁ, ସେ 2018ରେ 105ତମ, 2017ରେ 104ତମ,2016ରେ 103ତମ, 2015ରେ 102ତମ ଆଇଏସସି ସଂସ୍କରଣରେ ଉଦ୍ଘାଟନୀ ଅଭିଭାଷଣ ପ୍ରଦାନ କରିଛନ୍ତି ।

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
'India Delivers': UN Climate Chief Simon Stiell Hails India As A 'Solar Superpower'

Media Coverage

'India Delivers': UN Climate Chief Simon Stiell Hails India As A 'Solar Superpower'
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଫେବୃୟାର 16, 2025
February 16, 2025

Appreciation for PM Modi’s Steps for Transformative Governance and Administrative Simplification