PM wishes people on World Health Day

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶ୍ଵ ସ୍ୱାସ୍ଥ୍ୟ ଦିବସ ପାଳନ ଅବସରରେ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ କହିଛନ୍ତି, “ଉତ୍ତମ ସ୍ୱାସ୍ଥ୍ୟ ହେଉଛି ମାନବ ପ୍ରଗତିର ପ୍ରକୃତ ଆଧାର । ଆଜିର ବିଶ୍ଵ ସ୍ୱାସ୍ଥ୍ୟ ଦିବସରେ ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ ମନାସିବା ସହ ଅଭିବୃଦ୍ଧିର ଶୀର୍ଷ ସୋପାନରେ ପହଞ୍ଚିବା ଲାଗି ଶୁଭକାମନା ଜଣାଉଛି ।

ବିଶ୍ଵ ସ୍ୱାସ୍ଥ୍ୟ ସଂଗଠନ ଏବଂ ଅନ୍ୟ ସଂସ୍ଥାମାନଙ୍କ ଦ୍ଵାରା ବଛାଯାଇଥିବା ବିଷୟବସ୍ତୁ ‘ସାର୍ବଜନୀନ ସ୍ୱାସ୍ଥ୍ୟ ସେବା : ସବୁରି ପାଇଁ ସବୁଠାରେ’ କୁ ମୁଁ ସ୍ଵାଗତ କରୁଛି । ସମସ୍ତଙ୍କ ପାଇଁ ସ୍ୱାସ୍ଥ୍ୟ – ଏହି ଆକାଂକ୍ଷା ଆମକୁ, ଆୟୁଷ୍ମାନ ଭାରତ ଭଳି ବିଶ୍ଵର ସର୍ବବୃହତ ସ୍ୱାସ୍ଥ୍ୟସେବା ଯୋଜନା ଆରମ୍ଭ କରିବା ଦିଗରେ ଅନୁପ୍ରେରିତ କରିଛି ।”

 

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
India Inc hails 'bold' Budget with 'heavy dose of reforms' to boost consumption, create jobs

Media Coverage

India Inc hails 'bold' Budget with 'heavy dose of reforms' to boost consumption, create jobs
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଫେବୃୟାର 2, 2025
February 02, 2025

Appreciation for PM Modi's Visionary Leadership and Progressive Policies Driving India’s Growth