ଭାଇ-ଭଉଣୀଙ୍କ ପ୍ରେମ ଓ ସ୍ନେହର ପ୍ରତୀକ ଭାଇ ଦୂଜ ପର୍ବ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
भाई-बहन के स्नेह और प्यार के प्रतीक पर्व भाई दूज पर आप सभी को बहुत-बहुत बधाई। यह पावन-पुनीत अवसर आपसी रिश्तों को और प्रगाढ़ करे।
— Narendra Modi (@narendramodi) October 29, 2019