ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ଦୁଇ ଦିନିଆ ବାଂଲାଦେଶ ଗସ୍ତର ଅଂଶବିଶେଷରେ ବାଂଲାଦେଶର ବିଭିନ୍ନ ରାଜନୈତିକ ଦଳର ବିରୋଧୀଦଳ ନେତାଙ୍କ ସହ ସାକ୍ଷାତ ଏବଂ ଆଲୋଚନା କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଦୁଇ ଦେଶର ଦ୍ୱିପାକ୍ଷିକ ସମ୍ପର୍କ ସମ୍ବନ୍ଧୀୟ ପ୍ରସଙ୍ଗରେ ବ୍ୟାପକ ଆଲୋଚନା ହୋଇଥିଲା ।
Interacting across the political spectrum.
— PMO India (@PMOIndia) March 26, 2021
In Dhaka, PM @narendramodi met a delegation consisting of various Opposition leaders. pic.twitter.com/hYaS3qzWjF