ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳେ ଆଫଗାନିସ୍ତାନ ରାଷ୍ଟ୍ରପତି ଅଶରଫ ଘନିଙ୍କ ସହ ଟେଲିଫୋନ ଯୋଗେ ବାର୍ତ୍ତାଳାପ କରିଛନ୍ତି । ଉଭୟ ନେତା ନବରୋଜ ଶୁଭେଚ୍ଛାର ଆଦାନପ୍ରଦାନ କରିଥିଲେ ଯାହାକି ଦୁଇ ଦେଶ ମଧ୍ୟରେ ଥିବା ଐତିହ୍ୟ ଓ ସାଂସ୍କୃତିକ ସଂପର୍କକୁ ଦର୍ଶାଉଛି ।

ଦୁଇନେତା ଉଭୟ ଦେଶରେ ବଢି ଚାଲିଥିବା କୋଭିଡ-19 ସଂକ୍ରମଣ ବିଷୟରେ ଆଲୋଚନା କରିଥିଲେ ଏବଂ ସହଯୋଗକୁ ଅଧିକ ସୁଦୃଢ କରିବା ନେଇ ସେମାନଙ୍କ ପ୍ରତିବଦ୍ଧତାକୁ ଦୋହରାଇଥିଲେ ।

 

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
India’s Average Electricity Supply Rises: 22.6 Hours In Rural Areas, 23.4 Hours in Urban Areas

Media Coverage

India’s Average Electricity Supply Rises: 22.6 Hours In Rural Areas, 23.4 Hours in Urban Areas
NM on the go

Nm on the go

Always be the first to hear from the PM. Get the App Now!
...
This Women’s Day, share your inspiring journey with the world through PM Modi’s social media
February 23, 2025

Women who have achieved milestones, led innovations or made a meaningful impact now have a unique opportunity to share their stories with the world through this platform.

On March 8th, International Women’s Day, we celebrate the strength, resilience and achievements of women from all walks of life. In a special Mann Ki Baat episode, Prime Minister Narendra Modi announced an inspiring initiative—he will hand over his social media accounts (X and Instagram) for a day to extraordinary women who have made a mark in their fields.

Be a part of this initiative and share your journey with the world!