ଚମୋଲିରେ ବିଦ୍ୟୁତଜନିତ ଦୁର୍ଘଟଣାରେ ପୀଡ଼ିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସହାୟତା ରାଶି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରାଯାଇଛି:
‘ଚମୋଲିରେ ଦୁଃଖଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ପ୍ରତ୍ୟେକ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ’
An ex gratia of Rs. 2 lakh from PMNRF would be given to the next of kin of each of those who lost their lives in the tragic mishap in Chamoli. The injured would be given Rs. 50,000: PM @narendramodi
— PMO India (@PMOIndia) July 19, 2023