ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଧର ଠାରେ ବସ୍ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠି (ପିଏମ୍ଏନ୍ଆରଏଫ) ରୁ ୨ ଲକ୍ଷ ଟଙ୍କା କରି ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ମଧ୍ୟପ୍ରଦେଶର ଧର ଠାରେ ବସ୍ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମ୍ଏନ୍ଆରଏଫ୍ରୁ ୨ ଲକ୍ଷ ଟଙ୍କା କରି ଅନୁକମ୍ପାମୂଳକ ସହାୟତା ରାଶି ଦିଆଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ : ପ୍ରଧାନମନ୍ତ୍ରୀ”
An ex-gratia of Rs. 2 lakh each from PMNRF would be given to the next of kin of those who lost their lives due to the bus tragedy in Dhar, Madhya Pradesh. The injured would be given Rs. 50,000: PM @narendramodi
— PMO India (@PMOIndia) July 18, 2022