ପଶ୍ଚିମବଙ୍ଗର ନଦିଆରେ ହୋଇଥିବା ସଡକ ଦୁର୍ଘଟଣାରେ ମୃତକଙ୍କ ନିକଟତମ ପରିଜନଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“ପଶ୍ଚିମବଙ୍ଗର ନଦିଆରେ ହୋଇଥିବା ସଡକ ଦୁର୍ଘଟଣାରେ ମୃତକଙ୍କ ନିକଟତମ ପରିଜନଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରିବାକୁ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।”
The Prime Minister has announced an ex-gratia of Rs. 2 lakh each from PMNRF for the next of kin of those who have lost their lives due to the road accident in Nadia, West Bengal. Rs. 50,000 would be given to the injured.
— PMO India (@PMOIndia) November 28, 2021