ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାତା ବୈଷ୍ଣୋଦେବୀ ଭବନରେ ଦଳାଚକଟା ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ସହାୟତା ରାଶି ଅନୁମୋଦନ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ମାତା ବୈଷ୍ଟୋଦେବୀ ଭବନରେ ଦଳାଚକଟା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମ୍ଏନ୍ଆରଏଫ୍ ରୁ ୨ ଲକ୍ଷ ଟଙ୍କା କରି ସହାୟତା ରାଶି ପ୍ରଦାନ କରାଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ପ୍ରଦାନ କରାଯିବ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।”
An ex-gratia of Rs. 2 lakh each from PMNRF would be given to the next of kin of those who lost their lives due to the stampede at Mata Vaishno Devi Bhawan. The injured would be given Rs. 50,000: PM @narendramodi
— PMO India (@PMOIndia) January 1, 2022