Quoteସୋନମାର୍ଗର ଚମତ୍କାର ଲୋକମାନଙ୍କ ଗହଣରେ ରହି ମୁଁ ଅତ୍ୟନ୍ତ ଆନନ୍ଦିତ, ଏହି ଟନେଲ୍ ଖୋଲିବା ଦ୍ୱାରା ଏଠାରେ ଯୋଗାଯୋଗରେ ବହୁତ ଉନ୍ନତି ଆସିବ ଏବଂ ଜମ୍ମୁ ଓ କଶ୍ମୀରରେ ପର୍ଯ୍ୟଟନକୁ ଏକ ବଡ଼ ପ୍ରୋତ୍ସାହନ ମିଳିବ: ପ୍ରଧାନମନ୍ତ୍ରୀ
Quoteସୋନମାର୍ଗ ଟନେଲ ଦ୍ବାରା ଯୋଗାଯୋଗ ଏବଂ ପର୍ଯ୍ୟଟନକୁ ବଡ଼ ପ୍ରୋତ୍ସାହନ ମିଳିବ: ପ୍ରଧାନମନ୍ତ୍ରୀ
Quoteଉତ୍ତମ ଯୋଗାଯୋଗ ପର୍ଯ୍ୟଟକଙ୍କ ପାଇଁ ଜମ୍ମୁ-କଶ୍ମୀରର କମ୍ ଜଣାଶୁଣା ଅଞ୍ଚଳ ବୁଲିବା ପାଇଁ ଦ୍ୱାର ଖୋଲିବ : ପ୍ରଧାନମନ୍ତ୍ରୀ
Quoteଏକବିଂଶ ଶତାବ୍ଦୀର ଜମ୍ମୁ-କଶ୍ମୀର ବିକାଶର ନୂଆ ଅଧ୍ୟାୟ ଲେଖୁଛି: ପ୍ରଧାନମନ୍ତ୍ରୀ
Quoteକାଶ୍ମୀର ଦେଶର ମୁକୁଟ, ଭାରତର ମୁକୁଟ , ମୁଁ ଚାହୁଁଛି କାଶ୍ମୀର ଅଧିକ ସୁନ୍ଦର ଓ ସମୃଦ୍ଧ ହେଉ : ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜମ୍ମୁ ଓ କଶ୍ମୀରରେ ସୋନମାର୍ଗ ଟନେଲକୁ ଉଦଘାଟନ କରିଛନ୍ତି । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ ଶ୍ରମିକମାନଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ, ଯେଉଁମାନେ ଜମ୍ମୁ-କଶ୍ମୀର ଓ ଭାରତର ବିକାଶ ପାଇଁ କଠିନ ପରିଶ୍ରମ କରିଛନ୍ତି ଏବଂ ନିଜ ଜୀବନକୁ ବାଜି ଲଗାଇ ଦେଇଛନ୍ତି। ଶ୍ରୀ ମୋଦୀ କହିଥିଲେ, ଆହ୍ୱାନ ସତ୍ତ୍ୱେ ଆମର ସଂକଳ୍ପ ଥମିବାର ନାଁ ଧରୁନାହିଁ। ଶ୍ରମିକମାନଙ୍କ ଦୃଢ଼ ସଂକଳ୍ପ ଓ ପ୍ରତିବଦ୍ଧତା ଏବଂ ସମସ୍ତ ବାଧାବିଘ୍ନକୁ ଅତିକ୍ରମ କରି କାର୍ଯ୍ୟ ସମ୍ପନ୍ନ କରିଥିବାରୁ ସେ ତାଙ୍କୁ ପ୍ରଶଂସା କରିଥିଲେ। ୭ ଜଣ ଶ୍ରମିକଙ୍କ ମୃତ୍ୟୁରେ ସେ ଶୋକ ପ୍ରକାଶ କରିଥିଲେ।

କଶ୍ମୀରର ବରଫଘେରା ସୁନ୍ଦର ପର୍ବତ ଏବଂ ଆନନ୍ଦଦାୟକ ପାଣିପାଗକୁ ପ୍ରଶଂସା କରି ଶ୍ରୀ ମୋଦୀ କହିଥିଲେ ଯେ ନିକଟରେ ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆରେ ସେୟାର କରିଥିବା ଫଟୋ ଦେଖିବା ପରେ ଜମ୍ମୁ-କଶ୍ମୀର ଗସ୍ତ ପାଇଁ ତାଙ୍କର ଆଗ୍ରହ ବୃଦ୍ଧି ପାଇଛି। ପ୍ରଧାନମନ୍ତ୍ରୀ ତାଙ୍କ ପୁରୁଣା ଦିନଗୁଡ଼ିକୁ ମନେ ପକାଇଥିଲେ, ଯେତେବେଳେ ସେ ତାଙ୍କ ଦଳ ପାଇଁ କାମ କରୁଥିବା ସମୟରେ ବାରମ୍ବାର ଏହି ଅଞ୍ଚଳକୁ ଆସୁଥିଲେ । ସୋନମାର୍ଗ, ଗୁଲମାର୍ଗ, ଗଣ୍ଡରବଲ ଓ ବାରାମୁଲା ଭଳି ଅଞ୍ଚଳରେ ସେ ଅନେକ ସମୟ ବିତାଉଥିବା ବେଳେ ଘଣ୍ଟା ଘଣ୍ଟା ଧରି ଚାଲି ଚାଲି ଅନେକ କିଲୋମିଟର ଦୂରତା ଅତିକ୍ରମ କରୁଥିଲେ। ପ୍ରବଳ ତୁଷାରପାତ ସତ୍ତ୍ୱେ ଜମ୍ମୁ-କଶ୍ମୀରବାସୀଙ୍କ ଉଷ୍ମତା ଥଣ୍ଡା ଅନୁଭବ ହେବାକୁ ଦେଇନଥିଲା ବୋଲି ସେ କହିଛନ୍ତି।

 

|

ଆଜିର ଦିନକୁ ସ୍ୱତନ୍ତ୍ର ବୋଲି ବର୍ଣ୍ଣନା କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ସମଗ୍ର ଦେଶରେ ଉତ୍ସବର ବାତାବରଣ ରହିଛି । ପ୍ରୟାଗରାଜରେ ମହାକୁମ୍ଭ ଆରମ୍ଭ ହୋଇଥିବା କଥା ଉଲ୍ଲେଖକରି ସେ କହିଥିଲେ ଯେ ପବିତ୍ର ସ୍ନାନ ପାଇଁ ଲକ୍ଷ ଲକ୍ଷ ଲୋକ ସେଠାରେ ଏକାଠି ହେଉଛନ୍ତି। ପ୍ରଧାନମନ୍ତ୍ରୀ ପଞ୍ଜାବ ଏବଂ ଉତ୍ତର ଭାରତର ଅନ୍ୟାନ୍ୟ ସ୍ଥାନରେ ଲୋହରୀ ପର୍ବ ସହିତ ଉତ୍ତରାୟଣ, ମକର ସଂକ୍ରାନ୍ତି ଏବଂ ପୋଙ୍ଗଲ ଭଳି ପର୍ବ ବିଷୟରେ ମଧ୍ୟ ଉଲ୍ଲେଖ କରିଥିଲେ । ଏହି ପର୍ବ ପାଳନ କରୁଥିବା ସମସ୍ତଙ୍କୁ ସେ ଶୁଭେଚ୍ଛା ଜଣାଇଥିଲେ। ପ୍ରଧାନମନ୍ତ୍ରୀ ଘାଟିରେ 'ଚିଲ୍ଲାଇକଲାଁ'ର ୪୦ ଦିନର ଆହ୍ୱାନପୂର୍ଣ୍ଣ ଅବଧିକୁ ସ୍ୱୀକାର କରିଥିଲେ ଏବଂ ଲୋକଙ୍କ ଦୃଢ଼ତାକୁ ପ୍ରଶଂସା କରିଥିଲେ । ଏହି ଋତୁ ସୋନମାର୍ଗ ଭଳି ପର୍ଯ୍ୟଟନସ୍ଥଳୀ ପାଇଁ ନୂଆ ସୁଯୋଗ ଆଣିଛି, ଯାହା ସାରା ଦେଶରୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ ଏବଂ ଯେଉଁମାନେ କଶ୍ମୀରବାସୀଙ୍କ ଆତିଥେୟତା ଉପଭୋଗ କରନ୍ତି ବୋଲି ସେ କହିଥିଲେ।

ପ୍ରଧାନମନ୍ତ୍ରୀ ନିକଟରେ ଜମ୍ମୁ ରେଳ ଡିଭିଜନର ଶିଳାନ୍ୟାସ କଥା ଉଲ୍ଲେଖ କରି ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ଘୋଷଣା କରିଥିଲେ । ଏହା ଲୋକଙ୍କ ଦୀର୍ଘଦିନର ଦାବି ଥିଲା ବୋଲି ସେ କହିଥିଲେ। ସୋନମାର୍ଗ ଟନେଲର ଉଦଘାଟନ ଦ୍ବାରା ଜମ୍ମୁ-କଶ୍ମୀର ଏବଂ ଲଦାଖର ଲୋକଙ୍କ ଦୀର୍ଘ ଦିନର ଦାବି ପୂରଣ ହୋଇଥିବା ଘୋଷଣା କରି ଶ୍ରୀ ମୋଦୀ କହିଥିଲେ ଯେ ଏହି ସୁଡ଼ଙ୍ଗ ନିର୍ମାଣ ଦ୍ୱାରା ସୋନମାର୍ଗ, କାର୍ଗିଲ ଏବଂ ଲେହର ଲୋକଙ୍କ ଜୀବନ ଅଧିକ ସହଜ ହେବ । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ଟନେଲ ହିମସ୍ଖଳନ, ପ୍ରବଳ ତୁଷାରପାତ ଏବଂ ଭୂସ୍ଖଳନ ସମୟରେ ଦେଉଥିବା ସମସ୍ୟାକୁ ହ୍ରାସ କରିବ, ଯେଉଁ କାରଣରୁ ଅନେକ ସମୟରେ ରାସ୍ତା ବନ୍ଦ ରହିଥାଏ । ସେ ଗୁରୁତ୍ୱାରୋପ କରିଥିଲେ ଯେ ଏହି ଟନେଲ ପ୍ରମୁଖ ଡାକ୍ତରଖାନାଗୁଡିକୁ ଲୋକଙ୍କ ଆଗମନକୁ ସହଜ କରିବ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ଉପଲବ୍ଧତାକୁ ସୁନିଶ୍ଚିତ କରିବ, ଯାହା ଦ୍ୱାରା ବାସିନ୍ଦାମାନେ ସମ୍ମୁଖୀନ ହେଉଥିବା ସମସ୍ୟା କମିବ ।

 

|

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ୨୦୧୫ରେ ତାଙ୍କ ସରକାର କ୍ଷମତାକୁ ଆସିବା ପରେ ସୋନମର୍ଗ ଟନେଲ ନିର୍ମାଣ ଆରମ୍ଭ ହୋଇଥିଲା । ଏବେ ତାଙ୍କ ଶାସନରେ ସୁଡ଼ଙ୍ଗ ନିର୍ମାଣ କାର୍ଯ୍ୟ ଶେଷ ହୋଇଥିବାରୁ ସେ ଖୁସି ବ୍ୟକ୍ତ କରିଥିଲେ। ସେ କହିଥିଲେ ଯେ ଏହି ଟନେଲ ଶୀତ ଋତୁରେ ସୋନମର୍ଗକୁ ସଂଯୋଗ ପ୍ରଦାନ କରିବ ଏବଂ ସମଗ୍ର ଅଞ୍ଚଳରେ ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବ । ଆଗାମୀ ଦିନରେ ଜମ୍ମୁ ଓ କଶ୍ମୀରରେ ଅନେକ ସଡ଼କ ଏବଂ ରେଳ ସଂଯୋଗ ପ୍ରକଳ୍ପ ସମ୍ପୂର୍ଣ୍ଣ ହେବାକୁ ଯାଉଛି ବୋଲି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ । ପ୍ରଧାନମନ୍ତ୍ରୀ ନିକଟରେ ଆରମ୍ଭ ହେଉଥିବା ଅନ୍ୟ ଏକ ବୃହତ୍ ଯୋଗାଯୋଗ ପ୍ରକଳ୍ପ ବିଷୟରେ ମଧ୍ୟ ଉଲ୍ଲେଖ କରିଥିଲେ ଏବଂ କାଶ୍ମୀର ଉପତ୍ୟକାକୁ ରେଳ ସଂଯୋଗକୁ ନେଇ ଦେଖାଦେଇଥିବା ଉତ୍ସାହ ବିଷୟରେ ଉଲ୍ଲେଖ କରିଥିଲେ । ନିର୍ମାଣାଧୀନ ନୂତନ ସଡ଼କ, ରେଳବାଇ, ଡାକ୍ତରଖାନା ଏବଂ ମହାବିଦ୍ୟାଳୟର ବିକାଶ ନୂଆ ଜମ୍ମୁ ଓ କଶ୍ମୀରର ଏକ ଅଂଶ ବୋଲି ସେ କହିଥିଲେ । ଏହି ଟନେଲ ଏବଂ ବିକାଶର ନୂତନ ଯୁଗ ପାଇଁ ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଥିଲେ ।

୨୦୪୭ ସୁଦ୍ଧା ଏକ ବିକଶିତ ରାଷ୍ଟ୍ରରେ ପରିଣତ ହେବା ଦିଗରେ ଭାରତର ଅଗ୍ରଗତି ଉପରେ ଆଲୋକପାତ କରିବା ସହ କୌଣସି ଅଞ୍ଚଳ କିମ୍ବା ପରିବାର ଯେପରି ପଛରେ ନପଡ଼େ ତାଉପରେ ଗୁରୁତ୍ୱାରୋପ କରି ଶ୍ରୀ ମୋଦୀ କହିଥିଲେ ଯେ ସରକାର "ସବକା ସାଥ, ସବକା ବିକାଶ"ର ଭାବନା ସହିତ କାର୍ଯ୍ୟ କରୁଛନ୍ତି ଏବଂ ଗତ ୧୦ ବର୍ଷ ମଧ୍ୟରେ ଜମ୍ମୁ-କଶ୍ମୀର ସମେତ ସମଗ୍ର ଦେଶରେ ୪ କୋଟିରୁ ଅଧିକ ଗରିବ ପରିବାର ପକ୍କା ଘର ପାଇଛନ୍ତି । ଏହା ସହ ଆଗାମୀ ବର୍ଷଗୁଡ଼ିକରେ ଗରିବଙ୍କୁ ଅତିରିକ୍ତ ୩ କୋଟି ନୂଆ ଘର ଯୋଗାଇ ଦିଆଯିବ ବୋଲି ସେ ଘୋଷଣା କରିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଭାରତରେ ଲକ୍ଷ ଲକ୍ଷ ଲୋକ ମାଗଣା ଚିକିତ୍ସା ଉପଭୋଗ କରୁଛନ୍ତି, ଯାହା ଜମ୍ମୁ-କଶ୍ମୀରର ଲୋକମାନଙ୍କୁ ମଧ୍ୟ ଉପକୃତ କରୁଛି । ଯୁବପିଢ଼ିଙ୍କ ଶିକ୍ଷାକୁ ସମର୍ଥନ କରିବା ପାଇଁ ସାରା ଦେଶରେ ନୂତନ ଆଇଆଇଟି, ଆଇଆଇଏମ୍, ଏମ୍ସ, ମେଡିକାଲ କଲେଜ, ନର୍ସିଂ କଲେଜ ଏବଂ ପଲିଟେକ୍ନିକ୍ କଲେଜ ପ୍ରତିଷ୍ଠା କରାଯାଉଛି ବୋଲି ସେ ଆଲୋକପାତ କରିଥିଲେ। ଗତ ଏକ ଦଶନ୍ଧି ମଧ୍ୟରେ ଜମ୍ମୁ-କଶ୍ମୀରରେ ଅନେକ ଶୀର୍ଷସ୍ତରୀୟ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା ହୋଇଛି, ଯାହା ସ୍ଥାନୀୟ ଯୁବକମାନଙ୍କୁ ବହୁତ ଉପକୃତ କରୁଛି ବୋଲି ସେ କହିଥିଲେ।

 

|

ଜମ୍ମୁ-କଶ୍ମୀରରୁ ଅରୁଣାଚଳ ପ୍ରଦେଶ ପର୍ଯ୍ୟନ୍ତ ବ୍ୟାପକ ଭିତ୍ତିଭୂମିର ବିକାଶ ଉପରେ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଜମ୍ମୁ-କଶ୍ମୀର ସୁଡ଼ଙ୍ଗ, ଉଚ୍ଚ ପୋଲ ଏବଂ ରୋପୱେର ହବ୍ ପାଲଟିଛି । ବିଶ୍ୱର କେତେକ ସର୍ବୋଚ୍ଚ ଟନେଲ ଏବଂ ସର୍ବୋଚ୍ଚ ରେଳ-ସଡ଼କ ସେତୁ ଏଠାରେ ନିର୍ମାଣ କରାଯାଉଛି । ପ୍ରଧାନମନ୍ତ୍ରୀ ଚେନାବ ସେତୁର ଇଞ୍ଜିନିୟରିଂ ଚମତ୍କାର ବିଷୟରେ ଉଲ୍ଲେଖ କରିଥିଲେ, ଯେଉଁଠାରେ ନିକଟରେ ଏକ ଯାତ୍ରୀବାହୀ ଟ୍ରେନର ପରୀକ୍ଷଣ ଶେଷ ହୋଇଛି । କାଶ୍ମୀରରେ ରେଳ ଯୋଗାଯୋଗ ବୃଦ୍ଧି କରୁଥିବା କେବୁଲ ବ୍ରିଜ୍, ଜୋଜିଲା, ଚେନାନି-ନାଶରୀ ଏବଂ ସୋନମର୍ଗ ଟନେଲ ପ୍ରକଳ୍ପ ଏବଂ ଉଧମପୁର-ଶ୍ରୀନଗର-ବାରାମୁଲା ରେଳ ଲିଙ୍କ୍ ପ୍ରକଳ୍ପ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ବିଷୟରେ ସେ ଉଲ୍ଲେଖ କରିଥିଲେ। ଶଙ୍କରାଚାର୍ଯ୍ୟ ମନ୍ଦିର, ଶିବଖୋଡି ଏବଂ ବାଲତାଲ-ଅମରନାଥ ରୋପ୍ ୱେ ସହିତ କଟ୍ରା-ଦିଲ୍ଲୀ ଏକ୍ସପ୍ରେସୱେ ପାଇଁ ମଧ୍ୟ ପ୍ରଧାନମନ୍ତ୍ରୀ ଯୋଜନା ବିଷୟରେ ଉଲ୍ଲେଖ କରିଥିଲେ । ଜମ୍ମୁ-କଶ୍ମୀରରେ ୪୨,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ସଡ଼କ ସଂଯୋଗ ପ୍ରକଳ୍ପ ଚାଲିଛି, ଯେଉଁଥିରେ ୪ଟି ଜାତୀୟ ରାଜପଥ ପ୍ରକଳ୍ପ ଏବଂ ୨ଟି ରିଙ୍ଗରୋଡ୍ ଅନ୍ତର୍ଭୁକ୍ତ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ସୋନମର୍ଗ ଭଳି ୧୪ରୁ ଅଧିକ ସୁଡ଼ଙ୍ଗ ନିର୍ମାଣ କରାଯାଉଛି, ଯାହା ଜମ୍ମୁ-କଶ୍ମୀରକୁ ଦେଶର ଅନ୍ୟତମ ଉତ୍ତମ ସଂଯୋଗ ହୋଇଥିବା ଅଂଚଳରେ ପରିଣତ କରୁଛି ।

ଏକ ବିକଶିତ ରାଷ୍ଟ୍ର ହେବା ପାଇଁ ଭାରତର ଯାତ୍ରାରେ ପର୍ଯ୍ୟଟନ କ୍ଷେତ୍ରର ଗୁରୁତ୍ୱପୂର୍ଣ୍ଣ ଅବଦାନ ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଉନ୍ନତ ଯୋଗାଯୋଗ ଦ୍ୱାରା ପର୍ଯ୍ୟଟକମାନେ ଜମ୍ମୁ ଓ କଶ୍ମୀରର ପୂର୍ବରୁ ଅଜ୍ଞାତ ଏବଂ ଦୁର୍ଗମ ଥିବା ଅଞ୍ଚଳରେ ପହଞ୍ଚିପାରିବେ । ଗତ ଦଶନ୍ଧି ମଧ୍ୟରେ ଏହି ଅଞ୍ଚଳରେ ଯେଉଁ ଶାନ୍ତି ଓ ପ୍ରଗତି ହୋଇଛି ତାହା ପର୍ଯ୍ୟଟନ କ୍ଷେତ୍ରପାଇଁ ଲାଭଦାୟକ ହୋଇଛି ବୋଲି ସେ ଉଲ୍ଲେଖ କରିଥିଲେ। ୨୦୨୪ରେ ୨ କୋଟିରୁ ଅଧିକ ପର୍ଯ୍ୟଟକ ଜମ୍ମୁ-କଶ୍ମୀର ଗସ୍ତ କରିଥିବା ବେଳେ ଗତ ୧୦ ବର୍ଷ ମଧ୍ୟରେ ସୋନମର୍ଗରେ ପର୍ଯ୍ୟଟକଙ୍କ ସଂଖ୍ୟା ୬ ଗୁଣ ବୃଦ୍ଧି ପାଇଛି। ହୋଟେଲ, ହୋମଷ୍ଟେ, ଢାବା, ପୋଷାକ ଦୋକାନ ଏବଂ ଟ୍ୟାକ୍ସି ସେବା ସମେତ ସ୍ଥାନୀୟ ବ୍ୟବସାୟୀମାନେ ଏହି ଅଭିବୃଦ୍ଧିରୁ ଉପକୃତ ହୋଇଛନ୍ତି ବୋଲି ସେ ଉଲ୍ଲେଖ କରିଥିଲେ।

 

|

ଏକବିଂଶ ଶତାବ୍ଦୀର ଜମ୍ମୁ-କଶ୍ମୀର ବିକାଶର ଏକ ନୂଆ ଅଧ୍ୟାୟ ଲେଖୁଛି। ଅତୀତର କଠିନ ଦିନଗୁଡ଼ିକୁ ପଛରେ ପକାଇ ଏହି ଅଞ୍ଚଳ 'ପୃଥିବୀର ସ୍ୱର୍ଗ' ଭାବରେ ନିଜର ପରିଚୟ ଫେରିପାଇଛି ବୋଲି ସେ କହିଥଲେ। ସେ କହିଥିଲେ ଯେ ବର୍ତ୍ତମାନ ଲୋକମାନେ ରାତିରେ ମଧ୍ୟ ଲାଲ ଛକରେ ଆଇସକ୍ରିମ୍ ର ମଜା ନେଉଛନ୍ତି ଏବଂ ଏହି ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି । ପୋଲୋ ଭ୍ୟୁ ମାର୍କେଟକୁ ଏକ ନୂତନ ହାବିଟାଟ୍ ସେଣ୍ଟରରେ ପରିଣତ କରିଥିବାରୁ ସେ ସ୍ଥାନୀୟ କଳାକାରମାନଙ୍କୁ ପ୍ରଶଂସା କରିଥିଲେ, ଯେଉଁଠାରେ ସଙ୍ଗୀତଜ୍ଞ, କଳାକାର ଏବଂ ଗାୟକମାନେ ପ୍ରାୟତଃ ସେମାନଙ୍କର କଳା ପ୍ରଦର୍ଶନ କରନ୍ତି । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଶ୍ରୀନଗରର ଲୋକମାନେ ଏବେ ନିଜ ପରିବାର ସହିତ ସିନେମା ହଲରେ ସିନେମା ଦେଖୁଛନ୍ତି ଏବଂ ସହଜରେ ସପିଂ କରିପାରୁଛନ୍ତି । ଏଭଳି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କେବଳ ସରକାର ଏକାକୀ ହାସଲ କରିପାରିବେ ନାହିଁ ବୋଲି ସେ ଉଲ୍ଲେଖ କରିବା ସହ ଗଣତନ୍ତ୍ରକୁ ସୁଦୃଢ଼ କରିବା ଏବଂ ସେମାନଙ୍କ ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଜମ୍ମୁ-କଶ୍ମୀରବାସୀଙ୍କୁ ଶ୍ରେୟ ଦେଇଥିଲେ ।

ପ୍ରଧାନମନ୍ତ୍ରୀ ଜମ୍ମୁ ଓ କଶ୍ମୀରର ଯୁବକମାନଙ୍କଉଜ୍ଜ୍ୱଳ ଭବିଷ୍ୟତ ଉପରେ ଆଲୋକପାତ କରିବା ସହ କ୍ରୀଡ଼ାକ୍ଷେତ୍ରରେ ଥିବା ଅସଂଖ୍ୟ ସୁଯୋଗ ଉପରେ ଆଲୋକପାତ କରିଥିଲେ । ସେ କିଛି ମାସ ତଳେ ଶ୍ରୀନଗରରେ ଆୟୋଜିତ ପ୍ରଥମ ଅନ୍ତର୍ଜାତୀୟ ମାରାଥନ କଥା କହିଥିଲେ, ଯାହାକୁ ଦେଖିଥିବା ଲୋକମାନେ ବହୁତ ଆନନ୍ଦିତ ହୋଇଥିଲେ । ସେ ମାରାଥନରେ ଭାଗ ନେଉଥିବା ମୁଖ୍ୟମନ୍ତ୍ରୀଙ୍କ ଭାଇରାଲ ଭିଡିଓ ଏବଂ ଦିଲ୍ଲୀରେ ଏକ ବୈଠକରେ ଏହା ଉପରେ ତାଙ୍କର ଉତ୍ସାହଜନକ ଆଲୋଚନାକୁ ମଧ୍ୟ ମନେ ପକାଇଥିଲେ ।

ଏହା ପ୍ରକୃତରେ ଜମ୍ମୁ-କଶ୍ମୀର ପାଇଁ ନୂତନ ଯୁଗ ବୋଲି ସ୍ୱୀକାର କରି ଶ୍ରୀ ମୋଦୀ ଚାଳିଶ ବର୍ଷ ପରେ ଏହି ଅଞ୍ଚଳରେ ନିକଟରେ ଅନୁଷ୍ଠିତ ହୋଇଥିବା ଅନ୍ତର୍ଜାତୀୟ କ୍ରିକେଟ ଲିଗ୍ ଏବଂ ସୁନ୍ଦର ଡାଲ୍ ହ୍ରଦ ଚାରିପଟେ କାର୍ ରେସିଂ ଦୃଶ୍ୟ ବିଷୟରେ ଉଲ୍ଲେଖ କରିଥିଲେ। ଗୁଲମାର୍ଗ ଭାରତର ଶୀତକାଳୀନ କ୍ରୀଡ଼ା ରାଜଧାନୀରେ ପରିଣତ ହୋଇଛି, ଯେଉଁଠାରେ ୪ଟି ଖେଲୋ ଇଣ୍ଡିଆ ଶୀତକାଳୀନ କ୍ରୀଡ଼ା ଅନୁଷ୍ଠିତ ହୋଇଛି ଏବଂ ଆସନ୍ତା ମାସରୁ ଏହାର ପଞ୍ଚମ ସଂସ୍କରଣ ଆୟୋଜନ କରାଯାଇଛି ବୋଲି ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଗତ ଦୁଇ ବର୍ଷ ମଧ୍ୟରେ ସାରା ଦେଶରୁ ୨,୫୦୦ ଆଥଲେଟ୍ ଜମ୍ମୁ ଓ କଶ୍ମୀରରେ ଆୟୋଜିତ ବିଭିନ୍ନ କ୍ରୀଡ଼ା ଟୁର୍ଣ୍ଣାମେଣ୍ଟରେ ଅଂଶଗ୍ରହଣ କରିଛନ୍ତି । ଏହି ଅଞ୍ଚଳରେ ୯୦ରୁ ଅଧିକ ଖେଲୋ ଇଣ୍ଡିଆ କେନ୍ଦ୍ର ପ୍ରତିଷ୍ଠା ଉପରେ ସେ ଆଲୋକପାତ କରିଥିଲେ, ଯାହା ୪,୫୦୦ ସ୍ଥାନୀୟ ଯୁବକଙ୍କୁ ତାଲିମ ପ୍ରଦାନ କରୁଛି ।

ଜମ୍ମୁ ଓ କଶ୍ମୀରର ଯୁବକମାନଙ୍କ ପାଇଁ ଉଭା ହୋଇଥିବା ନୂତନ ସୁଯୋଗ ବିଷୟରେ ଆଲୋଚନା କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଜମ୍ମୁ ଏବଂ ଅବନ୍ତିପୋରାରେ ଏମ୍ସ ନିର୍ମାଣ ଦ୍ରୁତ ଗତିରେ ଚାଲିଛି, ଯାହା ଚିକିତ୍ସା ପାଇଁ ସ୍ଥାନୀୟ ଲୋକଙ୍କୁ ଦେଶର ଅନ୍ୟାନ୍ୟ ସ୍ଥାନକୁ ଯିବାର ଆବଶ୍ୟକତାକୁ ହ୍ରାସ କରିବ । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଜମ୍ମୁରେ ଆଇଆଇଟି, ଆଇଆଇଏମ୍ ଏବଂ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍ ଶ୍ରେଷ୍ଠ ଶିକ୍ଷା ପ୍ରଦାନ କରୁଛନ୍ତି। ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନା ଏବଂ ଜମ୍ମୁ ଓ କଶ୍ମୀର ସରକାରଙ୍କ ଅନ୍ୟାନ୍ୟ ପଦକ୍ଷେପ ଦ୍ୱାରା ସହାୟତା ପାଉଥିବା ସ୍ଥାନୀୟ କାରିଗର ଏବଂ କାରିଗରଙ୍କ ଭୂମିକା ଉପରେ ସେ ଗୁରୁତ୍ୱାରୋପ କରିଥିଲେ । ଏହି କ୍ଷେତ୍ରରେ ନୂତନ ଶିଳ୍ପକୁ ଆକୃଷ୍ଟ କରିବା ପାଇଁ ନିରନ୍ତର ପ୍ରୟାସ ଉପରେ ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ, ଯାହା ଦ୍ୱାରା ପ୍ରାୟ ୧୩,୦୦୦ କୋଟି ଟଙ୍କାର ପୁଞ୍ଜିନିବେଶ ହୋଇଛି ଏବଂ ଯୁବକମାନଙ୍କ ପାଇଁ ହଜାର ହଜାର ନିଯୁକ୍ତି ସୃଷ୍ଟି ହୋଇଛି । ଜମ୍ମୁ-କଶ୍ମୀର ବ୍ୟାଙ୍କର ଉନ୍ନତ ପ୍ରଦର୍ଶନକୁ ମଧ୍ୟ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ, ଯାହାର ବ୍ୟବସାୟ ଗତ ଚାରି ବର୍ଷ ମଧ୍ୟରେ ୧.୬ ଲକ୍ଷ କୋଟି ଟଙ୍କାରୁ ୨.୩ ଲକ୍ଷ କୋଟି ଟଙ୍କାକୁ ବୃଦ୍ଧି ପାଇଛି । ସେ କହିଥିଲେ ଯେ ବ୍ୟାଙ୍କର ବର୍ଦ୍ଧିତ ଋଣ କ୍ଷମତା ଏହି ଅଞ୍ଚଳର ଯୁବକ, କୃଷକ, ଉଦ୍ୟାନ କୃଷି, ଦୋକାନୀ ଏବଂ ଉଦ୍ୟୋଗୀଙ୍କୁ ଉପକୃତ କରିଛି ।

 

|

ଜମ୍ମୁ-କଶ୍ମୀରର ଅତୀତକୁ ବିକାଶର ବର୍ତମାନରେ ପରିଣତ କରିବା ସମ୍ପର୍କରେ ଶ୍ରୀ ମୋଦୀ କହିଛନ୍ତି ଯେ ଏକ ବିକଶିତ ଭାରତର ସ୍ୱପ୍ନ ସେତେବେଳେ ସାକାର ହେବ ଯେତେବେଳେ ଦେଶର ମୁକୁଟ କାଶ୍ମୀର ପ୍ରଗତିର ରତ୍ନରେ ସଜ୍ଜିତ ହେବ । କାଶ୍ମୀରକୁ ଆହୁରି ସୁନ୍ଦର ଓ ସମୃଦ୍ଧ କରିବା ପାଇଁ ପ୍ରଧାନମନ୍ତ୍ରୀ ଇଚ୍ଛା ପ୍ରକାଶ କରିଥିଲେ। ଏହି ପ୍ରୟାସରେ ଅଞ୍ଚଳର ଯୁବକ, ବରିଷ୍ଠ ନାଗରିକ ଓ ପିଲାମାନଙ୍କଠାରୁ ନିରନ୍ତର ସହଯୋଗ ମିଳୁଥିବା ସେ ଉଲ୍ଲେଖ କରିଥିଲେ। ଶ୍ରୀ ମୋଦୀ ଗୁରୁତ୍ୱାରୋପ କରି କହିଥିଲେ ଯେ ଜମ୍ମୁ-କଶ୍ମୀରର ଲୋକମାନେ ସେମାନଙ୍କ ସ୍ୱପ୍ନକୁ ବାସ୍ତବରେ ପରିଣତ କରିବା ପାଇଁ ନିଷ୍ଠାର ସହ କାର୍ଯ୍ୟ କରୁଛନ୍ତି ଏବଂ ଏହି ଅଞ୍ଚଳ ଏବଂ ରାଷ୍ଟ୍ରର ପ୍ରଗତିରେ ଯୋଗଦାନ ଦେଉଛନ୍ତି । ନିଜର ଅଭିଭାଷଣ ଶେଷ କରି ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଆଶ୍ୱାସନା ଦେଇଥିଲେ ଯେ ସେ ସେମାନଙ୍କର ସମସ୍ତ ପ୍ରୟାସରେ ପୂର୍ଣ୍ଣ ସମର୍ଥନ କରିବେ ଏବଂ ଜମ୍ମୁ ଓ କଶ୍ମୀରର ପ୍ରତ୍ୟେକ ପରିବାରକୁ ସେମାନଙ୍କର ବିକାଶ ମୂଳକ ପ୍ରକଳ୍ପ ପାଇଁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଥିଲେ ।

ଏହି ଅବସରରେ ଜମ୍ମୁ-କଶ୍ମୀର ଉପ-ରାଜ୍ୟପାଳ ଶ୍ରୀ ମନୋଜ ସିହ୍ନା, ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଶ୍ରୀ ଓମାର ଅବଦୁଲ୍ଲା, କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ଶ୍ରୀ ନିତିନ ଗଡ଼କରୀ, କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଡ. ଜିତେନ୍ଦ୍ର ସିଂହ, ଶ୍ରୀ ଅଜୟ ଟମଟା ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ।

 

|

ପୃଷ୍ଠଭୂମି :

ପାଖାପାଖି ୧୨ କିଲୋମିଟର ଦୀର୍ଘ ସୋନମର୍ଗ ଟନେଲ ପ୍ରକଳ୍ପ ୨୭୦୦ କୋଟି ରୁ ଅଧିକ ଟଙ୍କା ବ୍ୟୟରେ ନିର୍ମିତ ହୋଇଛି । ଏଥିରେ ୬.୪ କିଲୋମିଟର ଦୀର୍ଘ ସୋନମର୍ଗ ମୁଖ୍ୟ ଟନେଲ, ଏଗ୍ରେସ ଟନେଲ ଓ ଆପ୍ରୋଚ୍ ରୋଡ୍ ରହିଛି। ସମୁଦ୍ର ପତନଠାରୁ ୮,୬୫୦ ଫୁଟ ଉଚ୍ଚତାରେ ଅବସ୍ଥିତ ଏହି ପ୍ରକଳ୍ପ ଲେହ ଯିବା ବାଟରେ ଶ୍ରୀନଗର ଓ ସୋନମର୍ଗ ମଧ୍ୟରେ ସର୍ବକାଳୀନ ଯୋଗାଯୋଗରେ ଉନ୍ନତି ଆଣିବ, ଭୂସ୍ଖଳନ ଏବଂ ହିମସ୍ଖଳନ ମାର୍ଗକୁ ବାଇପାସ୍ କରିବ ଏବଂ ରଣନୈତିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ଲଦାଖ ଅଞ୍ଚଳକୁ ସୁରକ୍ଷିତ ଏବଂ ନିରବଚ୍ଛିନ୍ନ ପ୍ରବେଶ ସୁନିଶ୍ଚିତ କରିବ । ଏହା ସହ ସୋନମର୍ଗକୁ ଏକ ବର୍ଷବ୍ୟାପୀ ଗନ୍ତବ୍ୟସ୍ଥଳରେ ପରିଣତ କରି ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବ, ଯାହା ଦ୍ୱାରା ଶୀତକାଳୀନ ପର୍ଯ୍ୟଟନ, ଦୁଃସାହସିକ କ୍ରୀଡ଼ା ଏବଂ ସ୍ଥାନୀୟ ରୋଜଗାର ସୁଯୋଗ ବୃଦ୍ଧି ପାଇବ ।

 

|

୨୦୨୮ ସୁଦ୍ଧା ଶେଷ ହେବାକୁ ଥିବା ଜୋଜିଲା ଟନେଲ ସହିତ ଏହା ଏହି ରାସ୍ତାର ଦୈର୍ଘ୍ୟ ୪୯ କିଲୋମିଟରରୁ ୪୩ କିଲୋମିଟରକୁ ହ୍ରାସ କରିବ ଏବଂ ଯାନବାହନର ବେଗ ଘଣ୍ଟା ପ୍ରତି ୩୦ କିଲୋମିଟରରୁ ୭୦ କିଲୋମିଟରକୁ ବୃଦ୍ଧି କରିବ, ଯାହା ଦ୍ୱାରା ଶ୍ରୀନଗର ଉପତ୍ୟକା ଏବଂ ଲଦାଖ ମଧ୍ୟରେ ନିରବଚ୍ଛିନ୍ନ ଏନଏଚ-୧ ଯୋଗାଯୋଗ ସୁନିଶ୍ଚିତ ହେବ । ଏହି ଉନ୍ନତ ଯୋଗାଯୋଗ ପ୍ରତିରକ୍ଷା ଲଜିଷ୍ଟିକ୍ସକୁ ସହଜ କରିବ, ଜମ୍ମୁ-କଶ୍ମୀର ଏବଂ ଲଦାଖରେ ଅର୍ଥନୈତିକ ବିକାଶ ଏବଂ ସାମାଜିକ-ସାଂସ୍କୃତିକ ଏକୀକରଣକୁ ପ୍ରୋତ୍ସାହିତ କରିବ ।

 

|

ସବୁଠାରୁ କଠିନ ପରିସ୍ଥିତିରେ ସତର୍କତାର ସହ କାମ କରୁଥିବା ଟନେଲର ନିର୍ମାଣ ଶ୍ରମିକମାନଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ଭେଟିଥିଲେ ଏବଂ ଏହି ଉଲ୍ଲେଖନୀୟ ଇଞ୍ଜିନିୟରିଂ ସଫଳତାରେ ସେମାନଙ୍କ ଅବଦାନକୁ ସ୍ୱୀକାର କରିଥିଲେ ।

 

Click here to read full text speech

  • Preetam Gupta Raja March 27, 2025

    जय श्री राम
  • Prasanth reddi March 21, 2025

    జై బీజేపీ జై మోడీజీ 🪷🪷🙏
  • கார்த்திக் March 10, 2025

    Jai Shree Ram🚩Jai Shree Ram🚩Jai Shree Ram🚩Jai Shree Ram🚩Jai Shree Ram🙏Jai Shree Ram🚩Jai Shree Ram🚩Jai Shree Ram🚩Jai Shree Ram🚩Jai Shree Ram🚩Jai Shree Ram🚩Jai Shree Ram🚩
  • अमित प्रेमजी | Amit Premji March 03, 2025

    nice👍
  • kranthi modi February 22, 2025

    jai sri ram 🚩
  • रीना चौरसिया February 21, 2025

    jai shree ram
  • Vivek Kumar Gupta February 17, 2025

    नमो ..🙏🙏🙏🙏🙏
  • Vivek Kumar Gupta February 17, 2025

    जय जयश्रीराम .....................🙏🙏🙏🙏🙏
  • Ganapathi Hapse February 15, 2025

    Jai sree raam
  • krishangopal sharma Bjp February 15, 2025

    मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹मोदी 🌹🙏🌹🙏🌷🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🙏🌷🙏🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷🌹🌷
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
Prachand LCH: The game-changing indigenous attack helicopter that puts India ahead in high-altitude warfare at 21,000 feet

Media Coverage

Prachand LCH: The game-changing indigenous attack helicopter that puts India ahead in high-altitude warfare at 21,000 feet
NM on the go

Nm on the go

Always be the first to hear from the PM. Get the App Now!
...
Today, India is not just a Nation of Dreams but also a Nation That Delivers: PM Modi in TV9 Summit
March 28, 2025
QuoteToday, the world's eyes are on India: PM
QuoteIndia's youth is rapidly becoming skilled and driving innovation forward: PM
Quote"India First" has become the mantra of India's foreign policy: PM
QuoteToday, India is not just participating in the world order but also contributing to shaping and securing the future: PM
QuoteIndia has given Priority to humanity over monopoly: PM
QuoteToday, India is not just a Nation of Dreams but also a Nation That Delivers: PM

श्रीमान रामेश्वर गारु जी, रामू जी, बरुन दास जी, TV9 की पूरी टीम, मैं आपके नेटवर्क के सभी दर्शकों का, यहां उपस्थित सभी महानुभावों का अभिनंदन करता हूं, इस समिट के लिए बधाई देता हूं।

TV9 नेटवर्क का विशाल रीजनल ऑडियंस है। और अब तो TV9 का एक ग्लोबल ऑडियंस भी तैयार हो रहा है। इस समिट में अनेक देशों से इंडियन डायस्पोरा के लोग विशेष तौर पर लाइव जुड़े हुए हैं। कई देशों के लोगों को मैं यहां से देख भी रहा हूं, वे लोग वहां से वेव कर रहे हैं, हो सकता है, मैं सभी को शुभकामनाएं देता हूं। मैं यहां नीचे स्क्रीन पर हिंदुस्तान के अनेक शहरों में बैठे हुए सब दर्शकों को भी उतने ही उत्साह, उमंग से देख रहा हूं, मेरी तरफ से उनका भी स्वागत है।

साथियों,

आज विश्व की दृष्टि भारत पर है, हमारे देश पर है। दुनिया में आप किसी भी देश में जाएं, वहां के लोग भारत को लेकर एक नई जिज्ञासा से भरे हुए हैं। आखिर ऐसा क्या हुआ कि जो देश 70 साल में ग्यारहवें नंबर की इकोनॉमी बना, वो महज 7-8 साल में पांचवे नंबर की इकोनॉमी बन गया? अभी IMF के नए आंकड़े सामने आए हैं। वो आंकड़े कहते हैं कि भारत, दुनिया की एकमात्र मेजर इकोनॉमी है, जिसने 10 वर्षों में अपने GDP को डबल किया है। बीते दशक में भारत ने दो लाख करोड़ डॉलर, अपनी इकोनॉमी में जोड़े हैं। GDP का डबल होना सिर्फ आंकड़ों का बदलना मात्र नहीं है। इसका impact देखिए, 25 करोड़ लोग गरीबी से बाहर निकले हैं, और ये 25 करोड़ लोग एक नियो मिडिल क्लास का हिस्सा बने हैं। ये नियो मिडिल क्लास, एक प्रकार से नई ज़िंदगी शुरु कर रहा है। ये नए सपनों के साथ आगे बढ़ रहा है, हमारी इकोनॉमी में कंट्रीब्यूट कर रहा है, और उसको वाइब्रेंट बना रहा है। आज दुनिया की सबसे बड़ी युवा आबादी हमारे भारत में है। ये युवा, तेज़ी से स्किल्ड हो रहा है, इनोवेशन को गति दे रहा है। और इन सबके बीच, भारत की फॉरेन पॉलिसी का मंत्र बन गया है- India First, एक जमाने में भारत की पॉलिसी थी, सबसे समान रूप से दूरी बनाकर चलो, Equi-Distance की पॉलिसी, आज के भारत की पॉलिसी है, सबके समान रूप से करीब होकर चलो, Equi-Closeness की पॉलिसी। दुनिया के देश भारत की ओपिनियन को, भारत के इनोवेशन को, भारत के एफर्ट्स को, जैसा महत्व आज दे रहे हैं, वैसा पहले कभी नहीं हुआ। आज दुनिया की नजर भारत पर है, आज दुनिया जानना चाहती है, What India Thinks Today.

|

साथियों,

भारत आज, वर्ल्ड ऑर्डर में सिर्फ पार्टिसिपेट ही नहीं कर रहा, बल्कि फ्यूचर को शेप और सेक्योर करने में योगदान दे रहा है। दुनिया ने ये कोरोना काल में अच्छे से अनुभव किया है। दुनिया को लगता था कि हर भारतीय तक वैक्सीन पहुंचने में ही, कई-कई साल लग जाएंगे। लेकिन भारत ने हर आशंका को गलत साबित किया। हमने अपनी वैक्सीन बनाई, हमने अपने नागरिकों का तेज़ी से वैक्सीनेशन कराया, और दुनिया के 150 से अधिक देशों तक दवाएं और वैक्सीन्स भी पहुंचाईं। आज दुनिया, और जब दुनिया संकट में थी, तब भारत की ये भावना दुनिया के कोने-कोने तक पहुंची कि हमारे संस्कार क्या हैं, हमारा तौर-तरीका क्या है।

साथियों,

अतीत में दुनिया ने देखा है कि दूसरे विश्व युद्ध के बाद जब भी कोई वैश्विक संगठन बना, उसमें कुछ देशों की ही मोनोपोली रही। भारत ने मोनोपोली नहीं बल्कि मानवता को सर्वोपरि रखा। भारत ने, 21वीं सदी के ग्लोबल इंस्टीट्यूशन्स के गठन का रास्ता बनाया, और हमने ये ध्यान रखा कि सबकी भागीदारी हो, सबका योगदान हो। जैसे प्राकृतिक आपदाओं की चुनौती है। देश कोई भी हो, इन आपदाओं से इंफ्रास्ट्रक्चर को भारी नुकसान होता है। आज ही म्यांमार में जो भूकंप आया है, आप टीवी पर देखें तो बहुत बड़ी-बड़ी इमारतें ध्वस्त हो रही हैं, ब्रिज टूट रहे हैं। और इसलिए भारत ने Coalition for Disaster Resilient Infrastructure - CDRI नाम से एक वैश्विक नया संगठन बनाने की पहल की। ये सिर्फ एक संगठन नहीं, बल्कि दुनिया को प्राकृतिक आपदाओं के लिए तैयार करने का संकल्प है। भारत का प्रयास है, प्राकृतिक आपदा से, पुल, सड़कें, बिल्डिंग्स, पावर ग्रिड, ऐसा हर इंफ्रास्ट्रक्चर सुरक्षित रहे, सुरक्षित निर्माण हो।

साथियों,

भविष्य की चुनौतियों से निपटने के लिए हर देश का मिलकर काम करना बहुत जरूरी है। ऐसी ही एक चुनौती है, हमारे एनर्जी रिसोर्सेस की। इसलिए पूरी दुनिया की चिंता करते हुए भारत ने International Solar Alliance (ISA) का समाधान दिया है। ताकि छोटे से छोटा देश भी सस्टेनबल एनर्जी का लाभ उठा सके। इससे क्लाइमेट पर तो पॉजिटिव असर होगा ही, ये ग्लोबल साउथ के देशों की एनर्जी नीड्स को भी सिक्योर करेगा। और आप सबको ये जानकर गर्व होगा कि भारत के इस प्रयास के साथ, आज दुनिया के सौ से अधिक देश जुड़ चुके हैं।

साथियों,

बीते कुछ समय से दुनिया, ग्लोबल ट्रेड में असंतुलन और लॉजिस्टिक्स से जुड़ी challenges का सामना कर रही है। इन चुनौतियों से निपटने के लिए भी भारत ने दुनिया के साथ मिलकर नए प्रयास शुरु किए हैं। India–Middle East–Europe Economic Corridor (IMEC), ऐसा ही एक महत्वाकांक्षी प्रोजेक्ट है। ये प्रोजेक्ट, कॉमर्स और कनेक्टिविटी के माध्यम से एशिया, यूरोप और मिडिल ईस्ट को जोड़ेगा। इससे आर्थिक संभावनाएं तो बढ़ेंगी ही, दुनिया को अल्टरनेटिव ट्रेड रूट्स भी मिलेंगे। इससे ग्लोबल सप्लाई चेन भी और मजबूत होगी।

|

साथियों,

ग्लोबल सिस्टम्स को, अधिक पार्टिसिपेटिव, अधिक डेमोक्रेटिक बनाने के लिए भी भारत ने अनेक कदम उठाए हैं। और यहीं, यहीं पर ही भारत मंडपम में जी-20 समिट हुई थी। उसमें अफ्रीकन यूनियन को जी-20 का परमानेंट मेंबर बनाया गया है। ये बहुत बड़ा ऐतिहासिक कदम था। इसकी मांग लंबे समय से हो रही थी, जो भारत की प्रेसीडेंसी में पूरी हुई। आज ग्लोबल डिसीजन मेकिंग इंस्टीट्यूशन्स में भारत, ग्लोबल साउथ के देशों की आवाज़ बन रहा है। International Yoga Day, WHO का ग्लोबल सेंटर फॉर ट्रेडिशनल मेडिसिन, आर्टिफिशियल इंटेलीजेंस के लिए ग्लोबल फ्रेमवर्क, ऐसे कितने ही क्षेत्रों में भारत के प्रयासों ने नए वर्ल्ड ऑर्डर में अपनी मजबूत उपस्थिति दर्ज कराई है, और ये तो अभी शुरूआत है, ग्लोबल प्लेटफॉर्म पर भारत का सामर्थ्य नई ऊंचाई की तरफ बढ़ रहा है।

साथियों,

21वीं सदी के 25 साल बीत चुके हैं। इन 25 सालों में 11 साल हमारी सरकार ने देश की सेवा की है। और जब हम What India Thinks Today उससे जुड़ा सवाल उठाते हैं, तो हमें ये भी देखना होगा कि Past में क्या सवाल थे, क्या जवाब थे। इससे TV9 के विशाल दर्शक समूह को भी अंदाजा होगा कि कैसे हम, निर्भरता से आत्मनिर्भरता तक, Aspirations से Achievement तक, Desperation से Development तक पहुंचे हैं। आप याद करिए, एक दशक पहले, गांव में जब टॉयलेट का सवाल आता था, तो माताओं-बहनों के पास रात ढलने के बाद और भोर होने से पहले का ही जवाब होता था। आज उसी सवाल का जवाब स्वच्छ भारत मिशन से मिलता है। 2013 में जब कोई इलाज की बात करता था, तो महंगे इलाज की चर्चा होती थी। आज उसी सवाल का समाधान आयुष्मान भारत में नजर आता है। 2013 में किसी गरीब की रसोई की बात होती थी, तो धुएं की तस्वीर सामने आती थी। आज उसी समस्या का समाधान उज्ज्वला योजना में दिखता है। 2013 में महिलाओं से बैंक खाते के बारे में पूछा जाता था, तो वो चुप्पी साध लेती थीं। आज जनधन योजना के कारण, 30 करोड़ से ज्यादा बहनों का अपना बैंक अकाउंट है। 2013 में पीने के पानी के लिए कुएं और तालाबों तक जाने की मजबूरी थी। आज उसी मजबूरी का हल हर घर नल से जल योजना में मिल रहा है। यानि सिर्फ दशक नहीं बदला, बल्कि लोगों की ज़िंदगी बदली है। और दुनिया भी इस बात को नोट कर रही है, भारत के डेवलपमेंट मॉडल को स्वीकार रही है। आज भारत सिर्फ Nation of Dreams नहीं, बल्कि Nation That Delivers भी है।

साथियों,

जब कोई देश, अपने नागरिकों की सुविधा और समय को महत्व देता है, तब उस देश का समय भी बदलता है। यही आज हम भारत में अनुभव कर रहे हैं। मैं आपको एक उदाहरण देता हूं। पहले पासपोर्ट बनवाना कितना बड़ा काम था, ये आप जानते हैं। लंबी वेटिंग, बहुत सारे कॉम्प्लेक्स डॉक्यूमेंटेशन का प्रोसेस, अक्सर राज्यों की राजधानी में ही पासपोर्ट केंद्र होते थे, छोटे शहरों के लोगों को पासपोर्ट बनवाना होता था, तो वो एक-दो दिन कहीं ठहरने का इंतजाम करके चलते थे, अब वो हालात पूरी तरह बदल गया है, एक आंकड़े पर आप ध्यान दीजिए, पहले देश में सिर्फ 77 पासपोर्ट सेवा केंद्र थे, आज इनकी संख्या 550 से ज्यादा हो गई है। पहले पासपोर्ट बनवाने में, और मैं 2013 के पहले की बात कर रहा हूं, मैं पिछले शताब्दी की बात नहीं कर रहा हूं, पासपोर्ट बनवाने में जो वेटिंग टाइम 50 दिन तक होता था, वो अब 5-6 दिन तक सिमट गया है।

साथियों,

ऐसा ही ट्रांसफॉर्मेशन हमने बैंकिंग इंफ्रास्ट्रक्चर में भी देखा है। हमारे देश में 50-60 साल पहले बैंकों का नेशनलाइजेशन किया गया, ये कहकर कि इससे लोगों को बैंकिंग सुविधा सुलभ होगी। इस दावे की सच्चाई हम जानते हैं। हालत ये थी कि लाखों गांवों में बैंकिंग की कोई सुविधा ही नहीं थी। हमने इस स्थिति को भी बदला है। ऑनलाइन बैंकिंग तो हर घर में पहुंचाई है, आज देश के हर 5 किलोमीटर के दायरे में कोई न कोई बैंकिंग टच प्वाइंट जरूर है। और हमने सिर्फ बैंकिंग इंफ्रास्ट्रक्चर का ही दायरा नहीं बढ़ाया, बल्कि बैंकिंग सिस्टम को भी मजबूत किया। आज बैंकों का NPA बहुत कम हो गया है। आज बैंकों का प्रॉफिट, एक लाख 40 हज़ार करोड़ रुपए के नए रिकॉर्ड को पार कर चुका है। और इतना ही नहीं, जिन लोगों ने जनता को लूटा है, उनको भी अब लूटा हुआ धन लौटाना पड़ रहा है। जिस ED को दिन-रात गालियां दी जा रही है, ED ने 22 हज़ार करोड़ रुपए से अधिक वसूले हैं। ये पैसा, कानूनी तरीके से उन पीड़ितों तक वापिस पहुंचाया जा रहा है, जिनसे ये पैसा लूटा गया था।

साथियों,

Efficiency से गवर्नमेंट Effective होती है। कम समय में ज्यादा काम हो, कम रिसोर्सेज़ में अधिक काम हो, फिजूलखर्ची ना हो, रेड टेप के बजाय रेड कार्पेट पर बल हो, जब कोई सरकार ये करती है, तो समझिए कि वो देश के संसाधनों को रिस्पेक्ट दे रही है। और पिछले 11 साल से ये हमारी सरकार की बड़ी प्राथमिकता रहा है। मैं कुछ उदाहरणों के साथ अपनी बात बताऊंगा।

|

साथियों,

अतीत में हमने देखा है कि सरकारें कैसे ज्यादा से ज्यादा लोगों को मिनिस्ट्रीज में accommodate करने की कोशिश करती थीं। लेकिन हमारी सरकार ने अपने पहले कार्यकाल में ही कई मंत्रालयों का विलय कर दिया। आप सोचिए, Urban Development अलग मंत्रालय था और Housing and Urban Poverty Alleviation अलग मंत्रालय था, हमने दोनों को मर्ज करके Housing and Urban Affairs मंत्रालय बना दिया। इसी तरह, मिनिस्ट्री ऑफ ओवरसीज़ अफेयर्स अलग था, विदेश मंत्रालय अलग था, हमने इन दोनों को भी एक साथ जोड़ दिया, पहले जल संसाधन, नदी विकास मंत्रालय अलग था, और पेयजल मंत्रालय अलग था, हमने इन्हें भी जोड़कर जलशक्ति मंत्रालय बना दिया। हमने राजनीतिक मजबूरी के बजाय, देश की priorities और देश के resources को आगे रखा।

साथियों,

हमारी सरकार ने रूल्स और रेगुलेशन्स को भी कम किया, उन्हें आसान बनाया। करीब 1500 ऐसे कानून थे, जो समय के साथ अपना महत्व खो चुके थे। उनको हमारी सरकार ने खत्म किया। करीब 40 हज़ार, compliances को हटाया गया। ऐसे कदमों से दो फायदे हुए, एक तो जनता को harassment से मुक्ति मिली, और दूसरा, सरकारी मशीनरी की एनर्जी भी बची। एक और Example GST का है। 30 से ज्यादा टैक्सेज़ को मिलाकर एक टैक्स बना दिया गया है। इसको process के, documentation के हिसाब से देखें तो कितनी बड़ी बचत हुई है।

साथियों,

सरकारी खरीद में पहले कितनी फिजूलखर्ची होती थी, कितना करप्शन होता था, ये मीडिया के आप लोग आए दिन रिपोर्ट करते थे। हमने, GeM यानि गवर्नमेंट ई-मार्केटप्लेस प्लेटफॉर्म बनाया। अब सरकारी डिपार्टमेंट, इस प्लेटफॉर्म पर अपनी जरूरतें बताते हैं, इसी पर वेंडर बोली लगाते हैं और फिर ऑर्डर दिया जाता है। इसके कारण, भ्रष्टाचार की गुंजाइश कम हुई है, और सरकार को एक लाख करोड़ रुपए से अधिक की बचत भी हुई है। डायरेक्ट बेनिफिट ट्रांसफर- DBT की जो व्यवस्था भारत ने बनाई है, उसकी तो दुनिया में चर्चा है। DBT की वजह से टैक्स पेयर्स के 3 लाख करोड़ रुपए से ज्यादा, गलत हाथों में जाने से बचे हैं। 10 करोड़ से ज्यादा फर्ज़ी लाभार्थी, जिनका जन्म भी नहीं हुआ था, जो सरकारी योजनाओं का फायदा ले रहे थे, ऐसे फर्जी नामों को भी हमने कागजों से हटाया है।

साथियों,

 

हमारी सरकार टैक्स की पाई-पाई का ईमानदारी से उपयोग करती है, और टैक्सपेयर का भी सम्मान करती है, सरकार ने टैक्स सिस्टम को टैक्सपेयर फ्रेंडली बनाया है। आज ITR फाइलिंग का प्रोसेस पहले से कहीं ज्यादा सरल और तेज़ है। पहले सीए की मदद के बिना, ITR फाइल करना मुश्किल होता था। आज आप कुछ ही समय के भीतर खुद ही ऑनलाइन ITR फाइल कर पा रहे हैं। और रिटर्न फाइल करने के कुछ ही दिनों में रिफंड आपके अकाउंट में भी आ जाता है। फेसलेस असेसमेंट स्कीम भी टैक्सपेयर्स को परेशानियों से बचा रही है। गवर्नेंस में efficiency से जुड़े ऐसे अनेक रिफॉर्म्स ने दुनिया को एक नया गवर्नेंस मॉडल दिया है।

साथियों,

पिछले 10-11 साल में भारत हर सेक्टर में बदला है, हर क्षेत्र में आगे बढ़ा है। और एक बड़ा बदलाव सोच का आया है। आज़ादी के बाद के अनेक दशकों तक, भारत में ऐसी सोच को बढ़ावा दिया गया, जिसमें सिर्फ विदेशी को ही बेहतर माना गया। दुकान में भी कुछ खरीदने जाओ, तो दुकानदार के पहले बोल यही होते थे – भाई साहब लीजिए ना, ये तो इंपोर्टेड है ! आज स्थिति बदल गई है। आज लोग सामने से पूछते हैं- भाई, मेड इन इंडिया है या नहीं है?

साथियों,

आज हम भारत की मैन्युफैक्चरिंग एक्सीलेंस का एक नया रूप देख रहे हैं। अभी 3-4 दिन पहले ही एक न्यूज आई है कि भारत ने अपनी पहली MRI मशीन बना ली है। अब सोचिए, इतने दशकों तक हमारे यहां स्वदेशी MRI मशीन ही नहीं थी। अब मेड इन इंडिया MRI मशीन होगी तो जांच की कीमत भी बहुत कम हो जाएगी।

|

साथियों,

आत्मनिर्भर भारत और मेक इन इंडिया अभियान ने, देश के मैन्युफैक्चरिंग सेक्टर को एक नई ऊर्जा दी है। पहले दुनिया भारत को ग्लोबल मार्केट कहती थी, आज वही दुनिया, भारत को एक बड़े Manufacturing Hub के रूप में देख रही है। ये सक्सेस कितनी बड़ी है, इसके उदाहरण आपको हर सेक्टर में मिलेंगे। जैसे हमारी मोबाइल फोन इंडस्ट्री है। 2014-15 में हमारा एक्सपोर्ट, वन बिलियन डॉलर तक भी नहीं था। लेकिन एक दशक में, हम ट्वेंटी बिलियन डॉलर के फिगर से भी आगे निकल चुके हैं। आज भारत ग्लोबल टेलिकॉम और नेटवर्किंग इंडस्ट्री का एक पावर सेंटर बनता जा रहा है। Automotive Sector की Success से भी आप अच्छी तरह परिचित हैं। इससे जुड़े Components के एक्सपोर्ट में भी भारत एक नई पहचान बना रहा है। पहले हम बहुत बड़ी मात्रा में मोटर-साइकल पार्ट्स इंपोर्ट करते थे। लेकिन आज भारत में बने पार्ट्स UAE और जर्मनी जैसे अनेक देशों तक पहुंच रहे हैं। सोलर एनर्जी सेक्टर ने भी सफलता के नए आयाम गढ़े हैं। हमारे सोलर सेल्स, सोलर मॉड्यूल का इंपोर्ट कम हो रहा है और एक्सपोर्ट्स 23 गुना तक बढ़ गए हैं। बीते एक दशक में हमारा डिफेंस एक्सपोर्ट भी 21 गुना बढ़ा है। ये सारी अचीवमेंट्स, देश की मैन्युफैक्चरिंग इकोनॉमी की ताकत को दिखाती है। ये दिखाती है कि भारत में कैसे हर सेक्टर में नई जॉब्स भी क्रिएट हो रही हैं।

साथियों,

TV9 की इस समिट में, विस्तार से चर्चा होगी, अनेक विषयों पर मंथन होगा। आज हम जो भी सोचेंगे, जिस भी विजन पर आगे बढ़ेंगे, वो हमारे आने वाले कल को, देश के भविष्य को डिजाइन करेगा। पिछली शताब्दी के इसी दशक में, भारत ने एक नई ऊर्जा के साथ आजादी के लिए नई यात्रा शुरू की थी। और हमने 1947 में आजादी हासिल करके भी दिखाई। अब इस दशक में हम विकसित भारत के लक्ष्य के लिए चल रहे हैं। और हमें 2047 तक विकसित भारत का सपना जरूर पूरा करना है। और जैसा मैंने लाल किले से कहा है, इसमें सबका प्रयास आवश्यक है। इस समिट का आयोजन कर, TV9 ने भी अपनी तरफ से एक positive initiative लिया है। एक बार फिर आप सभी को इस समिट की सफलता के लिए मेरी ढेर सारी शुभकामनाएं हैं।

मैं TV9 को विशेष रूप से बधाई दूंगा, क्योंकि पहले भी मीडिया हाउस समिट करते रहे हैं, लेकिन ज्यादातर एक छोटे से फाइव स्टार होटल के कमरे में, वो समिट होती थी और बोलने वाले भी वही, सुनने वाले भी वही, कमरा भी वही। TV9 ने इस परंपरा को तोड़ा और ये जो मॉडल प्लेस किया है, 2 साल के भीतर-भीतर देख लेना, सभी मीडिया हाउस को यही करना पड़ेगा। यानी TV9 Thinks Today वो बाकियों के लिए रास्ता खोल देगा। मैं इस प्रयास के लिए बहुत-बहुत अभिनंदन करता हूं, आपकी पूरी टीम को, और सबसे बड़ी खुशी की बात है कि आपने इस इवेंट को एक मीडिया हाउस की भलाई के लिए नहीं, देश की भलाई के लिए आपने उसकी रचना की। 50,000 से ज्यादा नौजवानों के साथ एक मिशन मोड में बातचीत करना, उनको जोड़ना, उनको मिशन के साथ जोड़ना और उसमें से जो बच्चे सिलेक्ट होकर के आए, उनकी आगे की ट्रेनिंग की चिंता करना, ये अपने आप में बहुत अद्भुत काम है। मैं आपको बहुत बधाई देता हूं। जिन नौजवानों से मुझे यहां फोटो निकलवाने का मौका मिला है, मुझे भी खुशी हुई कि देश के होनहार लोगों के साथ, मैं अपनी फोटो निकलवा पाया। मैं इसे अपना सौभाग्य मानता हूं दोस्तों कि आपके साथ मेरी फोटो आज निकली है। और मुझे पक्का विश्वास है कि सारी युवा पीढ़ी, जो मुझे दिख रही है, 2047 में जब देश विकसित भारत बनेगा, सबसे ज्यादा बेनिफिशियरी आप लोग हैं, क्योंकि आप उम्र के उस पड़ाव पर होंगे, जब भारत विकसित होगा, आपके लिए मौज ही मौज है। आपको बहुत-बहुत शुभकामनाएं।

धन्यवाद।