ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗାନ୍ଧୀ ଜୟନ୍ତୀ ଅବସରରେ ଗାନ୍ଧୀ ସ୍ମୃତି ଠାରେ ଆୟୋଜିତ ପ୍ରାର୍ଥନା ସଭାରେ ଯୋଗଦେଇଛନ୍ତି ।
ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି;
“ଗାନ୍ଧୀ ଜୟନ୍ତୀ ଅବସରରେ ଗାନ୍ଧୀ ସ୍ମୃତି ଠାରେ ଆୟୋଜିତ ପ୍ରାର୍ଥନା ସଭାରେ ଯୋଗଦେଇଛି ।”
Attended a prayer meeting at Gandhi Smriti on the occasion of #GandhiJayanti. pic.twitter.com/40bR7RKPoR
— Narendra Modi (@narendramodi) October 2, 2022