Quoteଭାରତରେ ଜି - ୨୦ ଶିଖର ସମ୍ମିଳନୀ ସମ୍ବନ୍ଧୀୟ ୪ଟି ପ୍ରକାଶନ ଉନ୍ମୋଚନ
Quote"ଏଭଳି ବଡ଼ କାର୍ଯ୍ୟକ୍ରମ ସେତେବେଳେ ସଫଳ ହୋଇଥାଏ , ଯେତେବେଳେ ଯୁବକମାନେ ତାହା ପଛରେ ଥାଆନ୍ତି"
Quoteଗତ ୩୦ ଦିନରେ ସବୁ କ୍ଷେତ୍ରରେ ଅଭୂତପୂର୍ବ କାର୍ଯ୍ୟକଳାପ ଦେଖିବାକୁ ମିଳିଛି । ଭାରତର ପରିସୀମା ତୁଳନା ବାହାରେ ହୋଇଛି
Quoteସର୍ବସମ୍ମତିକ୍ରମେ ନୂଆଦିଲ୍ଲୀ ଘୋଷଣାନାମା ସମଗ୍ର ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିଛି
Quoteଦୃଢ଼ କୂଟନୈତିକ ପ୍ରୟାସ ଯୋଗୁଁ ଭାରତକୁ ନୂଆ ସୁଯୋଗ, ନୂତନ ବନ୍ଧୁ ଓ ନୂତନ ବଜାର ଉପଲବ୍ଧ ହେଉଛି, ଯୁବପିଢ଼ିଙ୍କୁ ନୂଆ ସୁଯୋଗ ମିଳୁଛି
Quote"ଭାରତ ଜି-୨୦କୁ ଏକ ଜନତାଙ୍କ ଦ୍ୱାରା ପରିଚାଳିତ ଜାତୀୟ ଆନ୍ଦୋଳନରେ ପରିଣତ କରିଛି"
Quoteଆଜି , ସଚ୍ଚୋଟ ମାନଙ୍କୁ ପୁରସ୍କୃତ କରାଯାଉଥିବା ବେଳେ ଅସାଧୁଙ୍କୁ ଦଣ୍ଡ ଦିଆଯାଉଛି
Quoteଦେଶର ବିକାଶ ଯାତ୍ରା ପାଇଁ ସ୍ୱଚ୍ଛ, ସ୍ପଷ୍ଟ ଓ ସ୍ଥିର ଶାସନ ବାଧ୍ୟତାମୂଳକ
Quote"ମୋର ଶକ୍ତି ଭାରତର ଯୁବକ ମାନଙ୍କ ମଧ୍ୟରେ ରହିଛି"
Quote"ବନ୍ଧୁଗଣ, ମୋ ସହିତ ଚାଲନ୍ତୁ, ମୁଁ ଆପଣଙ୍କୁ ନିମନ୍ତ୍ରଣ କରୁଛି । ୨୫ ବର୍ଷ ଆମ ସାମ୍ନାରେ ଅଛି, ୧୦୦ ବର୍ଷ ପୂର୍ବେ ଯାହା ଘଟିଥିଲା, ସେତେବେଳେ ସେମାନେ ସ୍ୱରାଜ ପାଇଁ କରିଥିଲେ, ଆମେ ସମୃଦ୍ଧି ପାଇଁ ଆଗକୁ ବଢ଼ୁଛେ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଜି -୨୦ ବିଶ୍ୱବିଦ୍ୟାଳୟ କନେକ୍ଟ ଫିନାଲେ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ । ଭାରତର ଯୁବବର୍ଗଙ୍କ ମଧ୍ୟରେ ଭାରତର ଜି - ୨୦ ଅଧ୍ୟକ୍ଷତା ବିଷୟରେ ସଚେତନତା ସୃଷ୍ଟି କରିବା ଏବଂ ବିଭିନ୍ନ ଜି-୨୦ କାର୍ଯ୍ୟକ୍ରମରେ ସେମାନଙ୍କ ଅଂଶଗ୍ରହଣ ବୃଦ୍ଧି କରିବା ଉଦ୍ଦେଶ୍ୟରେ ଜି-୨୦ ବିଶ୍ୱବିଦ୍ୟାଳୟ ସଂଯୋଗ କାର୍ଯ୍ୟକ୍ରମ ହାତକୁ ନିଆ ଯାଇଥିଲା । ଏହି ଅବସରରେ ପ୍ରଧାନମନ୍ତ୍ରୀ ଜି-୨୦ ଭାରତ ଅଧ୍ୟକ୍ଷତାର ବୃହତ୍ ସଫଳତା : ଦୂରଦର୍ଶୀ ନେତୃତ୍ୱ, ଅନ୍ତର୍ଭୁକ୍ତି ଆଭିମୁଖ୍ୟ , ଭାରତର ଜି -୨୦ ଅଧ୍ୟକ୍ଷତା: ବସୁଧୈବ କୁଟୁମ୍ବକମ୍‌;  ଜି-୨୦ ବିଶ୍ୱବିଦ୍ୟାଳୟ ସଂଯୋଗ କାର୍ଯ୍ୟକ୍ରମର ସଂକଳନ; ଏବଂ ଜି-୨୦ରେ ଭାରତୀୟ ସଂସ୍କୃତି ପ୍ରଦର୍ଶନ ଶୀର୍ଷକ ୪ଟି ପ୍ରକାଶନକୁ ଉନ୍ମୋଚନ କରିଥିଲେ ।

 

|

ଦୁଇ ସପ୍ତାହ ତଳେ ଜି -୨୦ ଶିଖର ସମ୍ମିଳନୀ ସମୟରେ ଭାରତ ମଣ୍ଡପମରେ ଲାଗି ରହିଥିବା ଜନଗହଳିକୁ  ମନେ ପକାଇ ପ୍ରଧାନମନ୍ତ୍ରୀ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ ଏବଂ କହିଥିଲେ ଯେ ଏହା ଏକ ସମ୍ପୂର୍ଣ୍ଣ ଭାବରେ ଘଟଣା ଘଟୁଥିବା ସ୍ଥାନରେ ପରିଣତ ହୋଇଛି । ସେହି ସ୍ଥାନରେ ଆଜି ଭାରତର ଭବିଷ୍ୟତ ଦେଖିବାକୁ ମିଳୁଥିବାରୁ ସେ ଆନନ୍ଦ ପ୍ରକାଶ କରିଛନ୍ତି । ଭାରତ ଜି-୨୦ ଭଳି କାର୍ଯ୍ୟକ୍ରମ ଆୟୋଜନ କରିବାର ମାନଦଣ୍ଡକୁ ଉନ୍ନତ କରିଛି ଏବଂ ବିଶ୍ୱ ଏଥିରେ ଅତ୍ୟନ୍ତ ଆଶ୍ଚର୍ଯ୍ୟ ହୋଇଛି ବୋଲି ଉଲ୍ଲେଖ କରି ଶ୍ରୀ ମୋଦୀ ଗୁରୁତ୍ୱାରୋପ କରି କହିଥିଲେ ଯେ,  ସେ କିନ୍ତୁ ଏଥିରେ ଆଦୌ ଆଶ୍ଚର୍ଯ୍ୟ ନୁହଁନ୍ତି , କାରଣ ଭାରତର ପ୍ରତିଭାବାନ ଯୁବକମାନେ ହିଁ ଏଭଳି ଏକ କାର୍ଯ୍ୟକ୍ରମ ସହିତ ନିଜକୁ ଯୋଡ଼ିଥିଲେ । ଯୁବପିଢ଼ି ଏଥିରେ ନିଜକୁ ଯୋଡ଼ିଲେ ଏଭଳି ଘଟଣା ସଫଳ ହେବା ନିଶ୍ଚିତ ବୋଲି ସେ କହିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଭାରତରେ ଅନୁଷ୍ଠିତ ଏହି ସଫଳ କାର୍ଯ୍ୟକ୍ରମ ପାଇଁ ଦେଶର ଯୁବ ଶକ୍ତିକୁ ଶ୍ରେୟ ଦେଇଛନ୍ତି ।

 

|

ପ୍ରଧାନମନ୍ତ୍ରୀ କହିଥିଲେ ଯେ ଭାରତ ଏକ ଘଟଣା ଘଟୁଥିବା ସ୍ଥାନରେ ପରିଣତ ହେଉଛି । ଗତ ୩୦ ଦିନର କାର୍ଯ୍ୟକଳାପରୁ ଏହା ସ୍ପଷ୍ଟ ହୋଇଛି । ବିଗତ ୩୦ ଦିନର କାର୍ଯ୍ୟର ସାରାଂଶ ସମ୍ପର୍କରେ ବର୍ଣ୍ଣନା କରି ପ୍ରଧାନମନ୍ତ୍ରୀ ସଫଳ ଚନ୍ଦ୍ରଯାନ ଅଭିଯାନକୁ ମନେ ପକାଇ ଆରମ୍ଭ କରିଥିଲେ ସେ ଏହା ଘଟିବା ସମୟରେ ସମଗ୍ର ବିଶ୍ୱ 'ଭାରତ ଚନ୍ଦ୍ରରେ ଅଛି' ବୋଲି ଅନୁଭବ କରିଥିଲା । "ଅଗଷ୍ଟ ୨୩ ଆମ ଦେଶରେ ଜାତୀୟ ମହାକାଶ ଦିବସ ଭାବରେ ଅମର ହୋଇ ଯାଇଛି",  ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ଏହି ସଫଳତାକୁ ଦୃଷ୍ଟିରେ ରଖି ଭାରତ ନିଜର ସୌର ଅଭିଯାନକୁ ସଫଳତାର ସହ ଉତକ୍ଷେପଣ କରିଛି । ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ଚନ୍ଦ୍ରଯାନ ୩ ଲକ୍ଷ କିଲୋମିଟର ଯାତ୍ରା କରିଛି ଏବଂ ସୌର ପ୍ରକଳ୍ପ ୧୫ ଲକ୍ଷ କିଲୋମିଟର ଅତିକ୍ରମ କରିବ । "ଭାରତର ପରିସୀମାର କୌଣସି ତୁଳନା ଅଛି କି" ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ।

ଗତ ୩୦ ଦିନ ମଧ୍ୟରେ ଭାରତର କୂଟନୀତି ନୂତନ ଉଚ୍ଚତାକୁ ଛୁଇଁଛି ବୋଲି ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । ଜି -୨୦ ପୂର୍ବରୁ ଦକ୍ଷିଣ ଆଫ୍ରିକାରେ ଅନୁଷ୍ଠିତ ବ୍ରିକ୍ସ ଶିଖର ସମ୍ମିଳନୀ ସମ୍ପର୍କରେ ମଧ୍ୟ ସେ ଆଲୋଚନା କରିଥିଲେ,  ଯେଉଁଠାରେ ଭାରତର ପ୍ରୟାସରେ ୬ଟି ନୂତନ ରାଷ୍ଟ୍ରକୁ ଏହାର ସଦସ୍ୟ ଭାବରେ ଅନ୍ତର୍ଭୁକ୍ତ କରାଯାଇଥିଲା । ଦକ୍ଷିଣ ଆଫ୍ରିକା ପରେ ପ୍ରଧାନମନ୍ତ୍ରୀ ତାଙ୍କର ଗ୍ରୀସ ଗସ୍ତ ବିଷୟରେ ଉଲ୍ଲେଖ କରିଥିଲେ,  ଯାହା ଚାରି ଦଶନ୍ଧି ମଧ୍ୟରେ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀଙ୍କର ପ୍ରଥମ ଗସ୍ତ ଥିଲା । ଜି -୨୦ ଶିଖର ସମ୍ମିଳନୀ ପୂର୍ବରୁ ଇଣ୍ଡୋନେସିଆରେ ବିଶ୍ୱର ଅନେକ ନେତାଙ୍କୁ ଭେଟିଥିବା କଥା ମଧ୍ୟ ସେ ଉଲ୍ଲେଖ କରିଥିଲେ ।

 

|

ଏହି  ଭାରତ ମଣ୍ଡପମରେ ବିଶ୍ୱର ଉନ୍ନତି ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ବୋଲି ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ବିଶ୍ୱସ୍ତରୀୟ ଧ୍ରୁବୀକରଣ ପରିବେଶରେ ସମାନ ମଞ୍ଚରେ ସମସ୍ତ ସଦସ୍ୟ ରାଷ୍ଟ୍ର ପାଇଁ ଏକ ସମାନ ଆଧାର ଖୋଜିବା ସରକାରଙ୍କ ପାଇଁ ଏକ ସ୍ୱତନ୍ତ୍ର ଉପଲବ୍ଧି । ଭାରତ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଏବଂ ଫଳାଫଳର ନେତୃତ୍ୱ ନେଇଛି ବୋଲି ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, "ସର୍ବସମ୍ମତିକ୍ରମେ ନୂଆଦିଲ୍ଲୀ ଘୋଷଣାନାମା ସମଗ୍ର ବିଶ୍ୱରେ  ଚର୍ଚ୍ଚାର ବିଷୟ ପାଲଟିଛି" । ଏକବିଂଶ ଶତାବ୍ଦୀର ଦିଗକୁ ସମ୍ପୂର୍ଣ୍ଣ ରୂପେ ବଦଳାଇବାର କ୍ଷମତା ରଖିଥିବା ଜି -୨୦ର ପରିବର୍ତନକାରୀ ନିଷ୍ପତ୍ତି ବିଷୟରେ ଆଲୋଚନା କରି ପ୍ରଧାନମନ୍ତ୍ରୀ ଭାରତ, ଭାରତ ମଧ୍ୟପ୍ରାଚ୍ୟ ୟୁରୋପୀୟ କ୍ଷେତ୍ର ନେତୃତ୍ୱରେ ଅନ୍ତର୍ଜାତୀୟ ଜୈବ ଇନ୍ଧନ ମେଂଟର ସ୍ଥାୟୀ ସଦସ୍ୟ ଭାବରେ ଆଫ୍ରିକୀୟ ସଂଘକୁ ଜି - ୨୦ରେ ଅନ୍ତର୍ଭୁକ୍ତ କରିବା ବିଷୟରେ ମଧ୍ୟ ଉଲ୍ଲେଖ କରିଥିଲେ ।

ଜି-୨୦ ଶିଖର ସମ୍ମିଳନୀ ଶେଷ ହେବା ମାତ୍ରେ ସାଉଦି ଆରବର କ୍ରାଉନ ପ୍ରିନ୍ସ ଭାରତକୁ  ରାଷ୍ଟ୍ରୀୟ ଗସ୍ତରେ ଆସିଥିଲେ ଏବଂ ସାଉଦି ଆରବ ଭାରତରେ ୧୦୦ ବିଲିୟନ ଡଲାର ନିବେଶ କରିବାକୁ ଯାଉଛି । ପ୍ରଧାନମନ୍ତ୍ରୀ ସୂଚନା ଦେଇଛନ୍ତି ଯେ ସେ ଗତ ୩୦ ଦିନ ମଧ୍ୟରେ ବିଶ୍ୱର ପ୍ରାୟ ଅଧା ଅଞ୍ଚଳରେ ୮୫ ଜଣ ବିଶ୍ୱ ନେତାଙ୍କ ସହ ସାକ୍ଷାତ କରିଛନ୍ତି । ଭାରତର ବୃଦ୍ଧି ପାଉଥିବା ଅନ୍ତର୍ଜାତୀୟ ପ୍ରୋଫାଇଲର ଲାଭ ବିଷୟରେ ବର୍ଣ୍ଣନା କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହା ଦ୍ୱାରା ଭାରତକୁ ନୂତନ ସୁଯୋଗ, ନୂତନ ବନ୍ଧୁ ଏବଂ ନୂତନ ବଜାର ମିଳିଥାଏ ଏବଂ ଯୁବକ ମାନଙ୍କୁ ନୂତନ ସୁଯୋଗ ପ୍ରଦାନ କରିଥାଏ ।

 

|

ଗତ ୩୦ ଦିନ ମଧ୍ୟରେ ଅନୁସୂଚିତ ଜାତି, ଜନଜାତି, ଓବିସି ସମ୍ପ୍ରଦାୟ ଏବଂ ଗରିବ ଓ ମଧ୍ୟବିତ୍ତ ବର୍ଗର ଲୋକମାନଙ୍କୁ ସଶକ୍ତ କରିବା ପାଇଁ ସରକାର ଗ୍ରହଣ କରିଥିବା ପଦକ୍ଷେପ ବିଷୟରେ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଜୟନ୍ତୀର ଶୁଭ ଅବସରରେ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ଶୁଭାରମ୍ଭ କରିବା ବିଷୟରେ ଉଲ୍ଲେଖ କରିଥିଲେ ଯାହା କାରିଗର, ଶିଳ୍ପକାର ଏବଂ ପାରମ୍ପରିକ ଶ୍ରମିକ ମାନଙ୍କୁ ବହୁ ପରିମାଣରେ ଉପକୃତ କରିବ ।

୧ ଲକ୍ଷରୁ ଅଧିକ ଯୁବକ ମାନଙ୍କୁ କେନ୍ଦ୍ର ସରକାରଙ୍କ ଚାକିରିର ନିଯୁକ୍ତି ପତ୍ର ପ୍ରଦାନ କରିବା ପାଇଁ ସେ ରୋଜଗାର ମେଳା ଆୟୋଜନ ବିଷୟରେ ମଧ୍ୟ ଉଲ୍ଲେଖ କରିଥିଲେ । ରୋଜଗାର ମେଳା ଆରମ୍ଭ ହେବା ପର ଠାରୁ ୬ ଲକ୍ଷରୁ ଅଧିକ ଯୁବକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି ବୋଲି ପ୍ରଧାନମନ୍ତ୍ରୀ ସୂଚନା ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ନୂଆ ସଂସଦର ଉଦ୍‌ଘାଟନୀ ଅଧିବେଶନ ବିଷୟରେ ମଧ୍ୟ ଉଲ୍ଲେଖ କରିଥିଲେ , ଯେଉଁଠାରେ ପ୍ରଥମ ବିଲ୍ ଭାବରେ ନାରୀ ଶକ୍ତି ବନ୍ଦନ ଅଧିନିୟମ ପାରିତ ହୋଇଥିଲା ।

ଇଲେକ୍ଟ୍ରିକ୍ ମୋବିଲିଟିର ସଦ୍ୟତମ ବିକାଶ ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ ଦେଶରେ ବ୍ୟାଟେରୀ ଶକ୍ତି ସଂରକ୍ଷଣ ବ୍ୟବସ୍ଥାକୁ ସଶକ୍ତ କରିବା ପାଇଁ ଏକ ନୂତନ ଯୋଜନାକୁ ଅନୁମୋଦନ ବିଷୟରେ ଉଲ୍ଲେଖ କରିଥିଲେ । ଅନ୍ୟାନ୍ୟ ଘଟଣାକ୍ରମ ମଧ୍ୟରେ ଶ୍ରୀ ମୋଦୀ ନୂଆଦିଲ୍ଲୀର ଦ୍ୱାରକା ଠାରେ ଯଶୋଭୂମି ସମ୍ମିଳନୀ କେନ୍ଦ୍ରର ଉଦଘାଟନ କାର୍ଯ୍ୟକ୍ରମ ସମ୍ପର୍କରେ , ବାରଣାସୀ ଠାରେ ଏକ ନୂତନ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମର ଶିଳାନ୍ୟାସ ବିଷୟରେ ଏବଂ ୯ଟି ବନ୍ଦେ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରାଯିବା ସମ୍ବନ୍ଧରେ ଆଲୋଚନା କରିଥିଲେ ।  ମଧ୍ୟପ୍ରଦେଶର ଏକ ବିଶୋଧନାଗାରରେ ପେଟ୍ରୋକେମିକାଲ କମ୍ପେ୍ଲକ୍ସ ସହିତ ଅକ୍ଷୟ ଶକ୍ତି ଆଇଟି ପାର୍କ, ଏକ ମେଗା ଇଣ୍ଡଷ୍ଟ୍ରିଆଲ ପାର୍କ ଏବଂ ରାଜ୍ୟରେ ଛଅଟି ନୂତନ ଶିଳ୍ପ କ୍ଷେତ୍ରର ଶିଳାନ୍ୟାସ କରିବା ସମ୍ପର୍କରେ ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ । ଏହି ସମସ୍ତ ବିକାଶ ନିଯୁକ୍ତି ସୃଷ୍ଟି ଏବଂ ଯୁବକ ମାନଙ୍କ ଦକ୍ଷତା ବୃଦ୍ଧି ସହିତ ଜଡ଼ିତ ବୋଲି ଶ୍ରୀ ମୋଦୀ କହିଛନ୍ତି ।

ପ୍ରଧାନମନ୍ତ୍ରୀ କହିଥିଲେ ଯେ,  ଯେଉଁଠାରେ ଆଶାବାଦ, ସୁଯୋଗ ଏବଂ ମୁକ୍ତ ଚିନ୍ତାଧାରା ଅଛି ସେଠାରେ ଯୁବଗୋଷ୍ଠୀ ପ୍ରଗତି କରନ୍ତି । ପ୍ରଧାନମନ୍ତ୍ରୀ ଯୁବବର୍ଗଙ୍କୁ ବଡ଼ କଥା ଚିନ୍ତା କରିବାକୁ କହିଥିଲେ ।  "ଏପରି କୌଣସି ଉପଲବ୍ଧି ନାହିଁ ଯାହା ଆପଣ ମାନଙ୍କ ପରିସୀମା ବାହାରେ ଅଛି କିମ୍ବା ଦେଶ ଆପଣଙ୍କ ପଛରେ ନାହିଁ" ବୋଲି ସେ କହିଛନ୍ତି । ସେ କହିଛନ୍ତି ଯେ କୌଣସି ଅବସରକୁ ଛୋଟ ଭାବରେ ବିବେଚନା କରାଯିବା ଉଚିତ  ନୁହେଁ ଏବଂ ପ୍ରତ୍ୟେକ କାର୍ଯ୍ୟକୁ ଏକ ମାନଦଣ୍ଡରେ ପରିଣତ କରିବାକୁ ପ୍ରୟାସ କରାଯିବା ଉଚିତ୍ ।

ଜି-୨୦ର ଉଦାହରଣ ଦେଇ ସେ ଏହା ସ୍ପଷ୍ଟ କରିଛନ୍ତି ଯେ, ଏହ ିକାର୍ଯ୍ୟକ୍ରମ କେବଳ କୂଟନୈତିକ ଏବଂ ଦିଲ୍ଲୀ କେନ୍ଦ୍ରିତ ଘଟଣା ହୋଇଥାନ୍ତା । କିନ୍ତୁ ଭାରତ ଜି-୨୦କୁ ଏକ ଜନଚାଳିତ ଜାତୀୟ ଆନ୍ଦୋଳନରେ ପରିଣତ କରିଛି । ଜି - ୨୦ ବିଶ୍ୱ ବିଦ୍ୟାଳୟ ସଯୋଗ କାର୍ଯ୍ୟକ୍ରମରେ ୧୦୦ରୁ ଅଧିକ ବିଶ୍ୱ ବିଦ୍ୟାଳୟର ୧ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିବାରୁ ସେ ଏହି କାର୍ଯ୍ୟକ୍ରମରେ ଯୁବବର୍ଗଙ୍କ ଅଂଶଗ୍ରହଣକୁ ମଧ୍ୟ ପ୍ରଶଂସା କରିଥିଲେ । ବିଦ୍ୟାଳୟ, ଉଚ୍ଚ ଶିକ୍ଷା ଓ ଦକ୍ଷତା ବିକାଶ ଅନୁଷ୍ଠାନ ଗୁଡିକର ୫ କୋଟି ଛାତ୍ରଛାତ୍ରୀଙ୍କ ନିକଟରେ ଜି-୨୦କୁ କେନ୍ଦ୍ର ସରକାର ପହଂଚାଇଛନ୍ତି । "ଆମର ଲୋକମାନେ ବଡ଼ କଥା ସମ୍ପର୍କରେ ଭାବୁଛନ୍ତି ଏବଂ ଆହୁରି ଅଧିକ ମହାନ ପ୍ରଦର୍ଶନ କରୁଛନ୍ତି\",  ବୋଲି ସେ ଆହୁରି ମଧ୍ୟ କହିଛନ୍ତି ।

 

|

ଅମୃତ କାଳର ପରବର୍ତ୍ତୀ ୨୫ ବର୍ଷର ଗୁରୁତ୍ୱକୁ ଦୋହରାଇ ପ୍ରଧାନମନ୍ତ୍ରୀ ଉଭୟ ଦେଶ ଏବଂ ଯୁବବର୍ଗଙ୍କ ପାଇଁ ଏହି ସମୟର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ । ଯୋଗଦାନକାରୀ କାରଣ ଗୁଡ଼ିକର ସମନ୍ୱୟ ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଭାରତ ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ମଧ୍ୟରୁ ଅନ୍ୟତମ କାରଣ ଦେଶ ଖୁବ୍ କମ୍ ସମୟ ମଧ୍ୟରେ ଦଶମ ସ୍ଥାନରୁ ପଞ୍ଚମ ବୃହତ୍ତମ ଅର୍ଥନୀତିରେ ପରିଣତ ହୋଇଛି । ଭାରତ ଉପରେ ବିଶ୍ୱର ବିଶ୍ୱାସ ଦୃଢ଼ ହେଉଛି ଏବଂ ଦେଶରେ ରେକର୍ଡ ପରିମାଣର ବିଦେଶୀ ପୁଞ୍ଜିନିବେଶ ହେବାରେ ଲାଗିଛି । ରପ୍ତାନି, ଉତ୍ପାଦନ ଓ ସେବା କ୍ଷେତ୍ର ନୂଆ ଉଚ୍ଚତାକୁ ଛୁଇଁବାରେ ଲାଗିଛି । ମାତ୍ର ୫ ବର୍ଷରେ ୧୩.୫ କୋଟି ଲୋକ ଦାରିଦ୍ର‌୍ୟରୁ ମୁକୁଳି ଭାରତର ନୂତନ ମଧ୍ୟବିତ୍ତ ଶ୍ରେଣୀରେ ପ୍ରବେଶ କରିଛନ୍ତି । "ଭୌତିକ, ସାମାଜିକ ଏବଂ ଡିଜିଟାଲ ଭିତ୍ତିଭୂମିରେ ଅଗ୍ରଗତି ବିକାଶର ନୂତନ ଗତିକୁ ସୁନିଶ୍ଚିତ କରୁଛି । ଭୌତିକ ଭିତ୍ତିଭୂମିରେ ୧୦ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ହେଉଛି । ଯୁବବର୍ଗଙ୍କ ପାଇଁ ନୂଆ ସୁଯୋଗ ବିଷୟରେ ଆଲୋଚନା କରି ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ ଯେ ଇପିଏଫଓ ପେରୋଲରେ ପାଖାପାଖି ୫ କୋଟି ପଞ୍ଜୀକରଣ ହୋଇଛି । ସେଥି ମଧ୍ୟରୁ ପ୍ରଥମ ଥର ପାଇଁ ୩.୫ କୋଟି ଇପିଏଫଓ ପରିସରକୁ ଆସିଛି ଅର୍ଥାତ୍ ଏହା ସେମାନଙ୍କର ପ୍ରଥମ ଆନୁଷ୍ଠାନିକ ବ୍ଲକ । ୨୦୧୪ ପରେ ଦେଶରେ ଷ୍ଟାର୍ଟଅପ୍‌ର ଅଭୂତପୂର୍ବ ଅଭିବୃଦ୍ଧି ସମ୍ପର୍କରେ ଉଲ୍ଲେଖ କରି ସେ କହିଥିଲେ ଯେ , ସେତେବେଳେ ତାହାର ସଂଖ୍ୟା ୧୦୦ ଥିବା ବେଳ ଆଜି ୧ ଲକ୍ଷରୁ ଅଧିକ ହେବ । ଭାରତ ହେଉଛି ବିଶ୍ୱର ଦ୍ୱିତୀୟ ବୃହତ୍ତମ ମୋବାଇଲ ୍ ହ୍ୟାଣ୍ଡସେଟ୍ ନିର୍ମାତା । ୨୦୧୪ ତୁଳନାରେ ପ୍ରତିରକ୍ଷା କ୍ଷେତ୍ରର ରପ୍ତାନି ପରିମାଣ ୨୩ ଗୁଣ ବୃଦ୍ଧି ପାଇଛି । ମୁଦ୍ରା ଯୋଜନା ଯୁବପିଢ଼ିଙ୍କୁ ରୋଜଗାର ସୃଷ୍ଟିକାରୀ କରୁଛି ବୋଲି ସେ କହିଥିଲେ । ଏହି ଯୋଜନାରେ ୮ କୋଟି ପ୍ରଥମ ଥର ଉଦ୍ୟୋଗୀ ସୃଷ୍ଟି ହୋଇଥିବା ବେଳେ ଗତ ୯ ବର୍ଷ ମଧ୍ୟରେ ଭାରତରେ ୫ ଲକ୍ଷ ସାଧାରଣ ସେବା କେନ୍ଦ୍ର ଖୋଲାଯାଇଛି ବୋଲି ସେ ସୂଚନା ଦେଇଥିଲେ ।

ପ୍ରଧାନମନ୍ତ୍ରୀ ମୋଦୀ ଦେଶରେ ଘଟୁଥିବା ସକାରାତ୍ମକ ବିକାଶ ପାଇଁ ରାଜନୈତିକ ସ୍ଥିରତା, ନୀତି ସ୍ପଷ୍ଟତା ଏବଂ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ଶ୍ରେୟ ଦେଇଛନ୍ତି । ବିଗତ ୯ ବର୍ଷ ମଧ୍ୟରେ ଦୁର୍ନୀତି ରୋକିବା ପାଇଁ ସରକାର ସଚ୍ଚୋଟ ପ୍ରୟାସ କରିଛନ୍ତି ଏବଂ ଦଲାଲଙ୍କୁ ନିୟନ୍ତ୍ରଣ କରିବା ଏବଂ ବ୍ୟବସ୍ଥାରେ ଥିବା ଫାଙ୍କକୁ ବନ୍ଦ କରିବା ପାଇଁ ପ୍ରଯୁକ୍ତି ଭିତ୍ତିକ ବ୍ୟବସ୍ଥା କାର୍ଯ୍ୟକାରୀ କରିବାର ଉଦାହରଣ ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଆଜି ସଚ୍ଚୋଟ ମାନଙ୍କୁ ପୁରସ୍କୃତ କରାଯାଉଥିବା ବେଳେ ଅସାଧୁ ମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ବୋଲି ଶ୍ରୀ ମୋଦୀ କହିଛନ୍ତି ।

ଦେଶର ବିକାଶ ଯାତ୍ରା ଜାରି ରଖିବା ପାଇଁ ସ୍ୱଚ୍ଛ, ସ୍ପଷ୍ଟ ଏବଂ ସ୍ଥିର ଶାସନ ବାଧ୍ୟତାମୂଳକ ବୋଲି ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । ଯଦି ଭାରତର ଯୁବପିଢ଼ି ସଂକଳ୍ପବଦ୍ଧ ହୁଅନ୍ତି, ତେବେ ୨୦୪୭ ସୁଦ୍ଧା ଭାରତକୁ ଏକ ବିକଶିତ ଓ ଆତ୍ମନିର୍ଭରଶୀଳ ରାଷ୍ଟ୍ରରେ ପରିଣତ ହେବାରୁ କେହି ଅଟକାଇ ପାରିବେ ନାହିଁ ବୋଲି ସେ କହିଥିଲେ । ସମଗ୍ର ବିଶ୍ୱ ଏବେ ଭାରତ ଏବଂ ଏହାର ଯୁବବର୍ଗଙ୍କ ସାମର୍ଥ୍ୟକୁ ଚିହ୍ନି ପାରୁଥିବାରୁ ଆଶାର ସହ ଭାରତ ଆଡକୁ ଚାହିଁରହିଛି ବୋଲି ସେ ଗୁରୁତ୍ୱାରୋପ କରିଥିଲେ । ସେ କହିଛନ୍ତି ଯେ ବିଶ୍ୱର ପ୍ରଗତି ପାଇଁ ଭାରତ ଏବଂ ଏହାର ଯୁବବର୍ଗଙ୍କ ପ୍ରଗତି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଯୁବଗୋଷ୍ଠୀଙ୍କ ଭାବନା ହିଁ ପ୍ରଧାନମନ୍ତ୍ରୀଙ୍କୁ ଦେଶ ତରଫରୁ ପ୍ରତିଶ୍ରୁତି ଦେବା ପାଇଁ ସକ୍ଷମ କରିଥାଏ ବୋଲି ଉଲ୍ଲେଖ କରି ସେ କହିଥିଲେ ଯେ ଯେତେବେଳେ ସେ ବିଶ୍ୱ ମଞ୍ଚରେ ଭାରତର ଦୃଷ୍ଟିକୋଣ ଉପସ୍ଥାପନ କରନ୍ତି ସେତେବେଳେ ଭାରତର ଯୁବପିଢ଼ି ହିଁ ତାଙ୍କ ପଛରେ ପ୍ରେରଣା ଭାବେ ରହିଥାନ୍ତି ।  "ମୋର ଶକ୍ତି ଭାରତର ଯୁବବର୍ଗଙ୍କ ମଧ୍ୟରେ ରହିଛି", ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ଏବଂ ଭାରତର ଯୁବବର୍ଗଙ୍କ ଉନ୍ନତ ଭବିଷ୍ୟତ ପାଇଁ ଅକ୍ଳାନ୍ତ ପରିଶ୍ରମ କରିବେ ବୋଲି ସମସ୍ତଙ୍କୁ ଆଶ୍ୱାସନା ଦେଇଥିଲେ ।

ସ୍ୱଚ୍ଛ ଭାରତ ଅଭିଯାନକୁ ସଫଳ କରିବାରେ ଯୁବବର୍ଗଙ୍କ ଅବଦାନରେ ପ୍ରଭାବିତ ହୋଇ ପ୍ରଧାନମନ୍ତ୍ରୀ ଗାନ୍ଧୀ ଜୟନ୍ତୀର ଗୋଟିଏ ଦିନ ପୂର୍ବରୁ ଅକ୍ଟୋବର ୧, ୨୦୨୩ରେ ସାରା ଦେଶରେ ଆୟୋଜିତ ହେବାକୁ ଥିବା ଏକ ବ୍ୟାପକ ସ୍ୱଚ୍ଛତା ଅଭିଯାନରେ ଅଂଶଗ୍ରହଣ କରିବାକୁ ସେମାନଙ୍କୁ ନିବେଦନ କରିଥିଲେ । ଡିଜିଟାଲ କାରବାରକୁ ପ୍ରୋତ୍ସାହିତ କରିବା ତାଙ୍କର ଦ୍ୱିତୀୟ ଅନୁରୋଧ ଥିଲା । ସପ୍ତାହକ ମଧ୍ୟରେ ଅତି କମରେ ୭ ଜଣଙ୍କୁ ୟୁପିଆଇ ପରିଚାଳନା କିପରି କରାଯିବ ସେ ସମ୍ପର୍କରେ ଶିଖାଇବାକୁ ସେ କହିଛନ୍ତି । ତାଙ୍କର ତୃତୀୟ ଅନୁରୋଧ ଥିଲା ଭୋକାଲ୍ ଫର୍ ଲୋକାଲ ବିଷୟରେ । ପର୍ବପର୍ବାଣୀ ସମୟରେ 'ମେଡ୍ ଇନ୍ ଇଣ୍ଡିଆ' ଭାରତରେ ତିଆରି ଉପହାର କିଣିବା ପାଇଁ ସେ କହିଥିଲେ ଏବଂ ସ୍ୱଦେଶୀ ଜିନିଷ ବ୍ୟବହାର କରିବାକୁ ନିବେଦନ କରିଥିଲେ । ଦୈନନ୍ଦିନ ବ୍ୟବହୃତ ଜିନିଷର ତାଲିକା ପ୍ରସ୍ତୁତ କରିବା ସହ ସେଥି ମଧ୍ୟରୁ କେତେ ବିଦେଶୀ ନିର୍ମିତ ତାହା ଯାଞ୍ଚ କରିବାକୁ ସେ କହିଥିଲେ । ସେ କହିଛନ୍ତି ଯେ ଆମ ପାଇଁ ଅଜଣା ଅନେକ ବିଦେଶୀ ନିର୍ମିତ ଜିନିଷ ଆମ ଜୀବନକୁ ଜବରଦଖଲ କରିଛି ଏବଂ ଦେଶକୁ ବଞ୍ଚାଇବା ପାଇଁ ସେଥିରୁ ମୁକ୍ତି ପାଇବା ନିହାତି ଭାବେ ଗୁରୁତ୍ୱପୂର୍ଣ୍ଣ ।

ଭାରତର କଲେଜ ଏବଂ ବିଶ୍ୱ ବିଦ୍ୟାଳୟ କ୍ୟାମ୍ପସ 'ଭୋକାଲ୍ ଫର୍ ଲୋକାଲ୍‌' ପାଇଁ ଗୁରୁତ୍ୱପୂର୍ଣ୍ଣ କେନ୍ଦ୍ର ହୋଇ ପାରିବ ବୋଲି ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ଛାତ୍ରଛାତ୍ରୀ ମାନଙ୍କୁ ଖଦିକୁ କ୍ୟାମ୍ପସର ଏକ ଫ୍ୟାଶନ ସାମଗ୍ରୀ କରିବାକୁ ଅନୁରୋଧ କରିଥିଲେ । ଖଦି ଫ୍ୟାସନ ସୋ ଆୟୋଜନ କରିବା  ଏବଂ କଲେଜ ସାଂସ୍କୃତିକ ଉତ୍ସବରେ ବିଶ୍ୱକର୍ମା ମାନଙ୍କର କାର୍ଯ୍ୟକୁ ପ୍ରୋତ୍ସାହିତ କରିବାକୁ ସେ ପରାମର୍ଶ ଦେଇଥିଲେ । ଆଜିର ଯୁବପିଢ଼ି ଓ ଭବିଷ୍ୟତ ପିଢ଼ିର ଉନ୍ନତି ପାଇଁ ପ୍ରଧାନମନ୍ତ୍ରୀ ଯେଉଁ ତିନୋଟି ନିବେଦନ କରିଛନ୍ତି ତାହା ଉଲ୍ଲେଖ କରି ସେ ବିଶ୍ୱାସ ବ୍ୟକ୍ତ କରିଛନ୍ତି ଯେ ଏହି ସଂକଳ୍ପ ନେଇ ଯୁବପିଢ଼ି ଆଜି ଭାରତ ମଣ୍ଡପମ୍ ଛାଡ଼ିବେ ।

ପ୍ରଧାନମନ୍ତ୍ରୀ କହିଥିଲେ ଯେ ସ୍ୱାଧୀନତା ସଂଗ୍ରାମର ମହାପୁରୁଷ ମାନଙ୍କ ପରି ଆମକୁ ଦେଶ ପାଇଁ ମୃତ୍ୟୁବରଣ କରିବା ପାଇଁ ସୁଯୋଗ ମିଳିନାହିଁ,  କିନ୍ତୁ ଦେଶ ପାଇଁ ବଞ୍ଚିବାର ସମସ୍ତ ସୁଯୋଗ ଆମ ପାଖରେ ରହିଛି । ସେ କହିଥିଲେ ଯେ ଏକ ଶତାବ୍ଦୀ ପୂର୍ବେ ଯୁବପିଢ଼ି ସ୍ୱାଧୀନତାର ମହାନ ଲକ୍ଷ୍ୟ ଉପରେ ନିଷ୍ପତ୍ତି ନେଇଥିଲେ ଏବଂ ଦେଶବ୍ୟାପୀ ଶକ୍ତି ଦେଶକୁ ଉପନିବେଶବାଦୀ ଶକ୍ତିରୁ ମୁକ୍ତ କରିଥିଲା । "ବନ୍ଧୁଗଣ, ମୋ ସହିତ ଚାଲ, ମୁଁ ଆପଣ ମାନଙ୍କୁ ନିମନ୍ତ୍ରଣ କରୁଛି । ୨୫ ବର୍ଷ ଆମ ସାମ୍ନାରେ ଅଛି, ୧୦୦ ବର୍ଷ ପୂର୍ବେ ଯାହା ଘଟିଥିଲା, ସେମାନେ ସ୍ୱରାଜ ପାଇଁ ପଦକ୍ଷେପ ନେଇଥିଲେ, ଆମେ ସମୃିଦ୍ଧି (ସମୃଦ୍ଧି) ପାଇଁ ଆଗକୁ ଯିବା ବୋଲି ପ୍ରଧାନମନ୍ତ୍ରୀ ଯୁବକ ମାନଙ୍କୁ ଆହ୍ୱାନ ଦେଇଥିଲେ । ଆତ୍ମନିର୍ଭର ଭାରତ ସମୃଦ୍ଧିର ନୂତନ ଦ୍ୱାର ଉନ୍ମୁକ୍ତ କରିଛି ଏବଂ ଆତ୍ମବିଶ୍ୱାସକୁ ନୂଆ ଉଚ୍ଚତାରେ ପହଞ୍ଚାଇଛି ବୋଲି ସେ କହିଛନ୍ତି । ସେ ଭାରତକୁ ଶ୍ରେଷ୍ଠ ତିନୋଟି ଅର୍ଥନୀତିରେ ପରିଣତ କରିବାର ପ୍ରତିଶ୍ରୁତିକୁ ଦୋହରାଇ ଥିଲେ, ସେଥିପାଇଁ ମୋତେ ମା' ଭାରତୀ ଏବଂ ୧୪୦ କୋଟି ଭାରତୀୟଙ୍କ ପାଇଁ ଆପଣଙ୍କ ସମର୍ଥନ ଏବଂ ସହଯୋଗ ଦରକାର ।

ଏହି ଅବସରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ଥିଲେ ।

ପୃଷ୍ଠଭୂମି

ଜି-୨୦ ଜନ ଭାଗିଦାରୀ ଆନ୍ଦୋଳନରେ ଦେଶର ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ଶିକ୍ଷାନୁଷ୍ଠାନ ଓ ଦକ୍ଷତା ବିକାଶ ଅନୁଷ୍ଠାନର ରେକର୍ଡ ପରିମାଣର ୫ କୋଟିରୁ ଅଧିକ ଯୁବକ ଯୁବତୀ  ଅଂଶଗ୍ରହଣ କରିଥିଲେ । ଭାରତର ଯୁବବର୍ଗଙ୍କ ମଧ୍ୟରେ ଭାରତର ଜି - ୨୦ ଅଧ୍ୟକ୍ଷତାକୁ ନେଇ ସଚେତନତା  ସୃଷ୍ଟି କରିବା ଏବଂ ବିଭିନ୍ନ ଜି - ୨୦ କାର୍ଯ୍ୟକ୍ରମରେ ସେମାନଙ୍କ ଅଂଶଗ୍ରହଣ ବୃଦ୍ଧି କରିବା ଉଦ୍ଦେଶ୍ୟରେ ଜି - ୨୦ ବିଶ୍ୱ ବିଦ୍ୟାଳୟ ସଂଯୋଗ କାର୍ଯ୍ୟକ୍ରମ ହାତକୁ ନିଆ ଯାଇଥିଲା । ଏହି କାର୍ଯ୍ୟକ୍ରମରେ ସମଗ୍ର ଭାରତର ବିଶ୍ୱ ବିଦ୍ୟାଳୟର ୧ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ ।

ଭାରତର ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ ପାଇଁ ପ୍ରଥମେ ୭୫ଟି ବିଶ୍ୱ ବିଦ୍ୟାଳୟ ପାଇଁ ଯୋଜନା କରାଯାଇଥିଲା, କିନ୍ତୁ ଶେଷରେ ଏହି ପଦକ୍ଷେପ ଭାରତର ୧୦୧ଟି ବିଶ୍ୱବିଦ୍ୟାଳୟରେ ଏହାର ପହଂଚକୁ ବିସ୍ତାର କରିଥିଲା ।

ଜି-୨୦ ବିଶ୍ୱ ବିଦ୍ୟାଳୟ ସଂଯୋଗ କାର୍ଯ୍ୟକ୍ରମ ଅଧୀନରେ ସାରା ଦେଶରେ ଅନେକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ଉଚ୍ଚ ଶିକ୍ଷା ଅନୁଷ୍ଠାନ ଗୁଡ଼ିକର ବ୍ୟାପକ ଅଂଶଗ୍ରହଣ ଦେଖିବାକୁ ମିଳିଥିଲା । ଏହା ବ୍ୟତୀତ, ପ୍ରଥମେ ବିଶ୍ୱ ବିଦ୍ୟାଳୟ ଗୁଡ଼ିକ ପାଇଁ ଏକ କାର୍ଯ୍ୟକ୍ରମ ଭାବରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ  ଶୀଘ୍ର ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ଗୁଡ଼ିକୁ ଅନ୍ତର୍ଭୁକ୍ତ କରିବାରେ ଲାଗିଲା ଏବଂ ଏହା ଆହୁରି ବ୍ୟାପକ ଦର୍ଶକଙ୍କ ନିକଟରେ ପହଞ୍ଚିଲା ।

ଜି -୨୦ ବିଶ୍ୱ ବିଦ୍ୟାଳୟ କନେକ୍ଟ ଫିନାଲେରେ ଅଂଶଗ୍ରହଣକାରୀ ବିଶ୍ୱ ବିଦ୍ୟାଳୟର ପ୍ରାୟ ୩,୦୦୦  ଛାତ୍ରଛାତ୍ରୀ, ଅଧ୍ୟାପକ ଓ କୁଳପତି ଯୋଗ ଦେଇଥିବା ବେଳେ ସାରା ଦେଶରୁ ଛାତ୍ରଛାତ୍ରୀ ମାନେ ଏହି ଲାଇଭ୍ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

ଯୁବ ଶକ୍ତି ଦ୍ୱାରା ଭାରତରେ ସକାରାତ୍ମକ ପରିବର୍ତ୍ତନ ଦେଖିବାକୁ ମିଳୁଛି । ଜି-୨୦ ୟୁନିଭର୍ସିଟି କନେକ୍ଟ ଫିନାଲେରେ ଉତ୍ସାହୀ ଯୁବକଙ୍କ ସହ ଯୋଗ ଦେଇ ଆନନ୍ଦିତ । ଯୁବ ଶକ୍ତି ଦ୍ୱାରା ଭାରତରେ ସକାରାତ୍ମକ ପରିବର୍ତ୍ତନ ଦେଖିବାକୁ ମିଳୁଛି । ଜି-୨୦ ୟୁନିଭର୍ସିଟି କନେକ୍ଟ ଫିନାଲେ ରେ ଉତ୍ସାହୀ ଯୁବକଙ୍କ ସହ ଯୋଗ ଦେଇ ଆନନ୍ଦିତ ।

 

ସମ୍ପୂର୍ଣ୍ଣ ଅଭିଭାଷଣ ପଢିବା ପାଇଁ ଏଠାରେ କ୍ଲିକ କରନ୍ତୁ

 
  • krishangopal sharma Bjp December 23, 2024

    नमो नमो 🙏 जय भाजपा 🙏🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹
  • krishangopal sharma Bjp December 23, 2024

    नमो नमो 🙏 जय भाजपा 🙏🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹
  • krishangopal sharma Bjp December 23, 2024

    नमो नमो 🙏 जय भाजपा 🙏🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹🌹
  • Harish Awasthi March 12, 2024

    अबकी बार तीसरी बार मोदी सरकार
  • Yogesh Gadiwan February 26, 2024

    फिर एक बार मोदी सरकार
  • Yogesh Gadiwan February 26, 2024

    फिर एक बार मोदी सरकार
  • Baddam Anitha February 11, 2024

    G 20 సదస్సు తొ మన దేశ కీర్తిని ప్రపంచానికి చాటి చెప్పిన మహనీయుడు మొడిహిజీ 🙏🙏🙏🇮🇳
  • Bhavna gondliya February 02, 2024

    ફરી એક વખત મોદી સરકાર
  • Babla sengupta December 28, 2023

    Babla sengupta
  • Mahendra singh Solanki Loksabha Sansad Dewas Shajapur mp November 10, 2023

    नमो नमो नमो नमो नमो नमो
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
Namo Drone Didi, Kisan Drones & More: How India Is Changing The Agri-Tech Game

Media Coverage

Namo Drone Didi, Kisan Drones & More: How India Is Changing The Agri-Tech Game
NM on the go

Nm on the go

Always be the first to hear from the PM. Get the App Now!
...
In future leadership, SOUL's objective should be to instill both the Steel and Spirit in every sector to build Viksit Bharat: PM
February 21, 2025
QuoteThe School of Ultimate Leadership (SOUL) will shape leaders who excel nationally and globally: PM
QuoteToday, India is emerging as a global powerhouse: PM
QuoteLeaders must set trends: PM
QuoteIn future leadership, SOUL's objective should be to instill both the Steel and Spirit in every sector to build Viksit Bharat: PM
QuoteIndia needs leaders who can develop new institutions of global excellence: PM
QuoteThe bond forged by a shared purpose is stronger than blood: PM

His Excellency,

भूटान के प्रधानमंत्री, मेरे Brother दाशो शेरिंग तोबगे जी, सोल बोर्ड के चेयरमैन सुधीर मेहता, वाइस चेयरमैन हंसमुख अढ़िया, उद्योग जगत के दिग्गज, जो अपने जीवन में, अपने-अपने क्षेत्र में लीडरशिप देने में सफल रहे हैं, ऐसे अनेक महानुभावों को मैं यहां देख रहा हूं, और भविष्य जिनका इंतजार कर रहा है, ऐसे मेरे युवा साथियों को भी यहां देख रहा हूं।

साथियों,

कुछ आयोजन ऐसे होते हैं, जो हृदय के बहुत करीब होते हैं, और आज का ये कार्यक्रम भी ऐसा ही है। नेशन बिल्डिंग के लिए, बेहतर सिटिजन्स का डेवलपमेंट ज़रूरी है। व्यक्ति निर्माण से राष्ट्र निर्माण, जन से जगत, जन से जग, ये किसी भी ऊंचाई को प्राप्त करना है, विशालता को पाना है, तो आरंभ जन से ही शुरू होता है। हर क्षेत्र में बेहतरीन लीडर्स का डेवलपमेंट बहुत जरूरी है, और समय की मांग है। और इसलिए The School of Ultimate Leadership की स्थापना, विकसित भारत की विकास यात्रा में एक बहुत महत्वपूर्ण और बहुत बड़ा कदम है। इस संस्थान के नाम में ही ‘सोल’ है, ऐसा नहीं है, ये भारत की सोशल लाइफ की soul बनने वाला है, और हम लोग जिससे भली-भांति परिचित हैं, बार-बार सुनने को मिलता है- आत्मा, अगर इस सोल को उस भाव से देखें, तो ये आत्मा की अनुभूति कराता है। मैं इस मिशन से जुड़े सभी साथियों का, इस संस्थान से जुड़े सभी महानुभावों का हृदय से बहुत-बहुत अभिनंदन करता हूं। बहुत जल्द ही गिफ्ट सिटी के पास The School of Ultimate Leadership का एक विशाल कैंपस भी बनकर तैयार होने वाला है। और अभी जब मैं आपके बीच आ रहा था, तो चेयरमैन श्री ने मुझे उसका पूरा मॉडल दिखाया, प्लान दिखाया, वाकई मुझे लगता है कि आर्किटेक्चर की दृष्टि से भी ये लीडरशिप लेगा।

|

साथियों,

आज जब The School of Ultimate Leadership- सोल, अपने सफर का पहला बड़ा कदम उठा रहा है, तब आपको ये याद रखना है कि आपकी दिशा क्या है, आपका लक्ष्य क्या है? स्वामी विवेकानंद ने कहा था- “Give me a hundred energetic young men and women and I shall transform India.” स्वामी विवेकानंद जी, भारत को गुलामी से बाहर निकालकर भारत को ट्रांसफॉर्म करना चाहते थे। और उनका विश्वास था कि अगर 100 लीडर्स उनके पास हों, तो वो भारत को आज़ाद ही नहीं बल्कि दुनिया का नंबर वन देश बना सकते हैं। इसी इच्छा-शक्ति के साथ, इसी मंत्र को लेकर हम सबको और विशेषकर आपको आगे बढ़ना है। आज हर भारतीय 21वीं सदी के विकसित भारत के लिए दिन-रात काम कर रहा है। ऐसे में 140 करोड़ के देश में भी हर सेक्टर में, हर वर्टिकल में, जीवन के हर पहलू में, हमें उत्तम से उत्तम लीडरशिप की जरूरत है। सिर्फ पॉलीटिकल लीडरशिप नहीं, जीवन के हर क्षेत्र में School of Ultimate Leadership के पास भी 21st सेंचुरी की लीडरशिप तैयार करने का बहुत बड़ा स्कोप है। मुझे विश्वास है, School of Ultimate Leadership से ऐसे लीडर निकलेंगे, जो देश ही नहीं बल्कि दुनिया की संस्थाओं में, हर क्षेत्र में अपना परचम लहराएंगे। और हो सकता है, यहां से ट्रेनिंग लेकर निकला कोई युवा, शायद पॉलिटिक्स में नया मुकाम हासिल करे।

साथियों,

कोई भी देश जब तरक्की करता है, तो नेचुरल रिसोर्सेज की अपनी भूमिका होती ही है, लेकिन उससे भी ज्यादा ह्यूमेन रिसोर्स की बहुत बड़ी भूमिका है। मुझे याद है, जब महाराष्ट्र और गुजरात के अलग होने का आंदोलन चल रहा था, तब तो हम बहुत बच्चे थे, लेकिन उस समय एक चर्चा ये भी होती थी, कि गुजरात अलग होकर के क्या करेगा? उसके पास कोई प्राकृतिक संसाधन नहीं है, कोई खदान नहीं है, ना कोयला है, कुछ नहीं है, ये करेगा क्या? पानी भी नहीं है, रेगिस्तान है और उधर पाकिस्तान है, ये करेगा क्या? और ज्यादा से ज्यादा इन गुजरात वालों के पास नमक है, और है क्या? लेकिन लीडरशिप की ताकत देखिए, आज वही गुजरात सब कुछ है। वहां के जन सामान्य में ये जो सामर्थ्य था, रोते नहीं बैठें, कि ये नहीं है, वो नहीं है, ढ़िकना नहीं, फलाना नहीं, अरे जो है सो वो। गुजरात में डायमंड की एक भी खदान नहीं है, लेकिन दुनिया में 10 में से 9 डायमंड वो है, जो किसी न किसी गुजराती का हाथ लगा हुआ होता है। मेरे कहने का तात्पर्य ये है कि सिर्फ संसाधन ही नहीं, सबसे बड़ा सामर्थ्य होता है- ह्यूमन रिसोर्स में, मानवीय सामर्थ्य में, जनशक्ति में और जिसको आपकी भाषा में लीडरशिप कहा जाता है।

21st सेंचुरी में तो ऐसे रिसोर्स की ज़रूरत है, जो इनोवेशन को लीड कर सकें, जो स्किल को चैनेलाइज कर सकें। आज हम देखते हैं कि हर क्षेत्र में स्किल का कितना बड़ा महत्व है। इसलिए जो लीडरशिप डेवलपमेंट का क्षेत्र है, उसे भी नई स्किल्स चाहिए। हमें बहुत साइंटिफिक तरीके से लीडरशिप डेवलपमेंट के इस काम को तेज गति से आगे बढ़ाना है। इस दिशा में सोल की, आपके संस्थान की बहुत बड़ी भूमिका है। मुझे ये जानकर अच्छा लगा कि आपने इसके लिए काम भी शुरु कर दिया है। विधिवत भले आज आपका ये पहला कार्यक्रम दिखता हो, मुझे बताया गया कि नेशनल एजुकेशन पॉलिसी के effective implementation के लिए, State Education Secretaries, State Project Directors और अन्य अधिकारियों के लिए वर्क-शॉप्स हुई हैं। गुजरात के चीफ मिनिस्टर ऑफिस के स्टाफ में लीडरशिप डेवलपमेंट के लिए चिंतन शिविर लगाया गया है। और मैं कह सकता हूं, ये तो अभी शुरुआत है। अभी तो सोल को दुनिया का सबसे बेहतरीन लीडरशिप डेवलपमेंट संस्थान बनते देखना है। और इसके लिए परिश्रम करके दिखाना भी है।

साथियों,

आज भारत एक ग्लोबल पावर हाउस के रूप में Emerge हो रहा है। ये Momentum, ये Speed और तेज हो, हर क्षेत्र में हो, इसके लिए हमें वर्ल्ड क्लास लीडर्स की, इंटरनेशनल लीडरशिप की जरूरत है। SOUL जैसे Leadership Institutions, इसमें Game Changer साबित हो सकते हैं। ऐसे International Institutions हमारी Choice ही नहीं, हमारी Necessity हैं। आज भारत को हर सेक्टर में Energetic Leaders की भी जरूरत है, जो Global Complexities का, Global Needs का Solution ढूंढ पाएं। जो Problems को Solve करते समय, देश के Interest को Global Stage पर सबसे आगे रखें। जिनकी अप्रोच ग्लोबल हो, लेकिन सोच का एक महत्वपूर्ण हिस्सा Local भी हो। हमें ऐसे Individuals तैयार करने होंगे, जो Indian Mind के साथ, International Mind-set को समझते हुए आगे बढ़ें। जो Strategic Decision Making, Crisis Management और Futuristic Thinking के लिए हर पल तैयार हों। अगर हमें International Markets में, Global Institutions में Compete करना है, तो हमें ऐसे Leaders चाहिए जो International Business Dynamics की समझ रखते हों। SOUL का काम यही है, आपकी स्केल बड़ी है, स्कोप बड़ा है, और आपसे उम्मीद भी उतनी ही ज्यादा हैं।

|

साथियों,

आप सभी को एक बात हमेशा- हमेशा उपयोगी होगी, आने वाले समय में Leadership सिर्फ Power तक सीमित नहीं होगी। Leadership के Roles में वही होगा, जिसमें Innovation और Impact की Capabilities हों। देश के Individuals को इस Need के हिसाब से Emerge होना पड़ेगा। SOUL इन Individuals में Critical Thinking, Risk Taking और Solution Driven Mindset develop करने वाला Institution होगा। आने वाले समय में, इस संस्थान से ऐसे लीडर्स निकलेंगे, जो Disruptive Changes के बीच काम करने को तैयार होंगे।

साथियों,

हमें ऐसे लीडर्स बनाने होंगे, जो ट्रेंड बनाने में नहीं, ट्रेंड सेट करने के लिए काम करने वाले हों। आने वाले समय में जब हम Diplomacy से Tech Innovation तक, एक नई लीडरशिप को आगे बढ़ाएंगे। तो इन सारे Sectors में भारत का Influence और impact, दोनों कई गुणा बढ़ेंगे। यानि एक तरह से भारत का पूरा विजन, पूरा फ्यूचर एक Strong Leadership Generation पर निर्भर होगा। इसलिए हमें Global Thinking और Local Upbringing के साथ आगे बढ़ना है। हमारी Governance को, हमारी Policy Making को हमने World Class बनाना होगा। ये तभी हो पाएगा, जब हमारे Policy Makers, Bureaucrats, Entrepreneurs, अपनी पॉलिसीज़ को Global Best Practices के साथ जोड़कर Frame कर पाएंगे। और इसमें सोल जैसे संस्थान की बहुत बड़ी भूमिका होगी।

साथियों,

मैंने पहले भी कहा कि अगर हमें विकसित भारत बनाना है, तो हमें हर क्षेत्र में तेज गति से आगे बढ़ना होगा। हमारे यहां शास्त्रों में कहा गया है-

यत् यत् आचरति श्रेष्ठः, तत् तत् एव इतरः जनः।।

यानि श्रेष्ठ मनुष्य जैसा आचरण करता है, सामान्य लोग उसे ही फॉलो करते हैं। इसलिए, ऐसी लीडरशिप ज़रूरी है, जो हर aspect में वैसी हो, जो भारत के नेशनल विजन को रिफ्लेक्ट करे, उसके हिसाब से conduct करे। फ्यूचर लीडरशिप में, विकसित भारत के निर्माण के लिए ज़रूरी स्टील और ज़रूरी स्पिरिट, दोनों पैदा करना है, SOUL का उद्देश्य वही होना चाहिए। उसके बाद जरूरी change और रिफॉर्म अपने आप आते रहेंगे।

|

साथियों,

ये स्टील और स्पिरिट, हमें पब्लिक पॉलिसी और सोशल सेक्टर्स में भी पैदा करनी है। हमें Deep-Tech, Space, Biotech, Renewable Energy जैसे अनेक Emerging Sectors के लिए लीडरशिप तैयार करनी है। Sports, Agriculture, Manufacturing और Social Service जैसे Conventional Sectors के लिए भी नेतृत्व बनाना है। हमें हर सेक्टर्स में excellence को aspire ही नहीं, अचीव भी करना है। इसलिए, भारत को ऐसे लीडर्स की जरूरत होगी, जो Global Excellence के नए Institutions को डेवलप करें। हमारा इतिहास तो ऐसे Institutions की Glorious Stories से भरा पड़ा है। हमें उस Spirit को revive करना है और ये मुश्किल भी नहीं है। दुनिया में ऐसे अनेक देशों के उदाहरण हैं, जिन्होंने ये करके दिखाया है। मैं समझता हूं, यहां इस हॉल में बैठे साथी और बाहर जो हमें सुन रहे हैं, देख रहे हैं, ऐसे लाखों-लाख साथी हैं, सब के सब सामर्थ्यवान हैं। ये इंस्टीट्यूट, आपके सपनों, आपके विजन की भी प्रयोगशाला होनी चाहिए। ताकि आज से 25-50 साल बाद की पीढ़ी आपको गर्व के साथ याद करें। आप आज जो ये नींव रख रहे हैं, उसका गौरवगान कर सके।

साथियों,

एक institute के रूप में आपके सामने करोड़ों भारतीयों का संकल्प और सपना, दोनों एकदम स्पष्ट होना चाहिए। आपके सामने वो सेक्टर्स और फैक्टर्स भी स्पष्ट होने चाहिए, जो हमारे लिए चैलेंज भी हैं और opportunity भी हैं। जब हम एक लक्ष्य के साथ आगे बढ़ते हैं, मिलकर प्रयास करते हैं, तो नतीजे भी अद्भुत मिलते हैं। The bond forged by a shared purpose is stronger than blood. ये माइंड्स को unite करता है, ये passion को fuel करता है और ये समय की कसौटी पर खरा उतरता है। जब Common goal बड़ा होता है, जब आपका purpose बड़ा होता है, ऐसे में leadership भी विकसित होती है, Team spirit भी विकसित होती है, लोग खुद को अपने Goals के लिए dedicate कर देते हैं। जब Common goal होता है, एक shared purpose होता है, तो हर individual की best capacity भी बाहर आती है। और इतना ही नहीं, वो बड़े संकल्प के अनुसार अपनी capabilities बढ़ाता भी है। और इस process में एक लीडर डेवलप होता है। उसमें जो क्षमता नहीं है, उसे वो acquire करने की कोशिश करता है, ताकि औऱ ऊपर पहुंच सकें।

साथियों,

जब shared purpose होता है तो team spirit की अभूतपूर्व भावना हमें गाइड करती है। जब सारे लोग एक shared purpose के co-traveller के तौर पर एक साथ चलते हैं, तो एक bonding विकसित होती है। ये team building का प्रोसेस भी leadership को जन्म देता है। हमारी आज़ादी की लड़ाई से बेहतर Shared purpose का क्या उदाहरण हो सकता है? हमारे freedom struggle से सिर्फ पॉलिटिक्स ही नहीं, दूसरे सेक्टर्स में भी लीडर्स बने। आज हमें आज़ादी के आंदोलन के उसी भाव को वापस जीना है। उसी से प्रेरणा लेते हुए, आगे बढ़ना है।

साथियों,

संस्कृत में एक बहुत ही सुंदर सुभाषित है:

अमन्त्रं अक्षरं नास्ति, नास्ति मूलं अनौषधम्। अयोग्यः पुरुषो नास्ति, योजकाः तत्र दुर्लभः।।

यानि ऐसा कोई शब्द नहीं, जिसमें मंत्र ना बन सके। ऐसी कोई जड़ी-बूटी नहीं, जिससे औषधि ना बन सके। कोई भी ऐसा व्यक्ति नहीं, जो अयोग्य हो। लेकिन सभी को जरूरत सिर्फ ऐसे योजनाकार की है, जो उनका सही जगह इस्तेमाल करे, उन्हें सही दिशा दे। SOUL का रोल भी उस योजनाकार का ही है। आपको भी शब्दों को मंत्र में बदलना है, जड़ी-बूटी को औषधि में बदलना है। यहां भी कई लीडर्स बैठे हैं। आपने लीडरशिप के ये गुर सीखे हैं, तराशे हैं। मैंने कहीं पढ़ा था- If you develop yourself, you can experience personal success. If you develop a team, your organization can experience growth. If you develop leaders, your organization can achieve explosive growth. इन तीन वाक्यों से हमें हमेशा याद रहेगा कि हमें करना क्या है, हमें contribute करना है।

|

साथियों,

आज देश में एक नई सामाजिक व्यवस्था बन रही है, जिसको वो युवा पीढी गढ़ रही है, जो 21वीं सदी में पैदा हुई है, जो बीते दशक में पैदा हुई है। ये सही मायने में विकसित भारत की पहली पीढ़ी होने जा रही है, अमृत पीढ़ी होने जा रही है। मुझे विश्वास है कि ये नया संस्थान, ऐसी इस अमृत पीढ़ी की लीडरशिप तैयार करने में एक बहुत ही महत्वपूर्ण भूमिका निभाएगा। एक बार फिर से आप सभी को मैं बहुत-बहुत शुभकामनाएं देता हूं।

भूटान के राजा का आज जन्मदिन होना, और हमारे यहां यह अवसर होना, ये अपने आप में बहुत ही सुखद संयोग है। और भूटान के प्रधानमंत्री जी का इतने महत्वपूर्ण दिवस में यहां आना और भूटान के राजा का उनको यहां भेजने में बहुत बड़ा रोल है, तो मैं उनका भी हृदय से बहुत-बहुत आभार व्यक्त करता हूं।

|

साथियों,

ये दो दिन, अगर मेरे पास समय होता तो मैं ये दो दिन यहीं रह जाता, क्योंकि मैं कुछ समय पहले विकसित भारत का एक कार्यक्रम था आप में से कई नौजवान थे उसमें, तो लगभग पूरा दिन यहां रहा था, सबसे मिला, गप्पे मार रहा था, मुझे बहुत कुछ सीखने को मिला, बहुत कुछ जानने को मिला, और आज तो मेरा सौभाग्य है, मैं देख रहा हूं कि फर्स्ट रो में सारे लीडर्स वो बैठे हैं जो अपने जीवन में सफलता की नई-नई ऊंचाइयां प्राप्त कर चुके हैं। ये आपके लिए बड़ा अवसर है, इन सबके साथ मिलना, बैठना, बातें करना। मुझे ये सौभाग्य नहीं मिलता है, क्योंकि मुझे जब ये मिलते हैं तब वो कुछ ना कुछ काम लेकर आते हैं। लेकिन आपको उनके अनुभवों से बहुत कुछ सीखने को मिलेगा, जानने को मिलेगा। ये स्वयं में, अपने-अपने क्षेत्र में, बड़े अचीवर्स हैं। और उन्होंने इतना समय आप लोगों के लिए दिया है, इसी में मन लगता है कि इस सोल नाम की इंस्टीट्यूशन का मैं एक बहुत उज्ज्वल भविष्य देख रहा हूं, जब ऐसे सफल लोग बीज बोते हैं तो वो वट वृक्ष भी सफलता की नई ऊंचाइयों को प्राप्त करने वाले लीडर्स को पैदा करके रहेगा, ये पूरे विश्वास के साथ मैं फिर एक बार इस समय देने वाले, सामर्थ्य बढ़ाने वाले, शक्ति देने वाले हर किसी का आभार व्यक्त करते हुए, मेरे नौजवानों के लिए मेरे बहुत सपने हैं, मेरी बहुत उम्मीदें हैं और मैं हर पल, मैं मेरे देश के नौजवानों के लिए कुछ ना कुछ करता रहूं, ये भाव मेरे भीतर हमेशा पड़ा रहता है, मौका ढूंढता रहता हूँ और आज फिर एक बार वो अवसर मिला है, मेरी तरफ से नौजवानों को बहुत-बहुत शुभकामनाएं।

बहुत-बहुत धन्यवाद।