ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପିଲିଭିଟରେ ଏକ ସଡ଼କ ଦୁର୍ଘଟଣାରେ ମୃତକଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି । ସେ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ।
ପିଏମ୍ଓ ଏକ ଟୁଇଟ୍ରେ କହିଛି:
“ଉତ୍ତରପ୍ରଦେଶର ପିଲିଭିଟରେ ସଡ଼କ ଦୁର୍ଘଟଣା ହୃଦୟ ବିଦାରକ ଅଟେ । ଯେଉଁମାନେ ଏଥିରେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି ମୁଁ ସେମାନଙ୍କୁ ସମବେଦନା ଜଣାଉଛି । ସମସ୍ତ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।”
उत्तर प्रदेश के पीलीभीत में हुई सड़क दुर्घटना हृदयविदारक है। इसमें जिन लोगों ने अपने प्रियजनों को खोया है, उनके प्रति मैं अपनी शोक-संवेदना व्यक्त करता हूं। इसके साथ ही सभी घायलों के शीघ्र स्वस्थ होने की कामना करता हूं: PM @narendramodi
— PMO India (@PMOIndia) June 23, 2022