ଦୈନିକ ଜାଗରଣ ଗ୍ରୁପ ଅଧ୍ୟକ୍ଷ ଯୋଗେନ୍ଦ୍ର ମୋହନ ଗୁପ୍ତା ଜୀଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଦୈନିକ ଜାଗରଣ ସମୂହର ଚେୟାରମ୍ୟାନ ଯୋଗେନ୍ଦ୍ର ମୋହନ ଗୁପ୍ତା ଜୀଙ୍କ ବିୟୋଗ ଅତ୍ୟନ୍ତ ଦୁଃଖ ଦାୟକ । ତାଙ୍କ ବିୟୋଗ କଳା, ସାହିତ୍ୟ ଓ ସାମ୍ବାଦିକତା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି । ଏଭଳି ଦୁଃଖଦ ମୁହୂର୍ତ୍ତରେ ତାଙ୍କ ପରିଜନଙ୍କ ପ୍ରତି ମୋର ସମବେଦନା । ଓମ୍ ଶାନ୍ତି!”
दैनिक जागरण समूह के चेयरमैन योगेन्द्र मोहन गुप्ता जी के निधन से अत्यंत दुख हुआ है। उनका जाना कला, साहित्य और पत्रकारिता जगत के लिए एक अपूरणीय क्षति है। शोक की इस घड़ी में उनके परिजनों के प्रति मैं अपनी संवेदनाएं व्यक्त करता हूं। ऊं शांति!
— Narendra Modi (@narendramodi) October 15, 2021