ପଣ୍ଡିତ ଜସରାଜଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି ।
“ପଣ୍ଡିତ ଜସରାଜଙ୍କର ଦୁର୍ଭାଗ୍ୟଜନକ ମୃତ୍ୟୁ ଫଳରେ ଭାରତୀୟ କଳା ଓ ସଂସ୍କୃତି ଜଗତରେ ଏକ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି । ତାଙ୍କର ପ୍ରଦର୍ଶନ କେବଳ ଉଲ୍ଲେଖନୀୟ ନଥିଲା, ସେ ଅନ୍ୟାନ୍ୟ କଣ୍ଠଶିଳ୍ପୀଙ୍କ ପାଇଁ ଜଣେ ପରାମର୍ଶଦାତା ଭାବରେ ମଧ୍ୟ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ । ତାଙ୍କ ପରିବାର ଏବଂ ସାରା ବିଶ୍ୱର ପ୍ରଶଂସକଙ୍କୁ ସମବେଦନା । ଓମ୍ ଶାନ୍ତି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।
The unfortunate demise of Pandit Jasraj Ji leaves a deep void in the Indian cultural sphere. Not only were his renditions outstanding, he also made a mark as an exceptional mentor to several other vocalists. Condolences to his family and admirers worldwide. Om Shanti. pic.twitter.com/6bIgIoTOYB
— Narendra Modi (@narendramodi) August 17, 2020