ପୀଡ଼ିତଙ୍କ ପାଇଁ ପିଏମଏନଆର୍ଏଫରୁ ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଖରଗୋନରେ ସଡ଼କ ଦୁର୍ଘଟଣାରେ ଜୀବନହାନି ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶ୍ରୀ ମୋଦି ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ଫଣ୍ଡ (ପିଏମଏନଆରଏଫ)ରୁ ପୀଡ଼ିତଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ କରାଯାଇଛି:
‘ଖରଗୋନରେ ହୋଇଥିବା ସଡ଼କ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦ । ଏଥିରେ ଯେଉଁଲୋକ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା । ଏଥିସହ ମୁଁ ଆହତଙ୍କ ଶୀଘ୍ର ସୁସ୍ଥ କାମନା କରୁଛି । ରାଜ୍ୟ ସରକାରଙ୍କ ତଦାରଖରେ ସ୍ଥାନୀୟ ପ୍ରଶାସନ ଘଟଣାସ୍ଥଳରେ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇବାକୁ ନିୟୋଜିତ ହୋଇଛନ୍ତି: ପ୍ରଧାନମନ୍ତ୍ରୀ
खरगोन में हुआ सड़क हादसा अत्यंत दुखद है। इसमें जिन लोगों ने अपने प्रियजनों को खोया है, उनके प्रति मेरी शोक-संवेदनाएं। इसके साथ ही मैं सभी घायलों के शीघ्र स्वस्थ होने की कामना करता हूं। राज्य सरकार की देखरेख में स्थानीय प्रशासन मौके पर हरसंभव मदद में जुटा है: PM @narendramodi
— PMO India (@PMOIndia) May 9, 2023
An ex-gratia of Rs. 2 lakh from PMNRF would be given to the next of kin of each deceased in the bus accident in Khargone, Madhya Pradesh. The injured would be given Rs. 50,000: PM @narendramodi
— PMO India (@PMOIndia) May 9, 2023