ମଧ୍ୟପ୍ରଦେଶର ଦତିଅ। ଜିଲ୍ଲାରେ ଏକ ସଡକ ଦୁର୍ଘଟଣା ଯୋଗୁଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ତରଫରୁ ଶ୍ରୀ ମୋଦୀ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ଦତିଆରେ ସଡ଼କ ଦୁର୍ଘଟଣା ହୃଦୟ ବିଦାରକ । ଏହି ଦୁର୍ଘଟଣାରେ ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପରିବାର ପ୍ରତି ମୋର ସମବେଦନା । ମୁଁ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି । ରାଜ୍ୟ ସରକାରଙ୍କ ତତ୍ୱାବଧାନରେ ସ୍ଥାନୀୟ ପ୍ରଶାସନ ରିଲିଫ ଓ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି: ପ୍ରଧାନମନ୍ତ୍ରୀ ମୋଦୀ”
“ପିଏମଏନଆରଏଫ୍ ରୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଦତିଆ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ଦିଆଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା କରି ଦିଆଯିବ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
दतिया में हुआ सड़क हादसा हृदयविदारक है। इस दुर्घटना में जिन्होंने अपनों को खोया है, उनके परिजनों के प्रति मेरी शोक-संवेदनाएं। घायलों के शीघ्र स्वस्थ होने की कामना करता हूं। राज्य सरकार की देखरेख में स्थानीय प्रशासन राहत और बचाव के काम में पूरी तत्परता से जुटा है: PM Modi
— PMO India (@PMOIndia) June 28, 2023
An ex-gratia of Rs. 2 lakh from PMNRF would be given to the next of kin of those who lost their lives in the mishap in Datia. The injured would be given Rs. 50,000: PM @narendramodi
— PMO India (@PMOIndia) June 28, 2023