ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେରଳର ପାଲକ୍କଡ ଜିଲ୍ଲାରେ ଏକ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ ପିଏମ୍ଏନଆରଏଫ୍ରୁ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ଲକ୍ଷ ଟଙ୍କା ଏବଂ ଆହତ ମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ ବୋଲି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେରଳର ପାଲକ୍କଡ ଜିଲ୍ଲାରେ ଦୁର୍ଘଟଣା ଯୋଗୁଁ ମୃତ୍ୟୁ ପାଇଁ ଦୁଃଖ ପ୍ରକାଶ କରିଛନ୍ତି । ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି ।”
“ପିଏମ୍ଏନଆରଏଫ୍ ରୁ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଦିଆଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ପ୍ରଦାନ କରାଯିବ ।”
PM @narendramodi has expressed grief on the loss of lives due to an accident in Kerala’s Palakkad district. He extends condolences to the bereaved families and prays for a quick recovery of the injured.
— PMO India (@PMOIndia) October 6, 2022
Rs. 2 lakh from PMNRF would be given to the next of kin of each deceased. The injured would be given Rs. 50,000.
— PMO India (@PMOIndia) October 6, 2022
കേരളത്തിലെ പാലക്കാട് ജില്ലയിലുണ്ടായ റോഡപകടത്തിലെ ജീവഹാനിയിൽ പ്രധാനമന്ത്രി @narendramodi ദുഃഖം രേഖപ്പെടുത്തി. മരിച്ചവരുടെ കുടുംബങ്ങളെ അദ്ദേഹം അനുശോചനം അറിയിക്കുകയും പരിക്കേറ്റവർ വേഗം സുഖം പ്രാപിക്കാൻ പ്രാർത്ഥിക്കുകയും ചെയ്തു.
— PMO India (@PMOIndia) October 6, 2022