ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ମଥୁରା ଠାରେ ଏକ ସଡ଼କ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ଉତ୍ତରପ୍ରଦେଶର ମଥୁରାରେ ସଡ଼କ ଦୁର୍ଘଟଣା ହୃଦୟ ବିଦାରକ । ଏହି ଦୁର୍ଘଟଣାରେ ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ମୋର ଗଭୀର ସମବେଦନା । ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି: ପ୍ରଧାନମନ୍ତ୍ରୀ”
उत्तर प्रदेश के मथुरा में हुई सड़क दुर्घटना हृदयविदारक है। इस हादसे में जिन्होंने अपने प्रियजनों को खो दिया है, उनके प्रति मेरी गहरी संवेदनाएं। इसके साथ ही घायलों के शीघ्र स्वस्थ होने की कामना करता हूं: PM @narendramodi
— PMO India (@PMOIndia) May 7, 2022