ଓଡିଶାରେ ଟ୍ରେନ୍ ଦୁର୍ଘଟଣା ଯୋଗୁଁ ମୃତ୍ୟୁବରଣ କରିଥିବା ଲୋକମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
"ଓଡିଶା ଟ୍ରେନ୍ ଦୁର୍ଘଟଣା ପାଇଁ ମର୍ମାହତ। ଏହି ଦୁଃଖ ସମୟରେ ମୁଁ ଶୋକସନ୍ତପ୍ତ ପରିବାରବର୍ଗଙ୍କ ସହିତ ଅଛି। ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ରେଳମନ୍ତ୍ରୀ @ ଅଶ୍ୱିନୀ ବୈଷ୍ଣବଙ୍କ ସହ କଥା ହୋଇ ପରିସ୍ଥିତି ଅନୁଧ୍ୟାନ କରିଛି। ଉଦ୍ଧାର କାର୍ଯ୍ୟ ଚାଲିଛି। ଦୁର୍ଘଟଣା ଏବଂ ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ଦିଆଯାଉଛି। "
Distressed by the train accident in Odisha. In this hour of grief, my thoughts are with the bereaved families. May the injured recover soon. Spoke to Railway Minister @AshwiniVaishnaw and took stock of the situation. Rescue ops are underway at the site of the mishap and all…
— Narendra Modi (@narendramodi) June 2, 2023