ତେଲଙ୍ଗାନାର ନାଗାରକୁର୍ଣ୍ଣୁଲ ଦୁର୍ଘଟଣା ଜନିତ ମୃତ୍ୟୁ ନେଇ ପ୍ରଧାନମନ୍ତ୍ରୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ 2 ଲକ୍ଷ ଟଙ୍କା ଏବଂ ଆହତଙ୍କୁ 50 ହଜାର ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବା ନେଇ ମଧ୍ୟ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ କୁହାଯାଇଛି ଯେ, “ତେଲଙ୍ଗାନାର ନାଗାରକୁର୍ଣ୍ଣୁଲ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପ୍ରିୟଜନଙ୍କୁ ମୋର ସମବେଦନା । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ 2 ଲକ୍ଷ ଏବଂ ସମସ୍ତ ଆହତଙ୍କୁ 50 ହଜାର ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ : ପ୍ରଧାନମନ୍ତ୍ରୀ ମୋଦୀ” ।
Condolences to those who lost their loved ones in an accident in Nagarkurnool, Telangana. May the injured recover at the earliest. From PMNRF, an ex-gratia of Rs. 2 lakh each will be given to the next of kin of the deceased and Rs. 50,000 would be given to the injured: PM Modi
— PMO India (@PMOIndia) July 23, 2021
ప్రధాన మంత్రి జాతీయ సహాయ నిధి నుండి మరణించిన ప్రతి ఒక్కరి కుటుంబ సభ్యులకు 2 లక్షల రూపాయల చొప్పున, అలాగే గాయపడిన ప్రతి ఒక్కరికీ 50000 రూపాయల చొప్పున నష్ట పరిహారం ప్రకటిస్తున్నాను: ప్రధాన మంత్రి నరేంద్ర మోడి
— PMO India (@PMOIndia) July 23, 2021