ପ୍ରୟାଗରାଜ ମହାକୁମ୍ଭରେ ପ୍ରାଣହାନି ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି ।

ଶ୍ରୀ ମୋଦୀ କହିଛନ୍ତି, ସେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ଏବଂ ଅଘଟଣରେ ପ୍ରଭାବିତ ଲୋକଙ୍କୁ ସହାୟତା ପାଇଁ ପ୍ରଶାସନ ଆବଶ୍ୟକ ପଦକ୍ଷେପ ନେଇଛି । ଶ୍ରୀ ମୋଦୀ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି;

“ପ୍ରୟାଗରାଜ ମହାକୁମ୍ଭରେ ହୋଇଥିବା ଅଘଟଣ ଅତ୍ୟନ୍ତ ଦୁଃଖଦ । ଏହି ଅଘଟଣରେ ଯେଉଁମାନେ ପ୍ରିୟ ପରିଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ଗଭୀର ସମବେଦନା । ଏଥିସହିତ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛନ୍ତି । ସ୍ଥାନୀୟ ପ୍ରଶାସନ ପୀଡ଼ିତମାନଙ୍କୁ ଯଥାସମ୍ଭବ ସହାୟତା କରୁଛି । ଏ ସମ୍ପର୍କରେ ମୁଁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ସହ ଆଲୋଚନା କରିଛି ଏବଂ ଲଗାତର ରାଜ୍ୟ ସରକାରଙ୍କ ସହ ସମ୍ପର୍କରେ ରହିଛି ।”

“प्रयागराज महाकुंभ में हुआ हादसा अत्यंत दुखद है। इसमें जिन श्रद्धालुओं ने अपने परिजनों को खोया है, उनके प्रति मेरी गहरी संवेदनाएं। इसके साथ ही मैं सभी घायलों के शीघ्र स्वस्थ होने की कामना करता हूं। स्थानीय प्रशासन पीड़ितों की हरसंभव मदद में जुटा हुआ है। इस सिलसिले में मैंने मुख्यमंत्री योगी जी से बातचीत की है और मैं लगातार राज्य सरकार के संपर्क में हूं।”

 

  • கார்த்திக் March 03, 2025

    Jai Shree Ram🚩Jai Shree Ram🚩Jai Shree Ram🚩Jai Shree Ram🚩Jai Shree Ram🚩Jai Shree Ram🚩Jai Shree Ram🚩Jai Shree Ram🚩Jai Shree Ram🚩Jai Shree Ram🚩Jai Shree Ram🚩Jai Shree Ram🙏🏻
  • अमित प्रेमजी | Amit Premji March 03, 2025

    nice👍
  • கார்த்திக் February 21, 2025

    Jai Shree Ram 🚩Jai Shree Ram 🚩Jai Shree Ram 🚩Jai Shree Ram 🚩Jai Shree Ram 🚩Jai Shree Ram 🚩Jai Shree Ram 🚩Jai Shree Ram 🚩Jai Shree Ram 🚩Jai Shree Ram 🚩Jai Shree Ram 🚩Jai Shree Ram 🌼
  • Vivek Kumar Gupta February 21, 2025

    नमो ..🙏🙏🙏🙏🙏
  • Vivek Kumar Gupta February 21, 2025

    जय जयश्रीराम .............................🙏🙏🙏🙏🙏
  • Mithun Sarkar February 20, 2025

    Jay Shree Ram
  • கார்த்திக் February 17, 2025

    Jai Shree Ram 🚩Jai Shree Ram 🚩Jai Shree Ram 🚩Jai Shree Ram 🚩Jai Shree Ram 🚩Jai Shree Ram 🚩Jai Shree Ram 🚩Jai Shree Ram 🚩Jai Shree Ram 🚩Jai Shree Ram 🚩Jai Shree Ram 🚩Jai Shree Ram 🌸
  • Aparna Dasgupta February 14, 2025

    জয় হিন্দ
  • khaniya lal sharma February 11, 2025

    ♥️🇮🇳🇮🇳🇮🇳♥️🇮🇳🇮🇳🇮🇳♥️
  • Bhushan Vilasrao Dandade February 10, 2025

    जय हिंद
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
For PM Modi, women’s empowerment has always been much more than a slogan

Media Coverage

For PM Modi, women’s empowerment has always been much more than a slogan
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 8, 2025
March 08, 2025

Citizens Appreciate PM Efforts to Empower Women Through Opportunities