ପୁଣେସ୍ଥିତ ସେରମ ଇନଷ୍ଟିଚ୍ୟୁଟରେ ହୋଇଥିବା ଅଗ୍ନିକାଣ୍ଡ ଜନିତ ମୃତକଙ୍କ ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ଏକ ଟ୍ଵିଟ ମାଧ୍ୟମରେ ଶ୍ରୀ ମୋଦୀ କହିଛନ୍ତି, “ ସେରମ ଇନଷ୍ଟିଚ୍ୟୁଟରେ ଘଟିଥିବା ଦୁର୍ଭାଗ୍ୟଜନକ ଅଗ୍ନିକାଣ୍ଡରେ ମୃତକଙ୍କ ଲାଗି ମୁଁ ମର୍ମାହତ । ଏହି ଦୁଃଖଦ ମୁହୂର୍ତ୍ତରେ, ମୃତକଙ୍କ ପରିବାର ପ୍ରତି ମୋର ସମବେଦନା । ମୁଁ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି” ।
Anguished by the loss of lives due to an unfortunate fire at the @SerumInstIndia. In this sad hour, my thoughts are with the families of those who lost their lives. I pray that those injured recover at the earliest.
— Narendra Modi (@narendramodi) January 21, 2021