ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସିକିମ ଠାରେ ସଡକ ଦୁର୍ଘଟଣା ଯୋଗୁଁ ସେନା କର୍ମଚାରୀଙ୍କ ମୃତ୍ୟୁରେ ଶୋକ ବ୍ୟକ୍ତ କରିଛନ୍ତି । ଶ୍ରୀ ମୋଦୀ ଏହି ଦୁର୍ଘଟଣାରେ ଆହତମାନଙ୍କ ଦ୍ରୁତ ଆରୋଗ୍ୟ ମଧ୍ୟ କାମନା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“ସିକିମ ଠାରେ ସଡକ ଦୁର୍ଘଟଣା ଯୋଗୁଁ ଆମ ବୀର ସେନା କର୍ମଚାରୀଙ୍କ ମୃତ୍ୟୁରେ ଦୁଃଖିତ । ଶୋକସନ୍ତପ୍ତ ପରିବାରଗୁଡିକୁ ସମବେଦନା । ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି: ପ୍ରଧାନମନ୍ତ୍ରୀ@narendramodi”
Pained by the loss of lives of our brave army personnel due to a road mishap in Sikkim. Condolences to the bereaved families. May the injured recover soon: PM @narendramodi
— PMO India (@PMOIndia) December 23, 2022