ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କର୍ଣ୍ଣାଟକର ତୁମକୁରୁ ଜିଲ୍ଲାରେ ସଡକ ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଶ୍ରୀ ମୋଦୀ ପୀଡିତଙ୍କ ପାଇଁ ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“କର୍ଣ୍ଣାଟକର ତୁମକୁରୁ ଜିଲ୍ଲାରେ ହୋଇଥିବା ଦୁର୍ଘଟଣା ହୃଦୟ ବିଦାରକ । ଶୋକସନ୍ତପ୍ତ ପରିବାରଗୁଡିକୁ ସମବେଦନା ଜଣାଉଛି । ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି । ମୃତକଙ୍କ ନିକଟତମ ପରିଜନଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ”
The accident in Tumakuru district, Karnataka is heart-rending. Condolences to the bereaved families. Prayers with the injured. Rs 2 lakh from PMNRF would be paid to the next of kin of each deceased. The injured would be paid Rs. 50,000: PM @narendramodi
— PMO India (@PMOIndia) August 25, 2022
ಕರ್ನಾಟಕದ ತುಮಕೂರು ಜಿಲ್ಲೆಯಲ್ಲಿ ನಡೆದ ಅಪಘಾತ ಹೃದಯ ವಿದ್ರಾವಕ.ಅಪಘಾತದಲ್ಲಿ ಜೀವ ಕಳೆದು ಕೊಂಡವರಿಗೆ ಸಂತಾಪಗಳು.ಗಾಯಗೊಂಡವರು ಶೀಘ್ರ ಗುಣಮುಖರಾಗಲೆಂದು ಪ್ರಾರ್ಥನೆ.ಮೃತರ ಕುಟುಂಬದವರಿಗೆ ಪ್ರಧಾನ ಮಂತ್ರಿಗಳ ರಾಷ್ಟ್ರೀಯ ಪರಿಹಾರ ನಿಧಿಯಿಂದ ತಲಾ ಎರಡು ಲಕ್ಷ ರೂಪಾಯಿ ಹಾಗೂ ಗಾಯಗೊಂಡವರಿಗೆ ತಲಾ 50 ಸಾವಿರ ರೂಪಾಯಿ ಪರಿಹಾರ ನೀಡಲಾಗುವುದು: PM
— PMO India (@PMOIndia) August 25, 2022