ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାମ୍ମୁ କାଶ୍ମୀରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ଏବଂ ଏହି ଘଟଣାର ସବିଶେଷ ତଥ୍ୟ ଲୋଡିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ଜାମ୍ମୁ କାଶ୍ମୀରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରା ମୋଦୀ ସବିଶେଷ ତଥ୍ୟ ମାଗିଛନ୍ତି । ଏହି ଆକ୍ରମଣରେ ସହିଦ ହୋଇଥିବା ସୁରକ୍ଷା କର୍ମୀଙ୍କ ପରିବାରକୁ ମଧ୍ୟ ସେ ସମବେଦନା ଜଣାଇଛନ୍ତି ।”
PM @narendramodi has sought details on the terror attack in Jammu and Kashmir. He has also expressed condolences to the families of those security personnel who have been martyred in the attack.
— PMO India (@PMOIndia) December 13, 2021