17.11.2024 : ଷ୍ଟେଟ୍ ହାଉସରେ ଆୟୋଜିତ ଏକ ସମାରୋହରେ ନାଇଜେରିଆ ଫେଡେରାଲ ରିପବ୍ଲିକ୍ ର ରାଷ୍ଟ୍ରପତି ମହାମହିମ ଶ୍ରୀ ବୋଲା ଅହମ୍ମଦ ଟିନୁବୁ ଭାରତ-ନାଇଜେରିଆ ସମ୍ପର୍କକୁ ପ୍ରୋତ୍ସାହିତ କରିବାରେ ଉଲ୍ଲେଖନୀୟ ଅବଦାନ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ " ଗ୍ରାଣ୍ଡ କମାଣ୍ଡର ଅଫ୍‌ ଦି ଅର୍ଡର ଅଫ୍ ନାଇଜର " ଜାତୀୟ ପୁରସ୍କାର ପ୍ରଦାନ କରିଥିଲେ । ପୁରସ୍କାର ପ୍ରଶଂସାପତ୍ରରେ ଉଲ୍ଲେଖ କରାଯାଇଛି ଯେ ପ୍ରଧାନମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ୱରେ ଭାରତ ଏକ ବିଶ୍ୱ ଶକ୍ତି ଭାବରେ ଅବସ୍ଥାପିତ ହୋଇଛି ଏବଂ ତାଙ୍କ ପରିବର୍ତ୍ତନଶୀଳ ଶାସନ ସମସ୍ତଙ୍କ ପାଇଁ ଏକତା, ଶାନ୍ତି ଏବଂ ଅଂଶୀଦାର ସମୃଦ୍ଧିକୁ ପ୍ରୋତ୍ସାହିତ କରିଛି ।

 

|

ଏହି ପୁରସ୍କାର ଗ୍ରହଣ କରିବା ଅବସରରେ ପ୍ରଧାନମନ୍ତ୍ରୀ ଏହି ସମ୍ମାନକୁ ଭାରତବାସୀ ଏବଂ ଭାରତ ଓ ନାଇଜେରିଆ ମଧ୍ୟରେ ଥିବା ଦୀର୍ଘକାଳୀନ ଐତିହାସିକ ବନ୍ଧୁତାକୁ ଉତ୍ସର୍ଗ କରିଥିଲେ । ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହି ସ୍ୱୀକୃତି ଦୁଇ ଦେଶ ମଧ୍ୟରେ ରଣନୈତିକ ଭାଗିଦାରୀ ଏବଂ ଗ୍ଲୋବାଲ୍ ସାଉଥର ଆକାଂକ୍ଷା ପ୍ରତି ସେମାନଙ୍କର ଅଂଶୀଦାର ପ୍ରତିବଦ୍ଧତାକୁ ଦର୍ଶାଏ ।

 

|

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହେଉଛନ୍ତି ପ୍ରଥମ ବିଦେଶୀ ନେତା ଯିଏ କି ୧୯୬୯ ପରେ ଏହି ପୁରସ୍କାରରେ ସମ୍ମାନିତ ହୋଇଛନ୍ତି ।

 

|

Click here to read full text speech

  • Vivek Kumar Gupta January 08, 2025

    नमो ..🙏🙏🙏🙏🙏
  • Vivek Kumar Gupta January 08, 2025

    नमो .......................🙏🙏🙏🙏🙏
  • கார்த்திக் December 08, 2024

    🌺ஜெய் ஸ்ரீ ராம்🌺जय श्री राम🌺જય શ્રી રામ🌹 🌺ಜೈ ಶ್ರೀ ರಾಮ್🌺ଜୟ ଶ୍ରୀ ରାମ🌺Jai Shri Ram 🌹🌹 🌺জয় শ্ৰী ৰাম🌺ജയ് ശ്രീറാം 🌺 జై శ్రీ రామ్ 🌹🌸
  • JYOTI KUMAR SINGH December 08, 2024

    🙏
  • Preetam Gupta Raja December 08, 2024

    जय श्री राम
  • கார்த்திக் December 04, 2024

    🌺ஜெய் ஸ்ரீ ராம்🌺जय श्री राम🌺જય શ્રી રામ🌺 🌺ಜೈ ಶ್ರೀ ರಾಮ್🌺ଜୟ ଶ୍ରୀ ରାମ🌺Jai Shri Ram 🌺🌺 🌺জয় শ্ৰী ৰাম🌺ജയ് ശ്രീറാം 🌺 జై శ్రీ రామ్ 🌺🌹
  • DEBASHIS ROY December 04, 2024

    🇮🇳🇮🇳🇮🇳🇮🇳🇮🇳🇮🇳🇮🇳🇮🇳🇮🇳🇮🇳🇮🇳
  • DEBASHIS ROY December 04, 2024

    joy hind joy bharat
  • DEBASHIS ROY December 04, 2024

    bharat mata ki joy
  • ram Sagar pandey December 02, 2024

    🌹🙏🏻🌹जय श्रीराम🙏💐🌹जय श्रीकृष्णा राधे राधे 🌹🙏🏻🌹जय माता दी 🚩🙏🙏🌹🌹🙏🙏🌹🌹🌹🙏🏻🌹जय श्रीराम🙏💐🌹🌹🌹🙏🙏🌹🌹🌹🌹🙏🙏🌹🌹🌹🌹🙏🙏🌹🌹🌹🌹🙏🙏🌹🌹
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
Global aerospace firms turn to India amid Western supply chain crisis

Media Coverage

Global aerospace firms turn to India amid Western supply chain crisis
NM on the go

Nm on the go

Always be the first to hear from the PM. Get the App Now!
...
Former UK PM, Mr. Rishi Sunak and his family meets Prime Minister, Shri Narendra Modi
February 18, 2025

Former UK PM, Mr. Rishi Sunak and his family meets Prime Minister, Shri Narendra Modi today in New Delhi.

Both dignitaries had a wonderful conversation on many subjects.

Shri Modi said that Mr. Sunak is a great friend of India and is passionate about even stronger India-UK ties.

The Prime Minister posted on X;

“It was a delight to meet former UK PM, Mr. Rishi Sunak and his family! We had a wonderful conversation on many subjects.

Mr. Sunak is a great friend of India and is passionate about even stronger India-UK ties.

@RishiSunak @SmtSudhaMurty”