ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତ୍ରିପୁରାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ଡକ୍ଟର ମାନିକ ଶାହାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ତ୍ରିପୁରାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ଡକ୍ଟର ମାନିକ ଶାହାଙ୍କୁ ଅଭିନନ୍ଦନ । ଫଳପ୍ରଦ କାର୍ଯ୍ୟକାଳ ପାଇଁ ତାଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା । ମୁଁ ନିଶ୍ଚିତ ଯେ ୨୦୧୮ ରୁ ଆରମ୍ଭ ହୋଇଥିବା ତ୍ରିପୁରାର ବିକାଶ ଯାତ୍ରାରେ ସେ ଅଧିକ ଉତ୍ସାହ ଭରିବେ ।”
Congratulations to Shri @DrManikSaha2 on taking oath as Tripura’s CM. Best wishes to him for a fruitful tenure. I am confident he will add vigour to the development journey of Tripura which began in 2018.
— Narendra Modi (@narendramodi) May 15, 2022