ଏସିଆ କପ୍ ଜିତିବା ପରେ ଟିମ୍ ଇଣ୍ଡିଆକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।
ଏକ୍ସରେ ଶ୍ରୀ ମୋଦୀ ପୋଷ୍ଟ କରିଛନ୍ତି:
‘ଟିମ୍ ଇଣ୍ଡିଆ ବହୁତ ସୁନ୍ଦର ଖେଳିଲା!
ଏସିଆ କପ୍ ଜିତିବା ପାଇଁ ଅଭିନନ୍ଦନ । ଆମ ଖେଳାଳିମାନେ ଟୁର୍ନାମେଣ୍ଟ ମାଧ୍ୟମରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଛନ୍ତି ।’
Well played Team India!
— Narendra Modi (@narendramodi) September 17, 2023
Congratulations on winning the Asia Cup. Our players have shown remarkable skill through the tournament. https://t.co/7uLEGQSXey