ନେପାଳର ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତ ହୋଇଥିବାରୁ ଶ୍ରୀ କେ ପି ଶର୍ମା ଓଲିଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି । ଭାରତ ଓ ନେପାଳ ମଧ୍ୟରେ ବନ୍ଧୁତ୍ୱକୁ ସୁଦୃଢ଼ କରିବା ସହ ପାରସ୍ପରିକ ଉପଯୋଗୀ ସହଯୋଗିତା ଉପରେ ମିଳିତ ଭାବେ କାର୍ଯ୍ୟ କରିବାକୁ ସେ ଆଶା ପ୍ରକଟ କରିଛନ୍ତି ।

ଶ୍ରୀ ମୋଦୀ ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି:

“ଅଭିନନ୍ଦନ @kpsharmaoli ନେପାଳର ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତ ହୋଇଥିବାରୁ । ଭାରତ ଓ ନେପାଳର ଜନସାଧାରଣଙ୍କ ପ୍ରଗତି ଓ ସମୃଦ୍ଧତା ପାଇଁ ଦୁଇ ଦେଶ ମଧ୍ୟରେ ଥିବା ଗୁଢ଼ ବନ୍ଧୁତ୍ୱକୁ ସୁଦୃଢ଼ କରିବା ସହ ପାରସ୍ପରିକ ଉପଯୋଗୀ ସହଯୋଗିତାକୁ ଆଗେଇ ନେବା ପାଇଁ ମିଳିତ ଭାବେ କାର୍ଯ୍ୟ କରିବା ବୋଲି ଆଶା କରୁଛି ।@PM_nepal ”

 

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
Cabinet approves minimum support price for Copra for the 2025 season

Media Coverage

Cabinet approves minimum support price for Copra for the 2025 season
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଡିସେମ୍ବର 21, 2024
December 21, 2024

Inclusive Progress: Bridging Development, Infrastructure, and Opportunity under the leadership of PM Modi