ଲକ୍ସମବର୍ଗର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ନେଇଥିବା ଲୁକ୍ ଫ୍ରିଡେନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

 

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:

‘ଲକ୍ସମବର୍ଗର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ଲୁକ୍ ଫ୍ରିଡେନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ । ଭାରତ-ଲକ୍ସମବର୍ଗ ସମ୍ପର୍କକୁ ଆହୁରି ମଜଭୁତ କରିବା ପାଇଁ ଆପଣଙ୍କ ସହ ମିଳିତ ଭାବେ କାମ କରିବାକୁ ଇଚ୍ଛୁକ, ଯାହା କି ଗଣତାନ୍ତ୍ରିକ ମୂଲ୍ୟବୋଧ ତଥା ଆଇନର ଶାସନ ଉପରେ ଆମ ସହଭାଗୀ ବିଶ୍ୱାସର ମୂଳଦୁଆ ।’

 

 

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

Media Coverage

"91.8% of India's schools now have electricity": Union Education Minister Pradhan
NM on the go

Nm on the go

Always be the first to hear from the PM. Get the App Now!
...
Prime Minister condoles the loss of lives in boat mishap in Mumbai
December 18, 2024
Prime Minister condoles the loss of lives in boat mishap in Mumbai
PM announces ex-gratia from PMNRF

Prime Minister Shri Narendra Modi today condoled the loss of lives in the boat mishap in Mumbai, Maharashtra. He announced an ex-gratia of Rs. 2 lakh from PMNRF for the next of kin of each deceased and Rs. 50,000 to the injured.

The Prime Minister’s Office handle in post on X said: 

“The boat mishap in Mumbai is saddening. Condolences to the bereaved families. I pray that the injured recover soon. Those affected are being assisted by the authorities: PM @narendramodi”

“The Prime Minister has announced an ex-gratia of Rs. 2 lakh from PMNRF for the next of kin of each deceased in the boat mishap in Mumbai. The injured would be given Rs. 50,000.”