ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଟୋକିଓ ଅଲିମ୍ପିକ୍ସ 2020ର ଭାରୋତ୍ତୋଳନରେ ରୌପ୍ୟ ପଦକ ଜିତିଥିବାରୁ ମୀରାବାଈ ଚାନୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ଏକ ଟୁଇଟ୍‌ରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଟୋକିଓ 2020ରେ ଏହା ଠାରୁ ଆଉ ସୁଖଦ ପ୍ରାରମ୍ଭ ଆଶା କରାଯାଇନପାରେ! ମୀରାବାଇ ଚାନୁଙ୍କ ଚମତ୍କାର ପ୍ରଦର୍ଶନ ଯୋଗୁ ସାରା ଭାରତ  ଖୁସିରେ ବିଭୋର ହୋଇଛି। ଭାରୋତ୍ତୋଳନରେ ରୌପ୍ୟ ପଦକ ଜିତିବା ପାଇଁ ତାଙ୍କୁ ଅଭିନନ୍ଦନ। ତାଙ୍କର ସଫଳତା ପ୍ରତ୍ୟେକ ଭାରତୀୟଙ୍କୁ ଅନୁପ୍ରାଣିତ କରିବ।

#Cheer4India #Tokyo2020"

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
India's first microbiological nanosat, developed by students, to find ways to keep astronauts healthy

Media Coverage

India's first microbiological nanosat, developed by students, to find ways to keep astronauts healthy
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଫେବୃୟାର 20, 2025
February 20, 2025

Citizens Appreciate PM Modi's Effort to Foster Innovation and Economic Opportunity Nationwide