ପାରାଲିମ୍ପିକ୍ସ ଗେମ୍ସ, ଟୋକିଓରେ ରୌପ୍ୟ ପଦକ ବିଜେତା ଶୁଟର ସିଂହରାଜ ଅଧାନାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।  

ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;

“ପ୍ରତିଭାବାନ ସିଂହରାଜ ଅଧାନା ପୁଣି ଉତ୍କୃଷ୍ଟ ପ୍ରଦର୍ଶନ ଦୋହରାଇଲେ! ମିକ୍ସଡ ୫୦ ମିଟର ପିସ୍ତଲ ଏସଏଚ୧ ପ୍ରତିଯୋଗିତାରେ ସେ ଆଉ ଏକ ପଦକ ଜିତିଛନ୍ତି । ତାଙ୍କର ଏହି ସଫଳତା ଯୋଗୁଁ ଭାରତରେ ଆନନ୍ଦର ଲହରୀ ଖେଳିଯାଇଛି । ତାଙ୍କୁ ଅଭିନନ୍ଦନ । ତାଙ୍କ ଉଜ୍ୱଳ ଭବିଷ୍ୟତ କାମନା କରୁଛି ।#ପାରାଲିମ୍ପିକ୍ସ#ପ୍ରେଜ4ପାରା ।”

  • Mahendra singh Solanki Loksabha Sansad Dewas Shajapur mp November 17, 2023

    नमो नमो नमो नमो नमो
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
The world is keenly watching the 21st-century India: PM Modi

Media Coverage

The world is keenly watching the 21st-century India: PM Modi
NM on the go

Nm on the go

Always be the first to hear from the PM. Get the App Now!
...
PM Modi extends wishes for the Holy Month of Ramzan
March 02, 2025

As the blessed month of Ramzan begins, Prime Minister Shri Narendra Modi extended heartfelt greetings to everyone on this sacred occasion.

He wrote in a post on X:

“As the blessed month of Ramzan begins, may it bring peace and harmony in our society. This sacred month epitomises reflection, gratitude and devotion, also reminding us of the values of compassion, kindness and service.

Ramzan Mubarak!”