ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଏନ ରଙ୍ଗାସ୍ଵାମୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି:
“ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ମୁଁ ଶ୍ରୀ ଏନ.ରଙ୍ଗାସ୍ୱାମୀ ଜୀଙ୍କୁ ଅଭିନନ୍ଦନ ଜଣାଉଛି । ଆଗାମୀ କାର୍ଯ୍ୟକାଳ ପାଇଁ ଶୁଭେଚ୍ଛା” ।
I would like to congratulate Shri N.Rangasamy Ji on taking oath as Puducherry CM. Best wishes for the tenure ahead.
— Narendra Modi (@narendramodi) May 7, 2021