Quoteଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ସମ୍ରାଟ ଚୌଧୁରୀ ଏବଂ ଶ୍ରୀ ବିଜୟ ସିହ୍ନାଙ୍କୁ ଅଭିନନ୍ଦନ ଜଣାଇଛନ୍ତି

ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ନୀତୀଶ କୁମାରଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି । ସେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ସମ୍ରାଟ ଚୌଧୁରୀ ଏବଂ ଶ୍ରୀ ବିଜୟ ସିହ୍ନାଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି ।

 

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

 

‘ବିହାରରେ ଗଠିତ ଏନ୍‌ଡିଏ ସରକାର ରାଜ୍ୟର ବିକାଶ ତଥା ଏଠାକାର ଲୋକଙ୍କ ଆକାଂକ୍ଷା ପୂରଣ ପାଇଁ କୌଣସି ସୁଯୋଗ ହାତଛଡ଼ା କରିବେ ନାହିଁ ।

 

ନୀତୀଶ କୁମାର ଜୀ ମୁଖ୍ୟମନ୍ତ୍ରୀ ଏବଂ ସମ୍ରାଟ ଚୌଧୁରୀ ଓ ବିଜୟ ସିହ୍ନା ଜୀ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବାରୁ ବହୁତ ବହୁତ ଅଭିନନ୍ଦନ ।

 

ମୋର ବିଶ୍ୱାସ ଯେ ଏହି ଟିମ୍ ପୂରା ସମର୍ପଣ ଭାବନାରେ ରାଜ୍ୟର ମୋର ପରିବାରଜନଙ୍କ ସେବା କରିବ ।’

 

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
India's Q3 GDP grows at 6.2%, FY25 forecast revised to 6.5%: Govt

Media Coverage

India's Q3 GDP grows at 6.2%, FY25 forecast revised to 6.5%: Govt
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 1, 2025
March 01, 2025

PM Modi's Efforts Accelerating India’s Growth and Recognition Globally