ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ରେଭନ୍ତ ରେଡ୍ଡୀ ଗାରୁଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:
‘ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ରେଭନ୍ତ ରେଡ୍ଡୀ ଗାରୁଙ୍କୁ ଅଭିନନ୍ଦନ । ରାଜ୍ୟର ପ୍ରଗତି ତଥା ଏହାର ନାଗରିକଙ୍କ କଲ୍ୟାଣ ଲାଗି ମୁଁ ସମସ୍ତ ସମ୍ଭାବ୍ୟ ସମର୍ଥନ ସୁନିଶ୍ଚିତ କରୁଛି ।’
Congratulations to Shri Revanth Reddy Garu on taking oath as the Chief Minister of Telangana. I assure all possible support to further the progress of the state and the welfare of its citizens. @revanth_anumula
— Narendra Modi (@narendramodi) December 7, 2023
తెలంగాణ ముఖ్యమంత్రిగా ప్రమాణ స్వీకారం చేసిన శ్రీ రేవంత్ రెడ్డి గారికి అభినందనలు. రాష్ట్ర ప్రగతికి, పౌరుల సంక్షేమానికి అన్ని విధాలా తోడ్పాటు అందిస్తానని నేను హామీ ఇస్తున్నాను. @revanth_anumula
— Narendra Modi (@narendramodi) December 7, 2023