ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଅକ୍ଷୟ ତୃତୀୟା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଅକ୍ଷୟ ତୃତୀୟାର ହାର୍ଦ୍ଦିକ ଶୁଭେଚ୍ଛା । ଦାନ, ପୂଣ୍ୟ ଓ ମାଙ୍ଗଳିକ କାର୍ଯ୍ୟର ଶୁଭାରମ୍ଭର ପରମ୍ପରା ସହ ଜଡିତ ଏହି ପବିତ୍ର ପର୍ବ ସମସ୍ତ ଜୀବନରେ ସୁଖ, ସମୃଦ୍ଧି ଓ ଉତ୍ତମ ସ୍ୱାସ୍ଥ୍ୟ ଆଣୁ ବୋଲି କାମନା ।”
अक्षय तृतीया की बहुत-बहुत बधाई। मेरी कामना है कि दान-पुण्य और मांगलिक कार्य के शुभारंभ की परंपरा से जुड़ा यह पावन पर्व हर किसी के जीवन में सुख, समृद्धि और उत्तम स्वास्थ्य लेकर आए।
— Narendra Modi (@narendramodi) April 22, 2023