ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକ ମାନଙ୍କୁ ସ୍ଥିର ଗ୍ରହ ପାଇଁ ଅବଦାନ ସକାଶେ ମା’ଙ୍କ ନାମରେ ଅଧିକରୁ ଅଧିକ ଗଛ ଲଗାଇବାକୁ ଅନୁରୋଧ କରିଛନ୍ତି । ଗୋଟିଏ ଗଛ ମା’ଙ୍କ ନାମରେ ଅଭିଯାନରେ ଯେଉଁମାନେ ସାମିଲ ହୋଇଛନ୍ତି ସେମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ କୃତଜ୍ଞତା ଜଣାଇଛନ୍ତି ।

କେନ୍ଦ୍ର ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଯାଦବ କରିଥିବା ଏକ ପୋଷ୍ଟର ପ୍ରତିକ୍ରିୟାରେ ଶ୍ରୀ ମୋଦୀ ଲେଖିଛନ୍ତି:

“ମାଆଙ୍କ ନାମରେ ଗୋଟିଏ ଗଛ #एक_पेड़_माँ_के_नाम. ଅଭିଯାନରେ ଯେଉଁମାନେ ସାମିଲ ହୋଇଛନ୍ତି ସେମାନଙ୍କୁ କୃତଜ୍ଞତା । ସ୍ଥିର ଗ୍ରହ ସକାଶେ ଏବଂ ମା’ଙ୍କ ସମ୍ମାନରେ ଲୋକମାନେ ଅଧିକରୁ ଅଧିକ ଗଛ ଲଗାଇବାକୁ ମୁଁ ଅନୁରୋଧ କରୁଛି” ।

 

  • G Naresh goud January 15, 2025

    Jai shree Krishna
  • G Naresh goud January 15, 2025

    Jai shree Ram
  • Vivek Kumar Gupta January 07, 2025

    नमो ..🙏🙏🙏🙏🙏
  • Vivek Kumar Gupta January 07, 2025

    नमो .....................🙏🙏🙏🙏🙏
  • கார்த்திக் December 08, 2024

    🌺ஜெய் ஸ்ரீ ராம்🌺जय श्री राम🌺જય શ્રી રામ🌹 🌺ಜೈ ಶ್ರೀ ರಾಮ್🌺ଜୟ ଶ୍ରୀ ରାମ🌺Jai Shri Ram 🌹🌹 🌺জয় শ্ৰী ৰাম🌺ജയ് ശ്രീറാം 🌺 జై శ్రీ రామ్ 🌹🌸
  • JYOTI KUMAR SINGH December 08, 2024

    🙏🙏
  • Preetam Gupta Raja December 07, 2024

    जय श्री राम
  • parveen saini December 06, 2024

    Namo
  • Chandrabhushan Mishra Sonbhadra December 05, 2024

    🕉️🕉️
  • Chandrabhushan Mishra Sonbhadra December 05, 2024

    🕉️
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
'Operation Brahma': First Responder India Ships Medicines, Food To Earthquake-Hit Myanmar

Media Coverage

'Operation Brahma': First Responder India Ships Medicines, Food To Earthquake-Hit Myanmar
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 30, 2025
March 30, 2025

Citizens Appreciate Economic Surge: India Soars with PM Modi’s Leadership