ଜନ୍ମଦିନ ଶୁଭେଚ୍ଛା ଜଣାଇଥିବା ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ଅନ୍ୟ ବିଶ୍ୱ ନେତାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୃତଜ୍ଞତା ଜଣାଇଛନ୍ତି ।

ରାଷ୍ଟ୍ରପତିଙ୍କ ଟ୍ୱିଟର ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ମାନନୀୟ ରାଷ୍ଟ୍ରପତି ମହୋଦୟ, ଆପଣଙ୍କର ଏହି ଅମୂଲ୍ୟ ଶୁଭେଚ୍ଛା ବାର୍ତ୍ତା ପାଇଁ ହୃଦୟରୁ ସମ୍ମାନ ଜଣାଉଛି ।”  

ଉପରାଷ୍ଟ୍ରପତିଙ୍କ ଟ୍ୱିଟର ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଚିନ୍ତାଶୀଳ ଶୁଭେଚ୍ଛା ପାଇଁ ଧନ୍ୟବାଦ ଉପରାଷ୍ଟ୍ରପତି @ଏମଭେଙ୍କିଆନାଇଡୁ ଗାରୁ ।”  

ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ ଟ୍ୱିଟର ଉତ୍ତର ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଶୁଭେଚ୍ଛା ପାଇଁ ଧନ୍ୟବାଦ ରାଷ୍ଟ୍ରପତି @ଗୋଟବାୟାଆର ।”

ନେପାଳ ପ୍ରଧାନମନ୍ତ୍ରୀଙ୍କ ଟ୍ୱିଟର ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଆପଣଙ୍କ ଶୁଭେଚ୍ଛା ପାଇଁ ଧନ୍ୟବାଦ ଜଣାଉଛି ପିଏମ @ଶେରବିଦେଉବା ।”  

ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀଙ୍କ ଟ୍ୱିଟର ଉତ୍ତର ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଶୁଭେଚ୍ଛା ପାଇଁ ଧନ୍ୟବାଦ ବନ୍ଧୁ, ପିଏମ ରାଜପକ୍ଷ ।”

ଡୋମିନିକା ପ୍ରଧାନମନ୍ତ୍ରୀଙ୍କ ଟ୍ୱିଟର ଉତ୍ତର ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଆପଣଙ୍କ ଶୁଭେଚ୍ଛା ପାଇ ବେଶ କୃତଜ୍ଞ, ପିଏମ @ଏସକେରିଟଆର ।”  

ନେପାଳ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଟ୍ୱିଟର ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଧନ୍ୟବାଦ, ଶ୍ରୀ @କେପିଶର୍ମାଓଲି ।”   

 

  • Manda krishna BJP Telangana Mahabubabad District mahabubabad August 12, 2022

    🇮🇳🌴🇮🇳🌴🇮🇳🌴🇮🇳🌴
  • Dr.Mrs.MAYA .J.PILLAI JANARDHANAN PILLAI August 11, 2022

    प्रणाम।मैं डा माया जे पिलेळे,मुझे मेरी फोटोन इस में आलेह र्महां कL सर्की है
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
India Inc raises record Rs 1.33 lakh cr via QIPs in FY25 amid market boom

Media Coverage

India Inc raises record Rs 1.33 lakh cr via QIPs in FY25 amid market boom
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 30, 2025
March 30, 2025

Citizens Appreciate Economic Surge: India Soars with PM Modi’s Leadership