ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଆମ ପୃଥିବୀକୁ ସୁସ୍ଥ ରଖିବା ପାଇଁ କାମ କରୁଥିବା ବ୍ୟକ୍ତିମାନଙ୍କୁ କୃତଜ୍ଞତା ଜଣାଇଛନ୍ତି ।
କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମନସୁଖ ମାଣ୍ଡଭୀୟଙ୍କ ଟ୍ୱିଟ ଶେୟାର କରି ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଆମ ପୃଥିବୀକୁ ସୁସ୍ଥ ରଖିବା ପାଇଁ କାମ କରୁଥିବା ବ୍ୟକ୍ତିମାନଙ୍କୁ କୃତଜ୍ଞତା ଜଣାଉଛୁ ।
ଆମ ସରକାର ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ପ୍ରୋତ୍ସାହନ ଦେବା ସହ ଲୋକଙ୍କୁ ଗୁଣବତ୍ତା ସମ୍ପନ୍ନ ସ୍ୱାସ୍ଥ୍ୟ ସେବା ସୁନିଶ୍ଚିତ କରାଇବା ପାଇଁ କାମ ଜାରି ରଖିବ ।”
On World Health Day, we express gratitude to all those who work to make our planet healthier.
— Narendra Modi (@narendramodi) April 7, 2023
Our Government will continue working to augment health infrastructure and ensure quality healthcare to the people. https://t.co/F0OcqOlcCr