ଦେବ ଦୀପାବଳିରେ ଆଜି କାଶୀ ଲକ୍ଷାଧିକ ଦୀପରେ ଝଲସୁଥିବା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଖୁସି ଜାହିର କରିଛନ୍ତି ।

ଏକ୍ସର ଏକ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି:

“ଦେବ ଦୀପାବଳିରେ ଲକ୍ଷାଧିକ ଦୀପରେ ଝଲସୁଥିବା ବାବା ବିଶ୍ୱନାଥଙ୍କ ନଗରୀ କାଣୀର ଏହି ଭବ୍ୟ ସ୍ୱରୂପ ମନକୁ ମୋହିନେବା ଭଳି । ଦୀପଦାନର ପବିତ୍ର ପରମ୍ପରା ସହ ଯୋଡ଼ି ହୋଇଥିବା ଏଡି ମୁହୂର୍ତ୍ତର ସାକ୍ଷୀ ହୋଇଥିବା ସମସ୍ତ ଲୋକଙ୍କୁ ମୋର ବହୁତ ବହୁତ ଶୁଭକାମନା । ମା’ ଗଙ୍ଗାଙ୍କ ତଟରେ ଚତୁର୍ଦ୍ଦିଗକୁ ବ୍ୟାପିଥିବା ଏହି ଦିବ୍ୟଜ୍ୟୋତି ପ୍ରତ୍ୟେକଙ୍କ ଜୀବନରେ ସୁଖ, ଶାନ୍ତି, ସମୃଦ୍ଧି ଏବଂ ଉତ୍ତମ ସ୍ୱାସ୍ଥ୍ୟ ଆଣୁ ଏହା ହିଁ ମୋର କାମନା ।”

 

  • Vivek Kumar Gupta January 06, 2025

    नमो ..🙏🙏🙏🙏🙏
  • Vivek Kumar Gupta January 06, 2025

    नमो .......................🙏🙏🙏🙏🙏
  • கார்த்திக் December 08, 2024

    🌺ஜெய் ஸ்ரீ ராம்🌺जय श्री राम🌺જય શ્રી રામ🌹 🌺ಜೈ ಶ್ರೀ ರಾಮ್🌺ଜୟ ଶ୍ରୀ ରାମ🌺Jai Shri Ram 🌹🌹 🌺জয় শ্ৰী ৰাম🌺ജയ് ശ്രീറാം 🌺 జై శ్రీ రామ్ 🌹🌸
  • JYOTI KUMAR SINGH December 08, 2024

    🔥❤🔥
  • parveen saini December 06, 2024

    Jai ho
  • Chandrabhushan Mishra Sonbhadra December 05, 2024

    🕉️🕉️
  • Chandrabhushan Mishra Sonbhadra December 05, 2024

    🕉️
  • கார்த்திக் December 04, 2024

    🌺ஜெய் ஸ்ரீ ராம்🌺जय श्री राम🌺જય શ્રી રામ🌺 🌺ಜೈ ಶ್ರೀ ರಾಮ್🌺ଜୟ ଶ୍ରୀ ରାମ🌺Jai Shri Ram 🌺🌺 🌺জয় শ্ৰী ৰাম🌺ജയ് ശ്രീറാം 🌺 జై శ్రీ రామ్ 🌺🌹
  • DEBASHIS ROY December 04, 2024

    🇮🇳🇮🇳🇮🇳🇮🇳🇮🇳🇮🇳🇮🇳🇮🇳🇮🇳🇮🇳
  • DEBASHIS ROY December 04, 2024

    joy hind joy bharat
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
Govt saved 48 billion kiloWatt of energy per hour by distributing 37 cr LED bulbs

Media Coverage

Govt saved 48 billion kiloWatt of energy per hour by distributing 37 cr LED bulbs
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 12, 2025
March 12, 2025

Appreciation for PM Modi’s Reforms Powering India’s Global Rise