ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀମତୀ ସୁଧା ମୂର୍ତ୍ତିଙ୍କ ରାଜ୍ୟସଭା ନାମାଙ୍କନ କୁ ନେଇ ଖୁସି ପ୍ରକାଶ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ବିଟରରେ ପୋଷ୍ଟ କରିଛନ୍ତି -
ମୁଁ ଆନନ୍ଦିତ ଯେ ଭାରତର ରାଷ୍ଟ୍ରପତି @SmtSudhaMurty ଙ୍କୁ ରାଜ୍ୟସଭାକୁ ମନୋନୀତ କରିଛନ୍ତି। ସାମାଜିକ କାର୍ଯ୍ୟ, ପରୋପକାର ଏବଂ ଶିକ୍ଷା ସମେତ ବିଭିନ୍ନ କ୍ଷେତ୍ରରେ ସୁଧାଜୀଙ୍କ ଅବଦାନ ଅତୁଳନୀୟ ଏବଂ ପ୍ରେରଣାଦାୟକ । ରାଜ୍ୟସଭାରେ ତାଙ୍କର ଉପସ୍ଥିତି ଆମ 'ନାରୀ ଶକ୍ତି'ର ଏକ ଶକ୍ତିଶାଳୀ ପ୍ରମାଣ, ଯାହା ଆମ ଦେଶର ଭାଗ୍ୟ ଗଠନରେ ମହିଳାଙ୍କ ଶକ୍ତି ଏବଂ ସାମର୍ଥ୍ୟର ଉଦାହରଣ। ତାଙ୍କ ସଫଳ ସଂସଦୀୟ କାର୍ଯ୍ୟକାଳ କାମନା କରୁଛି।
I am delighted that the President of India has nominated @SmtSudhaMurty Ji to the Rajya Sabha. Sudha Ji's contributions to diverse fields including social work, philanthropy and education have been immense and inspiring. Her presence in the Rajya Sabha is a powerful testament to… pic.twitter.com/lL2b0nVZ8F
— Narendra Modi (@narendramodi) March 8, 2024