ପ୍ରତିଷ୍ଠା ଦିବସରେ ବିଏସଏଫ କର୍ମଚାରୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।
ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ ସମସ୍ତ ବିଏସଏଫ କର୍ମଚାରୀ ଏବଂ ସେମାନଙ୍କ ପରିବାରବର୍ଗଙ୍କୁ ପ୍ରତିଷ୍ଠା ଦିବସ ଅବସରରେ ଶୁଭକାମନା । ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଦେଶକୁ ସୁରକ୍ଷା ଏବଂ ନାଗରିକଙ୍କୁ ସହାୟତା ପ୍ରଦାନ କାରିବା ଦିଗରେ ବିଏସଏଫ ଏକ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିଛି । ବିଏସଏଫ ପାଇଁ ଭାରତ ଗର୍ବିତ!”
Best wishes to all @BSF_India personnel and their families on the special occasion of their Raising Day. BSF has distinguished itself as a valorous force, unwavering in their commitment to protect the nation and assist citizens during natural calamities. India is proud of BSF!
— Narendra Modi (@narendramodi) December 1, 2020