ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଡାଲାଇ ଲାମାଙ୍କୁ ତାଙ୍କର ୮୭ ତମ ଜନ୍ମଦିନରେ ଫୋନ୍ ଯୋଗେ ଶୁଭେଚ୍ଛା ଜଣାଇଛନ୍ତି । ସେ ଦଲାଇ ଲାମାଙ୍କ ଦୀର୍ଘ ଜୀବନ ଏବଂ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ମଧ୍ୟ ପ୍ରାର୍ଥନା କରିଥିଲେ ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଆଜି ସକାଳେ ଫୋନରେ ଦଲାଇ ଲାମାଙ୍କୁ ୮୭ ତମ ଜନ୍ମଦିନର ଶୁଭେଚ୍ଛା ଜଣାଇଛୁ । ଆମେ ତାଙ୍କର ଦୀର୍ଘ ଜୀବନ ଏବଂ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରୁଛୁ ।”
Conveyed 87th birthday greetings to His Holiness the @DalaiLama over phone earlier today. We pray for his long life and good health.
— Narendra Modi (@narendramodi) July 6, 2022