ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଣେଶ ଚତୁର୍ଥୀର ଶୁଭ ଅବସରରେ ସମସ୍ତଙ୍କୁ ଶୁଭକାମନା ଜଣାଇଛନ୍ତି । ଏହି ଉତ୍ସବ ସମସ୍ତଙ୍କ ଜୀବନରେ ସୌଭାଗ୍ୟ, ସଫଳତା ଓ ସମୃଦ୍ଧି ଆଣିଦେଉ ବୋଲି ପ୍ରଧାନମନ୍ତ୍ରୀ କାମନା କରିଛନ୍ତି ।

ପ୍ରଧାନମନ୍ତ୍ରୀ ‘ଏକ୍ସ’ରେ ଉଲ୍ଲେଖ କରିଛନ୍ତି :

 

‘‘ଦେଶସାରା ମୋ ପରିବାରଜନଙ୍କୁ ଗଣେଶ ଚତୁର୍ଥୀର ମଙ୍ଗଳକାମନା । ବିଘ୍ନବିନାଶନ-ବିନାୟକଙ୍କ ଉପାସନା ସହ ଜଡ଼ିତ ଏହି ପାର୍ବଣ ଉତ୍ସବ ଆପଣଙ୍କ ସମସ୍ତଙ୍କ ଜୀବନରେ ସୌଭାଗ୍ୟ, ସଫଳତା ଓ ସମ୍ପୂର୍ଣ୍ଣତା ଭରିଦେଉ । ଗଣପତି ବପ୍ପା ମୋରେୟା!’’

 

‘‘ସର୍ବ ଦେଶବାସୀୟାଂନା ଗଣେଶ ଚତୁର୍ଥୀଚ୍ୟା ହାର୍ଦ୍ଦିକ ଶୁଭେଚ୍ଛା । ଗଣପତି ବପ୍ପା ମୋରେୟା!’’

 

 

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
India Doubles GDP In 10 Years, Outpacing Major Economies: IMF Data

Media Coverage

India Doubles GDP In 10 Years, Outpacing Major Economies: IMF Data
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 23, 2025
March 23, 2025

Appreciation for PM Modi’s Effort in Driving Progressive Reforms towards Viksit Bharat