ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ମହା ବିଷୁବ ପଣା ସଂକ୍ରାନ୍ତି ଓ ଓଡିଆ ନୂଆ ବର୍ଷର ଶୁଭ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ମହା ବିଷୁବ ପଣା ସଂକ୍ରାନ୍ତି ଓ ଓଡିଆ ନୂଆ ବର୍ଷର ଶୁଭେଚ୍ଛା । ନୂଆବର୍ଷ ଆପାର ଖୁସି ଓ ଉତ୍ତମ ସ୍ୱାସ୍ଥ୍ୟ ନେଇ ଆସୁ ।”
Happy Maha Bishuba Pana Sankranti and Odia New Year. Have a healthy and happy year ahead. pic.twitter.com/P1yTshcfve
— Narendra Modi (@narendramodi) April 14, 2023