ଭାଇ ଦୁଜ୍ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:
‘ଭାଇ ଦୁଜ୍ ଭାଇ-ଭଉଣୀଙ୍କ ପବିତ୍ର ସମ୍ପର୍କର ପ୍ରତୀକ ପର୍ବ । ଦେଶବ୍ୟାପୀ ନିଜ ପରିବାରଜନଙ୍କୁ ଏହି ଶୁଭ ଅବସରରେ ହାର୍ଦ୍ଦିକ ଶୁଭକାମନା ।’
भाई दूज भाई-बहन के पवित्र रिश्तों का प्रतीक पर्व है। देशभर के अपने परिवारजनों को इस पावन-पुनीत अवसर पर मेरी हार्दिक शुभकामनाएं।
— Narendra Modi (@narendramodi) November 15, 2023